Sign in
Sign in
Recover your password.
A password will be e-mailed to you.
Browsing Category
ଖବର
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।
ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର!-->!-->!-->…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬୩କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍ଫେଡ୍ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ…
କଟକ ଜିଲ୍ଲାରର ଅରିଲୋଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬୩କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍ଫେଡ୍ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନାକୁ ଉଦ୍ଘାଟନ କରିଛନ୍ତି । ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ କରାଯିବ ଏବଂ ଦୈନିକ ୨ଲକ୍ଷ ଲିଟର!-->…
ଆସନ୍ତା ୧୫ ତାରିଖଠାରୁ ରାଜ୍ୟର ସ୍କୁଲଗୁଡ଼ିକରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି
ଆସନ୍ତା ୧୫ ତାରିଖଠାରୁ ରାଜ୍ୟର ସ୍କୁଲଗୁଡ଼ିକରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ସୂଚନା ଦେଇଛନ୍ତି ।
ସୁବର୍ଣ୍ଣପୁର ସର୍କିଟ ହାଉସ୍ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା!-->!-->!-->…
ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ହାସଲ କରିଛି
ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ହାସଲ କରିଛି । ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ, ଜାତୀୟ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଏବଂ ଓକାକ୍ ର ବୈଷୟିକ ସହାୟତା କ୍ରମେ ଏହା କାର୍ଯ୍ୟକାରୀ ହେଉଛି ।
ଜାତୀୟ ଇବିଧାନ ଆପ୍!-->!-->!-->…
ଓଡ଼ିଶାର ପ୍ରଖ୍ୟାତ ପସ୍ତର ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ‘ପଦ୍ମବିଭୂଷଣ’ ସମ୍ମାନ ପ୍ରଦାନ – ଡକ୍ଟର ରଜତ କର,…
ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୦୨୧ ମସିହା ନିମନ୍ତେ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଓଡ଼ିଶାର ପ୍ରଖ୍ୟାତ ପସ୍ତର ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ‘ପଦ୍ମବିଭୂଷଣ’ ସମ୍ମାନ ପ୍ରଦାନ କରିଛନ୍ତି । ସେହିପରି ପ୍ରଖ୍ୟାତ ପ୍ରତ୍ନତତ୍ତ୍ୱବିତ୍!-->…
୧୧ ତାରିଖରେ ନାମଲେଖାପାଇଁ ଚୂଡ଼ାନ୍ତ ତାଲିକା ପ୍ରକାଶ
ଯୁକ୍ତ ଦୁଇ ସ୍ପଟ୍ ନାମଲେଖା ମେଧାତାଲିକା ପ୍ରକାଶ ପାଇଛି । ଆ ଦୁଇ ଦିନ ଧରି ଛାତ୍ରଛାତ୍ରୀମାନେ ନାମ ଲେଖାଇବାପାଇଁ ପଞ୍ଜୀକରଣ କରିପାରିବେ । ୧୧ ତାରିଖରେ ନାମଲେଖାପାଇଁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଆସନ୍ତା ୧୧ ଓ ୧୨ ତାରିଖରେ ନାମଲେଖା ଅନୁଷ୍ଠିତ ହେବ ।
୧୩ ତାରିଖରେ ସବୁ!-->!-->!-->…
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି -ତେବେ ଲଘୁଚାପର ପ୍ରଭାବ ଓଡିଶା ଉପରେ ବିଶେଷ ପଡିବ ନାହିଁ
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୩୬ ଘଂଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ୧୧ ତାରିଖ ତାରିଖ ସୁଦ୍ଧା ଏହା ତାମିଲନାଡ଼ୁ ଉପକୂଳକୁ ଛୁଇଁବ ।
ତେବେ ଲଘୁଚାପର ପ୍ରଭାବ ଓଡିଶା ଉପରେ ବିଶେଷ ପଡିବ ନାହିଁ । ଆଗାମୀ ଦୁଇ ଦିନ!-->!-->!-->…
ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ…
ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ ହ୍ରାସ ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିଥିବାବେଳେ ଉପକୂଳ ଓଡ଼ିଶାରେ ୨ ଡିଗ୍ରୀ ଖସିଛି ।
dense fog
!-->!-->!-->!-->!-->…
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା-ଭୁବନେଶ୍ୱର ଆଞ୍ଚଳିକ…
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍ କରି ସୂଚନା ଦେଇଛି । ଏହା କେଉଁ ଦିଗରେ ଗତି କରିବ ଓ ପ୍ରଭାବ କ’ଣ ରହିବ ତାହା ଜଣାପଡି ନ ଥିଲେ ମଧ୍ୟ ରାଜ୍ୟର କେତେକ ଅଞ୍ଚଳରେ!-->!-->!-->…
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା କରାଯାଇଛି । ଆଜି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ସାମ୍ମାଦିକ ସମ୍ମିଳନୀରେ ଏ ସଂକ୍ରାନ୍ତରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ!-->…