Browsing Category

ଖବର

ଶୁକ୍ରବାର  , ମୀନ୨ ଦିନ ଚୈତ୍ର ୧୫ ଦିନ

ଦିନ- ଶୁକ୍ରବାର  , ମୀନ୨ ଦିନ ଚୈତ୍ର ୧୫ ଦିନ ତାରିଖ- (ଦିନାଙ୍କ)- ମାର୍ଚ୍ଚ ୧୬,୨୦୧୮     ବିକ୍ରମ ସମ୍ବତ         -୨୦୭୪ ଶକ ସମ୍ବତ-୧୯୩୯ ସୂର୍ଯ୍ୟୋଦୟ- ୦୫-୫୮-୦୨    ସୂର୍ଯ୍ୟାସ୍ତ-୫-୫୨-୪୨                               ତିଥି-  କୃଷ୍ଣ ଚତୁର୍ଦ୍ଦଶୀ ସନ୍ଧ୍ୟା ୬-୦୮…

ଟେକ୍ନୋ ଏବଂ ଭୋଡାଫୋନ୍‌ ମଧ୍ୟରେ ଚୁକ୍ତି

ନୂଆଦିଲ୍ଲୀ:ପ୍ରିମିୟମ୍‌ ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଟ୍ରାନ୍ସିସନ୍‌ ଇଣ୍ଡିଆର ବ୍ରାଣ୍ଡ୍‌ ଟେକ୍ନୋ ପକ୍ଷରୁ ଭାରତର ଅନ୍ୟତମ ଅଗ୍ରଣୀ ଟେଲି ଯୋଗାଯୋଗ ସେବା ପ୍ରଦାନକାରୀ କମ୍ପାନୀ ଭୋଡାଫୋନ୍‌ ସହିତ ଚୁକ୍ତି ସ୍ୱାକ୍ଷର ହୋଇଛି। ଏହା ଦ୍ୱାରା ଟୋକ୍ନୋର କ୍ୟାମନ୍‌-ଆଇ ସିରିଜ୍‌ ୪-ଜି…

ହିରୋ ମୋଟୋକର୍ପ ପକ୍ଷରୁ ନୂଆ ପାସନ୍ ପ୍ରୋ ଏବଂ ପାସନ୍ ଏକ୍ସପ୍ରୋର ବଜାର ପ୍ରବେଶ

ନୂଆଦିଲ୍ଲୀ-ହିରୋ ମୋଟୋ କର୍ପ ଲିଃ. ପକ୍ଷରୁ ନୂଆ ସୁପର ସ୍ପ୍ଲେଣ୍ଡରର ବଜାର ପ୍ରବେଶ ପରେ ଏବେ ନୂଆ  ପାସନ ପ୍ରୋ ଓ ପାସନ୍‌ ଏକ୍ସ ପ୍ରୋ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି ସମ୍ପ୍ରତି କମ୍ପାନୀର ମାର୍କେଟ ଶେୟାର 50 ପ୍ରତିଶତ ଥିବାବେଳେ ଏହି ଦୁଇ ଯାନର ବଜାର ପ୍ରବେଶ ଦ୍ୱାରା…

ଜନ-ଔଷଧି ପରିଯୋଜନାରେ ୧୦୦ ପ୍ରତିଶତ ଅକ୍ସୋ-ବାୟୋଡିଗ୍ରେଡେବୁଲ ସାନିଟାରୀ ନାପକିନ ସୁବିଧାର ଶୁଭାରମ୍ଭ

ନୂଆଦିଲ୍ଲୀ:କେନ୍ଦ୍ରୀୟ ରସାୟନ ଓ ଉର୍ବରକ ଏବଂ ସଂସଦୀୟ ମନ୍ତ୍ରୀ ଶ୍ରୀ ଅନନ୍ତ କୁମାର ଆଜି ଏଠାରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ-ଔଷଧି ପରିଯୋଜନା (PMBJP) ଅନ୍ତର୍ଗତ ଶତକଡା ୧୦୦ ପ୍ରତିଶତ ଅକ୍ସୋ-ବାୟୋଡିଗ୍ରେଡେବୁଲ ସାନିଟାରୀ ନାପକିନ ସୁବିଧା ଶୁଭାରମ୍ଭର ଘୋଷଣା କରିଛନ୍ତି । ଏହି ସୁଲଭ…

ମହିଳାମାନଙ୍କ ପାଇଁ ଶୁଭାରମ୍ଭ ହେଲା ଉଦ୍ୟମ ଶକ୍ତି ପୋର୍ଟାଲ

ନୂଆଦିଲ୍ଲୀ:ଆନ୍ତର୍ଜାତିକ ମହିଳା ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ମହିଳା ଉଦ୍ୟୋଗୀମାନଙ୍କ ସକାଶେ ଏକ ପୋର୍ଟାଲ୍‌ (www.udyamsakhi.org)ର ଶୁଭାରମ୍ଭ କରାଯାଇଛି । ଏମଏସଏମଇ (ସ୍ୱାଧୀନ ଦାୟିତ୍ୱ) ରାଷ୍ଟ୍ରମନ୍ତ୍ରୀ ଗିରିରାଜ…

10,000 ବୈଦ୍ୟୁତିକ କାର କ୍ରୟ କରିବା ପାଇଁ ଟେଣ୍ଡର ଆହ୍ୱାନ କରିବ ଇଇଏସଏଲ

ନୂଆଦିଲ୍ଲୀ: କେନ୍ଦ୍ର ଶକ୍ତି ଓ ନୂତନ ଏବଂ ଅକ୍ଷୟ ଉର୍ଜା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଶ୍ରୀ ଆର କେ ସିଂ ଆଜି ଜାତୀୟ ଇ-ମୋବିଲିଟି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସମଗ୍ର ଇ-ମୋବିଲିଟି ପରିସ୍ଥାନକୁ ପ୍ରୋତ୍ସାହନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ । ଏଥିରେ ସାମିଲ…

ରାଷ୍ଟ୍ରପତିଙ୍କୁ ଭେଟିଲେ କୋରିଆ ସଂସଦୀୟ ପ୍ରତିନିଧିମଣ୍ଡଳ

ନୂଆଦିଲ୍ଲୀ: ଭାରତ ଗସ୍ତରେ ଆସିଥିବା କୋରିଆ ସାଧାରଣତନ୍ତ୍ରର ଏକ ପ୍ରତିନିଧିମଣ୍ଡଳ ଆଜି (ମାର୍ଚ୍ଚ 08, 2018) ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ଶ୍ରୀ ରାମ ନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇଥିଲେ କୋରିଆ ଜାତୀୟ ସଂସଦର ବାଚସ୍ପତି ଶ୍ରୀ…

ସୋମବାରରେ ବାରଣାସୀଠାରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରୋଂଙ୍କୁ ସ୍ଵାଗତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସକାଳେ ବାରଣାସୀଠାରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରୋଂଙ୍କୁ ସ୍ଵାଗତ କରିବେ । ଉଭୟ ନେତା ଏହାପରେ ମିର୍ଜାପୁର ଅଭିମୁଖେ ଯାତ୍ରା କରିବେ । ବାରଣାସୀ ଫେରିବା ପୂର୍ବରୁ ସେଠାରେ ସେମାନେ ଏକ ସୌରଶକ୍ତି କେନ୍ଦ୍ର ଉଦ୍ଘାଟନ କରିବେ ।…

ଦିଲ୍ଲୀରେ ସୌର ମେଣ୍ଟର ପ୍ରତିଷ୍ଠା ସମ୍ମିଳନୀ , ୬୧ଟି ଦେଶଙ୍କର ଅଂଶ ଗ୍ରହଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଅଭିଭାଷଣ ମୁଁ ଦିଲ୍ଲୀରେ ଅନ୍ତର୍ଜାତୀୟ ସୌର ମେଣ୍ଟର ପ୍ରତିଷ୍ଠା ସମ୍ମିଳନୀରେ ଆପଣମାନଙ୍କୁ ସମସ୍ତଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ଆଜି ଏହି ଐତିହାସିକ ଦିବସର ମଞ୍ଜି ନଭେମ୍ବର 2015ରେ ପ୍ୟାରିସରେ 21ତମ କନଫରେନ୍ସ ଅଫ ପାର୍ଟିଜ ସମୟରେ…

ଏଥର ହେବ ପ୍ରବଳ ଗରମ: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ

ନୂଆଦିଲ୍ଲୀ :  ଚଳିତ ବର୍ଷ ଭାରତରେ ପ୍ରବଳ ଗରମ ହେବ ବୋଲି ଭାରତୀୟ ପାଣି ପାଗ ବିଭାଗ ପୂର୍ବାନୁମାନ କରିଛି । ମାର୍ଚ୍ଚ ମାସ ଆରମ୍ଭରୁ ଭାରତର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ସାଧାରଣ ତାପମାତ୍ରାଠାରୁ ଅଧିକ ରହିଛି । ଦେଶର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭାରତୀୟ…