Browsing Category

ଦେଶ-ବିଦେଶ

ବାୟୁସେନାର ଇଷ୍ଟର୍ଣ୍ଣ ଏୟାର କମାଣ୍ଡ ର କମାଣ୍ଡିଂ ଅଫିସର ଭାବେ ନିଯୁକ୍ତି ପାଇଛନ୍ତି ଓଡ଼ିଆ ଏୟାର ମାର୍ଶାଲ ଦିଲ୍ଲୀପ…

ବାୟୁସେନାର ଇଷ୍ଟର୍ଣ୍ଣ ଏୟାର କମାଣ୍ଡ ର କମାଣ୍ଡିଂ ଅଫିସର ଭାବେ ନିଯୁକ୍ତି ପାଇଛନ୍ତି ଓଡ଼ିଆ ଏୟାର ମାର୍ଶାଲ ଦିଲ୍ଲୀପ କୁମାର ପଟ୍ଟନାୟକ । ୧୯୯୯ ମସିହା କାରଗିଲ ଯୁଦ୍ଧ ସମୟରେ ବୀରତ୍ୱ ପ୍ରଦର୍ଶନ କରିଥିବା ଏହି ଓଡ଼ିଆ ଅଧିକାରୀ ବାୟୁସେନା ମେଡାଲ୍‍, ଅତିବିଶିଷ୍ଟ ସେବା ମେଡାଲ୍‍

ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍‍ର ସଦସ୍ୟ…

ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍‍ର ସଦସ୍ୟ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା । ହକିରୁ ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେବା ବିଷୟ ‘ହକି ଇଣ୍ଡିଆ’ ଟ୍ୱ ିଟ୍‌ କରି ସୂଚନା ଦେଇଛି । ୩୧ ବର୍ଷୀୟ ଲାକ୍ରା ଭାରତ ପାଇଁ ୨୦୧ଟି

ପିପିଲି ଉପନିର୍ବାଚନ ପାଇଁ ଆସନ୍ତାକାଲି ମତଦାନ -୨୦୧ଟି ବୁଥ୍‍କୁ ସମ୍ବେଦନଶୀଳ,ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର…

ପିପିଲି ଉପନିର୍ବାଚନ ପାଇଁ ଆସନ୍ତାକାଲି(ଶୁକ୍ରବାର ସେପ୍ଟେମ୍ବର ୩୦ରେ) ମତଦାନ ଅନୁଷ୍ଠିତ ହେବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା

ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍‍ଜିଟ୍‍ ପୋଲ୍‍କୁ ନିଷିଦ୍ଧ…

ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଏକ୍‍ଜିଟ୍‍ ପୋଲ୍‍କୁ ନିଷିଦ୍ଧ କରାଯାଇଛି । କୌଣସି ସମ୍ବାଦପତ୍ର, ଗଣମାଧ୍ୟମ, ନ୍ୟୁଜ୍‍ବ୍ୟୁରୋ, ରେଡିଓ ଏବଂ ଟିଭି ଚ୍ୟାନେଲ୍‍ ଏକ୍‍ଜିଟ୍‍ ପୋଲ୍‍ ପ୍ରକାଶ ଓ ପ୍ରସାର କରିପାରିବେ ନାହିଁ ବୋଲି ରାଜ୍ୟ

ବାଲେଶ୍ୱରର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନମ୍ବର ଲଞ୍ଚ୍‍ ପ୍ୟାଡ୍‍ରୁ ଗତକାଲି ଆକାଶ ପ୍ରାଇମ୍‍ର ସଫଳ…

ବାଲେଶ୍ୱରର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନମ୍ବର ଲଞ୍ଚ୍‍ ପ୍ୟାଡ୍‍ରୁ ଗତକାଲି ଆକାଶ ପ୍ରାଇମ୍‍ର ସଫଳ ପରୀକ୍ଷଣ କରାଯାଇଛି । ଡି.ଆର୍‍.ଡି.ଓ. ଦ୍ୱାରା ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟ ଭେଦ କରିପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ

ଦ୍ୱାଦଶତମ ଜୁନିୟର ପୁରୁଷ ହକି ବିଶ୍ୱକପ୍‍ ଭୁବନେଶ୍ୱରଠାରେ ଆୟୋଜିତ ହେବ

ଦ୍ୱାଦଶତମ ଜୁନିୟର ପୁରୁଷ ହକି ବିଶ୍ୱକପ୍‍ ଭୁବନେଶ୍ୱରଠାରେ ଆୟୋଜିତ ହେବ । ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହକି ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ଦ୍ୱାରା ଏହା ଆୟୋଜିତ ହେବ । ଗତକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଆୟୋଜିତ ଏକ

ଆଇଏଏସ୍‌ ପରୀକ୍ଷାଫଳ ପ୍ରକାଶ- ଓଡ଼ିଶାର ଯୁବନି ମହାପାତ୍ର,ଆଶିଷ କୁମାର ଏବଂ ଶୁଭଙ୍କର ବଳ ୧୦୦ ଜଣଙ୍କ ମଧ୍ୟରେ

ଭାରତୀୟ ପ୍ରଶାସନିକ ସେବା ୨୦୨୦ ପରୀକ୍ଷା ଫଳ ଗତକାଲି ପ୍ରକାଶ ପାଇଛି । ଭାରତୀୟ ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ଶୁଭମ କୁମାର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି ଭୋପାଳର ଜାଗୃତି ଅବସ୍ତି ଦ୍ୱିତୀୟ ଓ ଅଙ୍କିତା ଜୈନ୍‍ ତୃତୀୟ ସ୍ଥାନରେ ରହିଛନ୍ତି ।

ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ମୁହାଁ ବାତ୍ୟା -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ତଥା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି । ଆଜି ସକାଳ ସୁଦ୍ଧା ଏହା

ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ କରୋନାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୫୦ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା…

କରୋନା ମହାମାରୀ ସଂକ୍ରମରେ ପ୍ରାଣ ହରାଇଥିବା ବ୍ୟକ୍ତିବର୍ଗଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏନେଇଗତକାଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ କରୋନାରେ ପ୍ରାଣ

ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଓ ଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋସ…

ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଓ ଗଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‍ ଜଗନ୍‍ମୋହନ ରେଡ୍ଡୀଙ୍କୁ ଏକ