Sign in
Sign in
Recover your password.
A password will be e-mailed to you.
Browsing Category
ଖବର
ଚଳିତବର୍ଷ ପ୍ରଥମ କରି ପୁରୀ ଶ୍ରୀଜଗନ୍ନାଥ ଭେଷଜ ମହାବିଦ୍ୟାଳୟରେ ୧୦୦ଟି ଏମ୍ବିବିଏସ୍ ସିଟ୍ ପାଇଁ ନାମ ଲେଖା ହେବ
ଚଳିତ ବର୍ଷ ରାଜ୍ୟର ସମସ୍ତ ସରକାରୀ ଭେଷଜ ମହାବିଦ୍ୟାଳୟ ଏବଂ ଘରୋଇ ଭେଷଜ ମହାବିଦ୍ୟାଳୟର ଏମ୍.ବି.ବି.ଏସ୍. ଓ ବି.ଡି.ଏସ୍. ଆସନରେ ନାମଲେଖା ହେବ । ରାଜ୍ୟର ଭାଗ ୮୫ ୍ରତିଶତ ହାରରେ ୧୪ ଶହ ୬୬ ଆସନରେ ନୀଟ୍ ର୍ୟାଙ୍କ୍ ଛାତ୍ରଛାତ୍ରୀ ନାମ ଲେଖାଇବାକୁ ଥିବାବେଳେ ଜାତୀୟ ସ୍ତରୀୟ!-->!-->!-->…
ଆଗାମୀ ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ ସାମାନ୍ୟ ବର୍ଷାର ସମ୍ଭାବନା
ଆଗାମୀ ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇ କହିଛି, ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳ ସମେତ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ତେବେ!-->!-->!-->…
ରାଜ୍ୟରେ ପୁଣି ଶୀତ ବଢ଼ିବ-କେତେକ ସ୍ଥାନରେ କୁହୁଡି ଓ ଘନକୁହୁଡି ହେବାର ସମ୍ଭାବନା
ରାଜ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୬, ୨୭ ଓ ୨୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ୨୬ ଓ ୨୭ ତାରିଖରେ କେତେକ ସ୍ଥାନରେ କୁହୁଡି ଓ ଘନକୁହୁଡି ହେବାର ସମ୍ଭାବନା ରହିଛି । ଏହି ୩ଦିନ ପାଗ ଶୁଖିଲା ରହିଲେ!-->…
ଆଗାମୀ ୫ଦିନ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବାବେଳେ ଘନକୁହୁଡି ପ୍ରତି ସତର୍କ ରହିବାକୁ ସ୍ୱତନ୍ତ୍ର…
ସମଗ୍ର ରାଜ୍ୟରେ ଏବେ ଶୀତର ଲହରୀ ବୃଦ୍ଧି ପାଇଥିବାରୁ କେତେକ ସ୍ଥାନରେ ଘନକୁହୁଡି ଦୃଶ୍ୟମାନ ହୋଇଛି । ଏହାର ପ୍ରଭାବରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଆଦି ଜିଲ୍ଲାରେ ଘନକୁହୁଡି ପରିଦୃଶ୍ୟ ହେବାରୁ ଭୁବନେଶ୍ୱର ପାଣିପାଗ ବିଭାଗ!-->…
କରୋନା କଟକଣା ମଧ୍ୟରେ ଆଗାମୀ ନିର୍ବାଚନକୁ ସୁଚାରୁରୂପେ ସମ୍ପାଦନ କରିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଷ୍ଟର୍…
କରୋନା କଟକଣା ମଧ୍ୟରେ ଆଗାମୀ ନିର୍ବାଚନକୁ ସୁଚାରୁରୂପେ ସମ୍ପାଦନ କରିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଷ୍ଟର୍ ପ୍ଲାନ୍ ପ୍ରସ୍ତୁତ କରିବାକୁ କୁହାଯାଇଛି । ଆସନ୍ତା ୨୮ ତାରିଖ ସୁଦ୍ଧା ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର୍ଙ୍କୁ ଏ ସଂକ୍ରାନ୍ତ ରିପୋର୍ଟ ଦାଖଲ ପାଇଁ ସମୟ ଧାର୍ଯ୍ୟ ହୋଇଛି!-->…
ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ
ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ । ଏହା ଆଗାମୀ ୨୧ତାରିଖ ପର୍ଯ୍ୟନ୍ତ ଚାଲିବ । ୨୨ତାରିଖରେ ପ୍ରାର୍ଥିପତ୍ର ଗୁଡିକ ଯାଞ୍ଚ ହେବ । ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ପ୍ରାର୍ôଥପତ୍ର ପ୍ରତ୍ୟାହାର କରିପାରିବେ ଏବଂ ୨୫ତାରିଖ!-->…
ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟରେ ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ । ଆସନ୍ତା ଫେବୃୟାରୀ ଶେଷ ସୁଦ୍ଧା ସମସ୍ତ ଜିଲ୍ଲାକୁ ରାଜ୍ୟ ସରକାରଙ୍କ ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ କେନ୍ଦ୍ର!-->…
ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି
ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଗତ ଦୁଇଦିନ ହେବ ପଶ୍ଚିମଓଡ଼ିଶା ଓ ସୀମାନ୍ତବର୍ତ୍ତୀ ଜିଲ୍ଲାରେ ମୂଷଳ ବର୍ଷା ସହିତ କୁଆପଥର ଯୋଗୁଁ ଧନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆସନ୍ତା ୧୫ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି!-->…
ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ-ବାଲେଶ୍ୱର, ଗଞ୍ଜାମ ଜିଲ୍ଲାର ସମସ୍ତ…
ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ।
କେବଳ ପାଳିଆ ସେବାୟତ ଏବଂ କର୍ମଚାରୀଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ମିଳିବ ।
ମନ୍ଦିର ବିଶୋଧନ କାର୍ଯ୍ୟ ପାଇଁ ବନ୍ଦ ରହିଛି ।
ସେହିପରି ଗଞ୍ଜାମ ଜିଲ୍ଲାର ସମସ୍ତ ମନ୍ଦିରରେ!-->!-->!-->!-->!-->!-->!-->…
ରାତି ୯ଟାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ
କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ବୃଦ୍ଧି କରିଛନ୍ତି । ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର - ଏସ୍.ଆର୍.ସି. ପ୍ରଦୀପ ଜେନା କହିଛନ୍ତି, ଏହି ଦୁଇ ତିନି ଦିନ ମଧ୍ୟରେ ଆମ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି । ସେ କହିଛନ୍ତି, ଆମ ଦେଶରେ!-->…