Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଓଡ଼ିଶାର ୬ଜଣ ବିଶିଷ୍ଟ ବ୍ୟକ୍ତି ପଦ୍ମ ପୁରସ୍କାର ପାଇବା ପାଇଁ ମନୋନୀତ
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି । ଦେଶରେ ମୋଟ୍ ୧୧୯ ଜଣଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବାକୁ ଥିବା ବେଳେ ଓଡ଼ିଶାର ୬ଜଣ ବିଶିଷ୍ଟ ବ୍ୟକ୍ତି ପଦ୍ମ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି ।
ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ‘ପ୍ରଧାନମନ୍ତ୍ରୀ ଜାତୀୟ ବାଲ ପୁରସ୍କାର’…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ‘ପ୍ରଧାନମନ୍ତ୍ରୀ ଜାତୀୟ ବାଲ ପୁରସ୍କାର’ ପ୍ରାପ୍ତ ଶିଶୁମାନଙ୍କ ସହ ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କୋଭିଡ୍ ଭଳି କଠିନ ସମୟରେ ଏହି ଶିଶୁମାନେ ଅସାଧାରଣ ପ୍ରତିଭା ପ୍ରଦର୍ଶନ କରିଛନ୍ତି । ସେ…
କୋଭିଡ୍ ଟିକା କରଣ ପାଇଁ ଉନ୍ମୋଚନ କରାଯିବ ପୋଷ୍ଟର
ଟିକାକରଣକୁ ନେଇ କେତେକ ଗୋଷ୍ଠୀଙ୍କ ମଧ୍ୟରେ ଉପୁଜିଥିବା ଦ୍ୱିଧାକୁ ଦୂର କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଆଇ.ଇ.ସି. ପୋଷ୍ଟର ଗୁଡ଼ିକୁ ଉନ୍ମୋଚନ କରିଛନ୍ତି । ଅସତ୍ୟ ଓ ଅପପ୍ରଚାରର ଏହି ସ୍ୱାର୍ଥନ୍ୱେଷୀ ଅଭିଯାନକୁ ପ୍ରତିହତ କରିବା ପାଇଁ…
ଜେଇଇ ମେନ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ଲାଗି ଦ୍ୱାଦଶ ଶ୍ରେଣୀରେ ୭୫ପ୍ରତିଶତରୁ ଅଧିକ ନମ୍ବର କୋହଳ କରାଯାଇଛି
ଏନ୍.ଆଇ.ଟି. ଆଇ.ଆଇ.ଟି., ଏସ୍.ପି.ଏ. ଏବଂ ଅନ୍ୟ ସି.ଏଫ୍.ଟି.ଆଇ. ଗୁଡ଼ିକରେ ନାମ ଲେଖା ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ଲାଗି ଦ୍ୱାଦଶ ଶ୍ରେଣୀରେ ୭୫ପ୍ରତିଶତରୁ ଅଧିକ ନମ୍ବର ରଖିବାର ଯୋଗ୍ୟତା ମାନଦଣ୍ଡକୁ ପରବର୍ତ୍ତୀ ୨୦୨୧-୨୦୨୨ ଶିକ୍ଷା ବର୍ଷ…
୨୦୧୯-୨୦ ଆର୍ଥିକ ବର୍ଷପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ସମସ୍ତ ମନ୍ତ୍ରୀ ସେମାନଙ୍କର ସମ୍ପତ୍ତି…
୨୦୧୯-୨୦ ଆର୍ଥିକ ବର୍ଷପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ସମସ୍ତ ମନ୍ତ୍ରୀ ସେମାନଙ୍କର ସମ୍ପତ୍ତି ତାଲିକା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତିର ମୂଲ୍ୟ ମିଶି ପ୍ରାୟ ୬୪ କୋଟି ୯୮ ଲକ୍ଷ ୧୯ ହଜାର ୭୬୪ ଟଙ୍କା । ସି.ଏମ୍.ଓ. ୱେବ୍ ସାଇଟ୍ରେ…
ସାରା ରାଜ୍ୟରେ ପ୍ରଚଣ୍ଡ ଶୀତଲହରୀ -୩୧ ତାରିଖ ପରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ
ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି ।
୭ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ଥିବାବେଳେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୫ଦଶମିକ୍ ୫ ଡିଗ୍ରୀ ରେକର୍ଡ କରାଯାଇଛି ।
ଅନୁଗୁଳ, ବାରିପଦା, ଝାରସୁଗୁଡ଼ା, ଭବାନୀପାଟଣା, କୋରାପୁଟ, ଦାରିଙ୍ଗବାଡ଼ି ଆଦି ସ୍ଥାନରେ ତାପମାତ୍ରା ୧୦…
ଆଜିଠାରୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଶୀତ ଲହରୀ ଅନୁଭୂତ
ରାଜ୍ୟରେ ତାପମାତ୍ରାରେ ପରିବର୍ତ୍ତନ ଘଟି ଦିନକୁଦିନ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜିଠାରୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଶୀତ ଲହରୀ ଅନୁଭୂତ ହେବାର…
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ଆଖାଡାଶାଳୀ ଗ୍ରାମଠାରେ ନିର୍ମିତ ହେବାକୁ ଥିବା ନଦୀଭିତ୍ତିକ…
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ଆଖାଡାଶାଳୀ ଗ୍ରାମଠାରେ ନିର୍ମିତ ହେବାକୁ ଥିବା ନଦୀଭିତ୍ତିକ ବନ୍ଦରାଞ୍ଚଳକୁ ରାଜ୍ୟ
ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସିତ୍…
ପଶ୍ଚିମବଙ୍ଗର ଅଶୋକନଗରଠାରେ ଓଏନଜିସିର ଅଷ୍ଟମ ଉତ୍ପାଦନ ବେସିନ୍କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ
ଦୀର୍ଘ ୭୦ ବର୍ଷର ଅପେକ୍ଷା ପରେ ତୈଳ ଓ ଗ୍ୟାସ ଅନ୍ୱେଷଣ ଏବଂ ଉତ୍ତୋଳନ ରାଷ୍ଟ୍ରାୟତ କମ୍ପାନୀ ଓଏନଜିସି ଦେଶ ପାଇଁ ବଡ଼ ସଫଳତା ଆଣିଛି ବୋଲି ଆଜି ପଶ୍ଚିମବଙ୍ଗର ଅଶୋକନଗରଠାରେ ଓଏନଜିସିର ଅଷ୍ଟମ ଉତ୍ପାଦନ ବେସିନ୍କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ କେନ୍ଦ୍ର ପ୍ରାକୃତିକ…
ଜେଇଇ ମେନ୍ର ପ୍ରଥମ ପର୍ଯ୍ୟାୟ ଆସନ୍ତା ଫେବୃୟାରୀ ୨୩ରୁ ୨୬ ତାରିଖ ଯାଏଁ ଅନୁଷ୍ଠିତ ହେବ
ଜେଇଇ ମେନ୍ ପରୀକ୍ଷା ଯୁଗ୍ମ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ର ପ୍ରଥମ ପର୍ଯ୍ୟାୟ ଆସନ୍ତା ଫେବୃୟାରୀ ୨୩ରୁ ୨୬ ତାରିଖ ଯାଏଁ ଅନୁଷ୍ଠିତ ହେବ । କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ୨୦୨୧ ଶିକ୍ଷାବର୍ଷ ନିମନ୍ତେ ଫେବୃୟାରୀ,…