Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଜାତୀୟ ଖାଇବା ତେଲ ଯୋଜନା-ତାଳତେଲକୁ କାର୍ଯ୍ୟକାରୀ କରବାକୁ ଅନୁମୋଦନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଜାତୀୟ ଖାଇବା ତେଲ ଯୋଜନା-ତାଳତେଲକୁ କାର୍ଯ୍ୟକାରୀ କରବାକୁ ଅନୁମୋଦନ କରାଯାଇଛି । ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ଏବଂ ଆଣ୍ଡାମାନ୍ ନିକୋବର ଦ୍ୱୀପ ସମୂହ ଉପରେ ବିଶେଷ ଗୁରୁତ୍ୱ ଦେଇ ଏହି ଯୋଜନା!-->…
ଜାତିଭିତ୍ତିକ ଜନଗଣନା ସହ ୫୦ ପ୍ରତିଶତରୁ ଊଦ୍ଧ୍ୱ ସଂରକ୍ଷଣ ବ୍ୟବସ୍ଥା ପାଇଁ ଆଇନ୍ ଆଣିବାକୁ ବିଜୁ ଜନତା ଦଳ ବିଜେଡି…
ଜାତିଭିତ୍ତିକ ଜନଗଣନା ସହ ୫୦ ପ୍ରତିଶତରୁ ଊଦ୍ଧ୍ୱ ସଂରକ୍ଷଣ ବ୍ୟବସ୍ଥା ପାଇଁ ଆଇନ୍ ଆଣିବାକୁ ବିଜୁ ଜନତା ଦଳ ବିଜେଡି ପକ୍ଷରୁ ଦାବୀ କରାଯାଇଛି । ଏ ନେଇ ବିଜେଡିର ସାଂସଦମାନେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହଙ୍କୁ ଭେଟି ଆଲୋଚନା କରିଛନ୍ତି । ବିଜେଡି ସାଂସଦମାନଙ୍କ ପକ୍ଷରୁ କୁହାଯାଇଛି!-->…
ଭାରତୀୟ ପୁରୁଷ ହକି ଦଳରେ ଭାଗ ନେଇ ବ୍ରୋଞ୍ଜ୍ ପଦକ ହାସଲ କରିଥିବା ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସଙ୍କୁ ଅଢ଼େଇ…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ଠାରେ ହକିରେ ଅଲିମ୍ପିକ୍ସ ବିଜେତାମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭାରତୀୟ ପୁରୁଷ ହକି ଦଳରେ ଭାଗ ନେଇ ବ୍ରୋଞ୍ଜ୍ ପଦକ ହାସଲ କରିଥିବା ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସଙ୍କୁ ଅଢ଼େଇ କୋଟି ଟଙ୍କା ଲେଖାଏଁ!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭିଡିଓ କନଫରେନସିଂ ମାଧ୍ୟମରେ ବ୍ୟକ୍ତି ଏବଂ ଅଭିପ୍ରାୟ କୈନ୍ଦ୍ରିକ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭିଡିଓ କନଫରେନସିଂ ମାଧ୍ୟମରେ ବ୍ୟକ୍ତି ଏବଂ ଅଭିପ୍ରାୟ କୈନ୍ଦ୍ରିକ ଡିଜିଟାଲ ଦେୟ ବ୍ୟବସ୍ଥା ଇ-ରୁପିର ଶୁଭାରମ୍ଭ କରିବେ । ଇ-ରୁପି ହେଉଛି ଡିଜିଟାଲ ଦେୟ ପାଇଁ ଏକ ନଗଦ ବିହୀନ ଏବଂ ସମ୍ପର୍କ ବିହୀନ ଉପକରଣ । ଏହା ହେଉଛି ଏକ ଭିତ୍ତିକ!-->…
ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଥିବା ଏକ ମାଛ ଫାର୍ମରେ ବିଦ୍ୟୁତ୍ ଦୁର୍ଘଟଣାରେ ଓଡ଼ିଶାର ୬ ଜଣ ଶ୍ରମିକ ପ୍ରାଣ…
ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଥିବା ଏକ ମାଛ ଫାର୍ମରେ ବିଦ୍ୟୁତ୍ ଦୁର୍ଘଟଣାରେ ଓଡ଼ିଶାର ୬ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ରାୟଗଡ଼ା ଜିଲ୍ଲା ଗୁଣୁପୁର ବ୍ଲକ୍ର ହୋଇଥିବାବେଳେ ଜଣେ ଗଜପତି ଜିଲ୍ଲାର ବୋଲି ଜଣାପଡ଼ିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->…
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ – ସି.ବି.ଏସ୍.ଇ.ର ଦ୍ୱାଦଶ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ - ସି.ବି.ଏସ୍.ଇ.ର ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷର ପାସ୍ ହାର ରହିଛି ୯୯ ଦଶମିକ ୩/୭ ପ୍ରତିଶତ । ଚଳିତ ବଷର୍ଶ ଛାତ୍ରମାନଙ୍କଠାରୁ ଛାତ୍ରୀମାନେ ଆଗରେ ରହିଛନ୍ତି । କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ!-->…
CISCE ଦ୍ୱାରା ପରିଚାଳିତ ICSE ଦଶମ ଏବଂ ICSC ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି
ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ results.cisce.org ୱେବ୍ସାଇଟ୍ରେ ନିଜ ନିଜର ପରୀକ୍ଷା ଫଳାଫଳ ଦେଖିପାରିବେ । କରୋନା ସଂକ୍ରମଣ ପାଇଁ ଚଳିତ ବର୍ଷ ପରୀକ୍ଷା ହୋଇ ନ ଥିବା ବେଳେ ଉଭୟ ଶ୍ରେଣୀରେ ପାସ୍ ହାର ୯୯ ପ୍ରତିଶତରୁ ଅଧିକ ରହିଛି । ରାଜ୍ୟରେ ୧୦ମ!-->…
ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ କୋଭିଡ୍ କଟକଣା ମଧ୍ୟରେ ନୀଟ୍ ୟୁ.ଜି. ପରୀକ୍ଷା ହେବ
ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ କୋଭିଡ୍ କଟକଣା ମଧ୍ୟରେ ନୀଟ୍ ୟୁ.ଜି. ପରୀକ୍ଷା ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏଥିପାଇଁ ଆସନ୍ତାକାଲିଠାରୁ ପରୀକ୍ଷାର୍ଥୀଙ୍କ ପାଇଁ ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ!-->…
କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ
କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ତାଙ୍କୁ ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଔଦ୍ୟୋଗିକ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି । ସେହିଭଳି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଥିବା ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ,!-->…
ଆସନ୍ତା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା ପ୍ରବାସୀ ଶ୍ରମିକଙ୍କ ସକାଶେ ‘ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ଼’
ଆସନ୍ତା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା ପ୍ରବାସୀ ଶ୍ରମିକଙ୍କ ସକାଶେ ‘ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ଼’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମ୍କୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଅଶୋକ ଭୂଷଣ ଓ ଜଷ୍ଟିସ୍ ଏମ୍.ଆର୍.!-->!-->!-->!-->!-->…