Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ରାଜ୍ୟରେ ଶୀତଲହରୀ ଜାରି – କେନ୍ଦ୍ରିୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଆସନ୍ତା ୨୯ତାରିଖ ବେଳକୁ ଆଉ ଏକ ଲଘୁଚାପ…
କେନ୍ଦ୍ରିୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଆସନ୍ତା ୨୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନିଭାର ଭୀଷଣ ବାତ୍ୟାରେ ପରିଣତ ହୋଇଛି ।…
ଦେଶରେ କୋଭିଡ୍ ଆରୋଗ୍ୟ ହାର ୯୩.୦୫ ପ୍ରତିଶତ
ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ଉପରେ ରହିଥିଲା । ଆଜି ୯୦୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭ ହଜାର ୯୦୬କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ…
ରାଜ୍ୟର କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ବଲପୁର ମହାନଗର ନିଗମରେ ୪ଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା ହେବ
ଭୁବନେଶ୍ୱର - #odisha ରାଜ୍ୟର କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ବଲପୁର ମହାନଗର ନିଗମରେ ୪ଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା କରାଯିବ । ଓଡ଼ିଶା ହାଇକୋର୍ଟଙ୍କ ସୁପାରିଶ ଏବଂ ପରାମର୍ଶ କ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ
ଏହି ୪ଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି…
ୟୁ.ଜି.ସି ପକ୍ଷରୁ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ମାର୍ଗଦର୍ଶିକା ଜାରି
ୟୁ.ଜି.ସି. - କେନ୍ଦ୍ର ଶିକ୍ଷାମନ୍ତ୍ରୀ ବିଭିନ୍ନ ରାଜ୍ୟରେ ସ୍କୁଲ ଖୋଲିବା ପ୍ରକ୍ରିୟା ଆରମ୍ଭ ହେବା ପରେ ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ - ୟୁ.ଜି.ସି ପକ୍ଷରୁ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। କେନ୍ଦ୍ର କିଂବା ରାଜ୍ୟ ସରକାରଙ୍କ ଦ୍ୱାରା…
ମ୍ୟାଟ୍ରିକ୍ ପରୀକ୍ଷା ଫର୍ମ ଫିଲ୍ଅପ୍ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ନିର୍ଦେଶ
ମ୍ୟାଟ୍ରିକ ପରୀକ୍ଷା ଫର୍ମ ଫିଲ୍ଅପ୍ ଆସନ୍ତା ମ୍ୟାଟ୍ରିକ୍ ପରୀକ୍ଷା ଫର୍ମ ଫିଲ୍ଅପ୍ ବିଜ୍ଞପ୍ତି ପ୍ରତ୍ୟାହାର କରିବାକୁ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ)…
ସତୀଶଧାବନ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ପକ୍ଷରୁ ପର୍ଯ୍ୟବେକ୍ଷଣ ଉପଗ୍ରହ ଇ.ଓ.ଏସ.-୧କୁ ସଫଳତାର ସହ ଉତ୍କ୍ଷେପଣ
ଆନ୍ଧ୍ରପ୍ରଦେଶ ଶ୍ରୀହରି କୋଟା ସ୍ଥିତ ସତୀଶଧାବନ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ପକ୍ଷରୁ ପର୍ଯ୍ୟବେକ୍ଷଣ ଉପଗ୍ରହ ଇ.ଓ.ଏସ.-୧କୁ ସଫଳତାର ସହ ଉତ୍କ୍ଷେପଣ କରାଯାଇଛି । ଏଥିସହ ୯ଟି ଉପଗ୍ରହ ମଧ୍ୟ ଉତ୍କ୍ଷେପଣ କରାଯାଇଛି । ଆଜି ଅପରାହ୍ନ ୩ଟା ୧୧ମିନିଟ୍ରେ ଏହା କରାଯାଇଥିଲା ।…
ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ହେବ ଜାତୀୟ ମେଧାବୃତ୍ତି ପରୀକ୍ଷା
ଜାତୀୟ ମେଧାବୃତ୍ତି ପରୀକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ଜାତୀୟ ମେଧାବୃତ୍ତି ପରୀକ୍ଷା (ଏନ୍ଆର୍ଟିଏସ୍) ୨୦୨୦ ଚଳିତବର୍ଷ ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ହେବ।
ଏହି ପରୀକ୍ଷା ପାଇଁ ଅନ୍ଲାଇନ୍ ଆବେଦନ ଆସନ୍ତା ୫ ତାରିଖରୁ ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ…
ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
ଭୁବନେଶ୍ୱର - ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି ।
ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା,…
ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଠାରୁ ଆରମ୍ଭ
ନୂଆଦିଲ୍ଲୀ - ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆସନ୍ତାକାଲି ସୋମବାର ଠାରୁ ଆରମ୍ଭ ହେବ । କୋ ଭିଡ ନାଇଣ୍ଟିନ ମହାମାରୀକୁ ଦୃଷ୍ଟିରେ ରଖି ସକାଳ ୯ଟାରୁ ଅପରାହ୍ନ ଗୋଟାଏ ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହିଭଳି ଦୁଇଟି ସିଫ୍ଟରେ ଏହି ଅଧିବେଶନ ବସିବ । ତେବେ ପ୍ରଥମ ଦିନ ବ୍ୟତୀତ…
ଜେଇଇ ମେନ୍ ପ୍ରବେଶିକା- ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ
ନୂଆଦିଲ୍ଲୀ - ଜେଇଇ ମେନ୍ ପ୍ରବେଶିକା ପରୀକ୍ଷାର ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ । ସୋମବାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍ ଏବଂ ଜେଇଇ ମେନ୍ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ କରାଯାଇ…