Browsing Category

ଦେଶ-ବିଦେଶ

ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍‍ଙ୍କ ଓଡ଼ିଶାର ମିଶନ୍‌ ଶକ୍ତିକୁ ପ୍ରଶଂସା

ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍‍ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମହିଳା ସଶକ୍ତିକରଣ ସମ୍ପର୍କୀତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହିଳାଙ୍କ ବୈଷୟିକ ଶିକ୍ଷା ଉପରେ ରାଜ୍ୟ

ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆ ଭାଷାରେ ଛାତ୍ରଛାତ୍ରୀମାନଙ୍କୁ ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ

ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆ ଭାଷାରେ ଛାତ୍ରଛାତ୍ରୀମାନଙ୍କୁ ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ କରାଯିବ । ଏନେଇ ଏ.ଆଇ.ସି.ଟି.ଇ. ପକ୍ଷରୁ ସୂଚନା ଦିଆଯାଇଛି । ଏଥିଲାଗି ଓଡ଼ିଆ ଭାଷା ଓ ଗବେଷଣା ସଂସ୍ଥାର ତତ୍ତ୍ୱାବଧାନରେ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯିବ । ତେବେ

ସି.ବି.ଏସ୍‍.ଇ. ଦଶମ ଓ ଦ୍ୱାଦଶ ଶ୍ରେଣୀର ପ୍ରଥମ ସେମିଷ୍ଟାର ପରୀକ୍ଷା ଆସନ୍ତା ନଭେମ୍ବରରେ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ - ସି.ବି.ଏସ୍‍.ଇ. ଦଶମ ଓ ଦ୍ୱାଦଶ ଶ୍ରେଣୀର ପ୍ରଥମ ସେମିଷ୍ଟାର ପରୀକ୍ଷା ଆସନ୍ତା ନଭେମ୍ବରରେ ହେବା ନେଇ ବୋର୍ଡ଼ ପକ୍ଷରୁ ଘୋଷଣା କରାଯାଇଛି । ଏହି ପରୀକ୍ଷାରେ ପ୍ରତ୍ୟେକ ବିଷୟ ପାଇଁ ସମୟ ଅବଧି ୯୦ ମିନିଟ୍‍ ରହିବ । ଅତି ସଂକ୍ଷିପ୍ତମୂଳକ ପ୍ରଶ୍ନ

ପଞ୍ଜିକୃତ ଶ୍ରମିକମାନେ ଦୁର୍ଘଟଣା କ୍ଷେତ୍ରରେ ୨ ଲକ୍ଷ ଟଙ୍କାର ଜୀବନ ବୀମା ଏବଂ ୧ ଲକ୍ଷ ଟଙ୍କାର ସ୍ଥାୟୀ ଅକ୍ଷମତା ବୀମା…

ଅଣସଙ୍ଗଠିତ କ୍ଷେତ୍ରର ଶ୍ରମିକମାନଙ୍କର ଲାଗି କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୬ ତାରିଖରୁ ଆରମ୍ଭ କରାଯାଇଥିବା ଇ-ଶ୍ରମ ପୋର୍ଟାଲ୍‍ରେ ପଞ୍ଜୀକରଣରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି । ସର୍ବାଧିକ ପଞ୍ଜୀକରଣ ହୋଇଥିବା ଶ୍ରେଷ୍ଠ ୧୬ଟି ରାଜ୍ୟ ମଧ୍ୟରୁ ବିହାର

ଦେଶର ଦକ୍ଷ ପ୍ରଶିକ୍ଷକମାନଙ୍କୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦେଶର ଦକ୍ଷ ପ୍ରଶିକ୍ଷକମାନଙ୍କୁ କୌଶଳାଚାର୍ଯ୍ୟ ପୁରସ୍କାର-୨୦୨୧ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦାନ କରିଛନ୍ତି । ଏହି ପୁରସ୍କାର ପାଇଥିବା ୩୬ ଜଣଙ୍କ ମଧ୍ୟରେ ୪ ଜଣ ଓଡ଼ିଆ ଅଛନ୍ତି । ସେମାନେ ହେଲେ - ଚନ୍ଦ୍ରାବଳୀ ଖଟୁଆ, ଅଜୟ କୁମାର

ମହାନଦୀରେ ବନ୍ୟା ଆଶଙ୍କା ନାହିଁ

ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଶୁକ୍ରବାରରେ ଅପରାହ୍ଣରେ ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା କହିଛନ୍ତି । ଉପର ମୁଣ୍ଡରେ ବର୍ଷା କମିଥିବାରୁ ହୀରାକୁଦକୁ ଜଳ ପ୍ରବେଶ ମଧ୍ୟ ହ୍ରାସ ପାଇଛି । ତେଣୁ ମହାନଦୀ ଅବବାହିକାରେ ବିଶେଷ ସମସ୍ୟା ସୃଷ୍ଟି ହେବ ନାହିଁ । ସେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ୭୧ତମ ଜନ୍ମଦିବସ ପାଳିତ

ଗୁଜୁରାଟର ମୁଖ୍ୟମନ୍ତ୍ରୀ ଓ ପରେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦୀର୍ଘ ୨୦ ବର୍ଷ ଧରି ସୁଶାସନ ପ୍ରଦାନ କରି ଆସିଥିବାରୁ ଆଜିର ଦିନକୁ ‘ସେବା ଓ ସମର୍ପଣ’ ଦିବସ ଭାବେ ମଧ୍ୟ ପାଳନ କରାଯାଉଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଏମ୍‍. ଭେଙ୍କେୟା ନାଇଡୁ ପ୍ରଧାନମନ୍ତ୍ରୀଙ୍କ

ଲଗାଣବର୍ଷା ଯୋଗୁଁ ୧୩ ନଦୀର ଜଳସ୍ତର ବଢ଼ୁଛି

ଲଗାଣବର୍ଷା ଯୋଗୁଁ ୧୩ ନଦୀର ଜଳସ୍ତର ବଢ଼ୁଛି । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢ଼ାବଳଙ୍ଗ, ବଂଶଧାରା ଓ ଋଷୀକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳଭଣ୍ଡାରର

ବିଭିନ୍ନ କାରାଗାରରେ ଥିବା କଏଦୀମାନେ ତାଙ୍କ ନିଜ ଆତ୍ମୀୟଙ୍କ ସହ କଥା ହେବା ସହ ସେମାନଙ୍କ ଭଲମନ୍ଦ ବୁଝିବା ପାଇଁ କଏଦୀ…

କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଚାରାଧୀନ କଏଦୀଙ୍କ ପାଇଁ ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି । ଦେଶର ବିଭିନ୍ନ କାରାଗାରରେ ଥିବା କଏଦୀମାନେ ତାଙ୍କ ନିଜ ଆତ୍ମୀୟଙ୍କ ସହ କଥା ହେବା ସହ ସେମାନଙ୍କ ଭଲମନ୍ଦ ବୁଝିବା ପାଇଁ ଏଭଳି ପ୍ରୟାସ ଆରମ୍ଭ କରାଯାଇଛି । ଏନ୍‌.ପି.ଆଇ.ପି. ଜାତୀୟ

ମହାନଦୀରେ ବ୍ୟାରେଜ ଉପରେ ବ୍ୟାରେଜ କରୁଛି ଛତିଶଗଡ ଓଡ଼ିଶାରେ ମରୁଡି – କେନ୍ଦ୍ର କରୁଥିବା ଟ୍ରିବୁନାଲ ଏବେ କାଠ…

ମହାନଦୀର ଉପରମୁଣ୍ଡରେ ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଗୋଟିଏ ପରେ ଗୋଟିଏ ବ୍ୟାରେଜ୍‍ ନିର୍ମାଣ କରି ଚାଲିଛି । ଏହାକୁ କେନ୍ଦ୍ର କରି ଉପୁଜିଥିବା ବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ୍‍ ମଧ୍ୟ ଏହା ଉପରେ କୌଣସି ପ୍ରତିବନ୍ଧକ ଲଗାଉ ନାହାନ୍ତି । ଅନ୍ୟ ପକ୍ଷରେ ଏ ନେଇ ତିନି ବର୍ଷ ମଧ୍ୟରେ