Browsing Category

ଦେଶ-ବିଦେଶ

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୬ଟି ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ

ଆଗାମୀ ୫ଦିନ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବାବେଳେ ଘନକୁହୁଡି ପ୍ରତି ସତର୍କ ରହିବାକୁ ସ୍ୱତନ୍ତ୍ର…

ସମଗ୍ର ରାଜ୍ୟରେ ଏବେ ଶୀତର ଲହରୀ ବୃଦ୍ଧି ପାଇଥିବାରୁ କେତେକ ସ୍ଥାନରେ ଘନକୁହୁଡି ଦୃଶ୍ୟମାନ ହୋଇଛି । ଏହାର ପ୍ରଭାବରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଆଦି ଜିଲ୍ଲାରେ ଘନକୁହୁଡି ପରିଦୃଶ୍ୟ ହେବାରୁ ଭୁବନେଶ୍ୱର ପାଣିପାଗ ବିଭାଗ

ସଂସଦର ବଜେଟ୍‍ ଅଧିବେଶନ ଆସନ୍ତା ୩୧ ତାରିଖରୁ ଆରମ୍ଭ

ସଂସଦର ବଜେଟ୍‍ ଅଧିବେଶନ ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ । ଏହା ଏପ୍ରିଲ୍‍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ୩୧ ତାରିଖ ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ମିଳିତ ଅଧିବେଶନରେ ଉଦ୍‍ବୋଧନ ଦେବେ । ଫେବୃୟାରୀ ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୨-୨୩ ଆର୍ଥିକ

ଓଡ଼ିଆ ହକି ଖେଳାଳି ଲିଲିମା ମିଞ୍ଜ୍‍ ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି

ଓଡ଼ିଆ ହକି ଖେଳାଳି ଲିଲିମା ମିଞ୍ଜ୍‍ ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି । ଏକ ଟ୍ୱିଟ୍‍ ବାର୍ତ୍ତାରେ ଲିଲିମା କହିଛନ୍ତି, ଭାରତୀୟ ଦଳରେ ସାମିଲ୍‍ ହୋଇ ଦେଶର ପ୍ରତିନିଧିତ୍ୱ କରିଥିବାର ସୁଯୋଗ ମିଳିଥିବାରୁ ସେ ନିଜକୁ ଗୌରବାନ୍ୱିତ ମନେ କରୁଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଜନ୍ମିତ

ଦେଶରେ ଏପର୍ଯ୍ୟନ୍ତ ୫ ହଜାର ୪୮୮ ଜଣ ଓମିକ୍ରନ ରେ ସଂକ୍ରମିତ -ରାଜ୍ୟରେ….

ରାଜ୍ୟରେ ଗୋଟିଏ ଦିନରେ ୩୦ଟି ଜିଲ୍ଲାରୁ ଆଉ ୧୦ ହଜାର ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୫ ହଜାର ୮୩୩ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୨୨୬ ଜଣ ଥିବାବେଳେ ୧୮ବର୍ଷ ବୟସ ମଧ୍ୟରେ ୮୭୨ ଜଣ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କୁ

ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚଳିତ ମାସ ୧୭ରୁ ୨୧ ତାରିଖ ଯାଏଁ –…

ରାଜ୍ୟରେ ହେବାକୁ ଥିବା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଭିନ୍ନ ଜିଲ୍ଲାରେ ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି । ପଂଚାୟତ ଅଫିସରେ ସରପଂଚ ଓ ସମିତି ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ

ସମଗ୍ର ରାଜ୍ୟରେ ବୁଷ୍ଟର ଡୋଜ୍‍ ବା ପ୍ରିକସନାରୀ ଡୋଜ୍‍ ଟିକାକରଣ ଆରମ୍ଭ

ସମଗ୍ର ରାଜ୍ୟରେ ରୁ ବୁଷ୍ଟର ଡୋଜ୍‍ ବା ପ୍ରିକସନାରୀ ଡୋଜ୍‍ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ସମ୍ମୁଖଯୋଦ୍ଧା, ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ୬୦ ବର୍ଷରୁ ଊଦ୍ଧ୍ୱର୍ ବହୁବିଧ ରୋଗରେ ପୀଡିତ ନାଗରିକଙ୍କୁ ଏହି ଡୋଜ୍‍ ଦିଆଯାଉଛି । କୋ-ୱିନ୍‍ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍‍

ରାଜ୍ୟରେ ୨୪ ଜଣ ନୂଆ ଓମିକ୍ରନ୍‍ ଆକ୍ରାନ୍ତ ଚିହ୍ନଟ -ବି.ଏମ୍‍.ସି. ର ୫ଟି ସ୍ଥାନକୁ ମାଇକ୍ରୋ କଣ୍ଟେନ୍‍ମେଣ୍ଟ ଜୋନ୍‍…

ରାଜ୍ୟରେ ୨୪ ଜଣ ନୂଆ ଓମିକ୍ରନ୍‍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଇ.ଏଲ୍‍.ଏସ୍‍. ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଏହି ସୂଚନା ଦିଆଯାଇଛି । ନୂଆକରି ଚିହ୍ନଟ ହୋଇଥିବା ଓମିକ୍ରନ୍‍ ଆକ୍ରାନ୍ତଙ୍କ ମଧ୍ୟରେ ୫ ଜଣଙ୍କର ଅନ୍ତର୍ଜାତୀୟ ଟ୍ରାଭେଲ୍‍ ହିଷ୍ଟ୍ରି ଥିବାବେଳେ

ଆକ୍ରାନ୍ତ ବ୍ୟକ୍ତିଙ୍କ ଗୃହ ସଙ୍ଗରୋଧ ସଂକ୍ରାନ୍ତ ନିୟମାବଳିରେ ସଂଶୋଧନ – କୌଣସି ଲକ୍ଷଣ ନ ଥିଲେ ସେମାନେ ଘରେ…

ଦେଶରେ କୋଭିଡ୍‍ ନାଇଣ୍ଟିନ୍‍ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆକ୍ରାନ୍ତ ବ୍ୟକ୍ତିଙ୍କ ଗୃହ ସଙ୍ଗରୋଧ ସଂକ୍ରାନ୍ତ ନିୟମାବଳିରେ ସଂଶୋଧନ କରିଛନ୍ତି । ଅଧିକାଂଶ ଆକ୍ରାନ୍ତଙ୍କର କୌଣସି ଲକ୍ଷଣ ନ ଥିଲେ ସେମାନେ ଘରେ ରହିପାରିବେ । ୬୦

କୋର୍ବେଭାକ୍ସ ଓ କୋଭାଭାକ୍ସ ଟିକା ଏବଂ ଆଣ୍ଟିଭାଇରାଲ୍‍ ମୋଲ୍‍ନୁପିରାଭିର୍‍ ବଟିକାକୁ ଜରୁରୀକାଳିନ ସ୍ଥିତିରେ…

ଜରୁରୀକାଳିନ ସ୍ଥିତିରେ ନିୟନ୍ତ୍ରିତ ବ୍ୟବହାର ପାଇଁ ଆଉ ଦୁଇଟି ଟିକାକୁଅନୁମତି ଦେଲେ କେନ୍ଦ୍ର ସରକାର କୋର୍ବେଭାକ୍ସ ଓ କୋଭାଭାକ୍ସ ଟିକା ଏବଂ ଆଣ୍ଟିଭାଇରାଲ୍‍ ମୋଲ୍‍ନୁପିରାଭିର୍‍ ବଟିକାକୁ ଜରୁରୀକାଳିନ ସ୍ଥିତିରେ ନିୟନ୍ତ୍ରିତ ବ୍ୟବହାର ପାଇଁ କେନ୍ଦ୍ରୀୟ ଔଷଧ ମାନକ