Browsing Category

ଖବର

ସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର,

ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି

ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ । ଏନେଇ ବି.ଏମ୍‍.ସି. ପକ୍ଷରୁ ଗାଇଡ୍‍ଲାଇନ୍‍ ଜାରି କରାଯାଇଛି । ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍‌ ମାଲିକ ଦାୟୀ ହେବେ । ଆଗକୁ ଶୀତ ଋତୁ ଆସୁଥିବାରୁ କୋଭିଡ଼

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ…

ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ୍‌ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଂଟା

ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ

ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ ହୋଇଛି । ବେହେରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗ ମଣ୍ଡପ ଦ୍ୱାର, ଲକ୍ଷ୍ମୀ ମନ୍ଦିର, ଆଦି ନୃସିଂହ ମନ୍ଦିର ଓ ବିମଳା ମନ୍ଦିର ଦ୍ୱାର ସବୁକୁ ରୁପା ଛାଉଣୀ କରାଯାଇଛି । କେବଳ କଳାହାଟ ଦ୍ୱାର ରୁପା ଛାଉଣୀ

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା,

ପିପିଲିରେ କଂଗ୍ରେସ ପ୍ରାର୍ଥୀ ପାଇଲେ ଏତିକି ଭୋଟ୍‌- ଜିତିଲେ ମହାରଥୀ ହାରିଲେ ଆଶ୍ରିତ

କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ୩ ହଜାର ୯୬୮ ଖଣ୍ଡ ଭୋଟ ପାଇ ତାଙ୍କର ଅମାନତ ହରାଇଛନ୍ତି । ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ପିପିଲି ବିଧାନସଭା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ଆଶ୍ରିତ ପଟ୍ଟନାୟକଙ୍କୁ

ନୂତନ ପରୀକ୍ଷା ନୀତି ଅନୁସାରେ ଚଳିତବର୍ଷ ଠାରୁ ଆଭ୍ୟନ୍ତରୀଣ ପରୀକ୍ଷା ସହ ଦୁଇଟି ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ ।

ଓଡ଼ିଶା ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷ ଯୁକ୍ତ ଦୁଇ ପରୀକ୍ଷା ପଦ୍ଧତିରେ ସଂସ୍କାର ଅଣାଯାଇଛି । ନୂତନ ପରୀକ୍ଷା ନୀତି ଅନୁସାରେ ଚଳିତବର୍ଷ ଠାରୁ ଆଭ୍ୟନ୍ତରୀଣ ପରୀକ୍ଷା ସହ ଦୁଇଟି ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ । ଏହାକୁ ରାଜ୍ୟ ସରକାର ମୋହର ମାରିଛନ୍ତି । ପ୍ରଥମ ଓ

ଓଡ଼ିଶା ହାଇକୋର୍ଟରେ ୪ ଜଣ ନୂଆ ବିଚାରପତି ନିଯୁକ୍ତି

ଓଡ଼ିଶା ହାଇକୋର୍ଟରେ ୪ ଜଣ ନୂଆ ବିଚାରପତି ନିଯୁକ୍ତି ନେଇ ସୁପ୍ରିମ୍‍କୋର୍ଟ କଲେଜିୟମ୍‍ ସୁପାରିସ କରିଛି । ଗତକାଲି ସର୍ବୋଚ୍ଚ ନ୍ୟାୟାଳୟଙ୍କ କଲେଜିୟମ୍‍ର ଏକ ସ୍ୱତନ୍ତ୍ର ବୈଠକରେ ଦୁଇ ଜଣ ଆଇନଜୀବୀ ଏବଂ ଦୁଇ ଜଣ ନ୍ୟାୟିକ ଅଧିକାରୀଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେବାକୁ ଉଦ୍ଦିଷ୍ଟ

ପିପିଲି ବିଧାନସଭା ଆସନ ଉପନିର୍ବାଚନ ଲାଗି ୩୪୮ଟି ଭୋଟଗ୍ରହଣ ଶାନ୍ତିଶୃଙ୍ଖଳାର ସହିତ ଶେଷ-୭୫ ପ୍ରତିଶତ ମତଦାନ ହୋଇଥିବା…

ପିପିଲି ବିଧାନସଭା ଆସନ ଉପନିର୍ବାଚନ ଲାଗି ୩୪୮ଟି ଭୋଟଗ୍ରହଣ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି । ସମ୍ପୂର୍ଣ୍ଣ କୋଭିଡ୍‍ ଗାଇଡ୍‍ ଲାଇନ୍‍ ମଧ୍ୟରେ ଆଜି ପୂର୍ବାହ୍ନ ୭ଟାରୁ ଭୋଟ ଗ୍ରହଣ କାର୍ଯ୍ୟ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଇଥିଲା । ଭୋଟରମାନେ ଧାଡିରେ ଯାଇ

ଜାଣନ୍ତୁ ଓଡ଼ିଶାରେ କଅଣ ରହିଛି ଅକ୍ଟୋବର କୋଭିଡ୍‌ ଗାଇଡ୍‌ ଲାଇନ୍‌

ରାଜ୍ୟ ସରକାର ଅକ୍ଟୋବର ମାସ ପାଇଁ ନୂଆ କରୋନା ଗାଇଡ୍‍ ଲାଇନ୍‍ ଜାରି କରିଛନ୍ତି । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୀପାବଳି ଓ ପାର୍ବଣରେ ବାଣ ବିକ୍ରି ଏବଂ ଫୁଟାଇବା ଉପରେ ନିଷେଧାଦେଶ ଲାଗୁ କରାଯାଇଛି । ଦଶହରା ସମୟରେ ବିଭିନ୍ନ ସ୍ଥାନରେ ରାବଣପୋଡ଼ି ଓ ବିସର୍ଜନ ସମୟରେ ଲୋକମାନେ ଆତସବାଜୀ