Browsing Category

ଖବର

ଜେଇଇ ମେନରେ ମଦର୍ସ ପବ୍ଲିକ ସ୍କୁଲର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର: ଜେଇଇ ମେନ ୨୦୨୫ରେ ଉଲ୍ଲେଖନୀୟ ଫଳାଫଳ ହାସଲ କରି ସ୍କୁଲକୁ ଗୌରବାନ୍ୱିତ କରିଛନ୍ତି ଭୁବନେଶ୍ୱରସ୍ଥିତ ମଦର୍ସ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ । ଶିକ୍ଷାଗତ ଉତ୍କର୍ଷତା ପ୍ରତି ଏହି ସ୍କୁଲର ପ୍ରତିବଦ୍ଧତା ଏବଂ ସମର୍ପଣ ଯୋଗୁଁ ଏହି ଅସାଧାରଣ ଫଳାଫଳ ସମ୍ଭବ ହୋଇଛି । ସମସ୍ତ ଶୀର୍ଷ

ଗୁରୁ କେଳୁଚରଣ ମହାପାତ୍ରଙ୍କ ୯୯ତମ ଜନ୍ମବାର୍ଷିକୀ ପାଳିତ

ଭୁବନେଶ୍ୱର: ଚଳିତ ବର୍ଷ ସୃଜନ (ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ)ଫେବୃଆରୀ ୧୨ ତାରିଖ ଦିନ ଭୁବନେଶ୍ୱରର ଉତ୍କଳ ରଙ୍ଗମଂଚଠାରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ସହ ଗୁରୁଜୀଙ୍କ ୯୯ତମ ଜନ୍ମବାର୍ଷିକୀ ପାଳନ କରାଯାଇଛି । ଏଥିପାଇଁ ସୃଜନ (ଗୁରୁ କେଳୁଚରଣ ମହାପାତ୍ର

ଚଳିତବର୍ଷ ବଜେଟ୍‍ରେ ରେଳବାଇରେ ଓଡ଼ିଶା ପାଇଁ ୧୦ହଜାର୫୯୯ କୋଟି ଟଙ୍କାର ବ୍ୟୟବରାଦ

ଚଳିତବର୍ଷ ବଜେଟ୍‍ରେ ରେଳବାଇରେ ଓଡ଼ିଶା ପାଇଁ ୧୦ହଜାର୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ନୂଆଦିଲ୍ଲୀରେ ଆଭାସୀଜରିଆରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଏହି ସୂଚନା ଦେଇଛନ୍ତି । ରାଜ୍ୟରେ ଗତ ୧୦ବର୍ଷରେ ୨ହଜାର ୪୬ କିଲୋମିଟର ନୂଆରେଲୱେ ଟ୍ରାକ୍‍

ଧାନକିଣା ଲକ୍ଷ୍ୟ ୬୫ ଲକ୍ଷ ମେଟ୍ରିକ ଟନ୍‌ରୁ ୭୭ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି

ଭୁବନେଶ୍ୱର: ମନ୍ତ୍ରୀ ସମୂହ ସମୀକ୍ଷା ବୈଠକରେ ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନକିଣା ଲକ୍ଷ୍ୟ ୬୫ ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ୭୭ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି କରାଯାଇଛି । ଚଳିତ ବର୍ଷ ଧାନ କ୍ୱିଣ୍ଟାଲ ପିଛା ସର୍ବନିମ୍ନ ସହାୟତା ମୂଲ୍ୟ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନ୍‌ପୁଟ ସହାୟତା

ଉତ୍କର୍ଷ ଓଡିଶା ୨୫ରେ ୟୁନିକର୍ଣ୍ଣ ଇଣ୍ଡିଆ ଭେଂଚର୍ସରୁ ନିବେଶ ହାସଲ କରିଛି ବନ୍‌ଭି ଏରୋ

ଭୁବନେଶ୍ୱର: ଓଡିଶାରେ ଅବସ୍ଥାପିତ ଡ୍ରୋନ ଟେକ୍ ଷ୍ଟାର୍ଟଅପ ବନ୍‌ଭି ଏରୋ, ଏକ ଟେକ୍ନୋଲୋଜି-କେନ୍ଦ୍ରିତ ଭେଂଚର ଫଣ୍ଡ ୟୁନିକର୍ଣ୍ଣ ଇଣ୍ଡିଆ ଭେଂଚର୍ସଠାରୁ ନିବେଶ ହାସଲ କରିଛି । ଭୁବନେଶ୍ୱରରେ ଉତ୍କର୍ଷ ଓଡିଶା ୨୦୨୫ ସମ୍ମିଳନୀରେ ଏହି ନିବେଶ ସମ୍ପର୍କରେ ଘୋଷଣା କରାଯାଇଛି । ବନ୍‌ଭି ଏରୋ

ପ୍ରତିଦିନ ଏକ ମୁଠା କାଲିଫର୍ଣ୍ଣିଆ ଆଲ୍‌ମଣ୍ଡ: ଆଜିର ବ୍ୟସ୍ତତାପୂର୍ଣ୍ଣ ଜୀବନଶୈଳୀରେ ସୁସ୍ଥ ରହିବା ପାଇଁ ଏକ ପ୍ରାକୃତିକ ଆଭିମୁଖ୍ୟ ଭୁବନେଶ୍ୱର : ଆଲମଣ୍ଡ ବୋର୍ଡ ଅଫ୍ କାଲିଫର୍ଣ୍ଣିଆ ପକ୍ଷରୁ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ‘ଏ ହ୍ୟାଣ୍ଡଫୁଲ ଅଫ୍ ଆଲ୍‌ମଣ୍ଡସ ଏ ଡେ: ନ୍ୟାଚୁରାଲ

ଭୁବନେଶ୍ୱରରେ ସ୍ୱତନ୍ତ୍ର ବିଶ୍ୱସ୍ତରୀୟ ଫର୍ଟିଲିଟି ସେଂଟର ୯ଏମ ଫର୍ଟିଲିଟିର ଶୁଭାରମ୍ଭ

ଭୁବନେଶ୍ୱର: ବନ୍ଧ୍ୟାତ୍ୱ ସେବା ପାଇଁ ଏକ ଅତ୍ୟାଧୁନିକ ଓ ସ୍ୱତନ୍ତ୍ର ସୁବିଧା ୯ ଏମ ଫର୍ଟିଲିଟି ବର୍ତମାନ ଭୁବନେଶ୍ୱରରେ ଖୋଲାଯାଇଛି । ବ୍ୟାପକ ପ୍ରଜନନ ଯତ୍ନ ପ୍ରଦାନ କରିବା, ଆଶାୟୀ ପିତିମାତାଙ୍କ ବିବିଧ ଆବଶ୍ୟକତାକୁ ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ପୂରଣ କରିବା ହେଉଛି ଉତ୍କ

ନୂତନ ଉତ୍ପାଦ ଶୃଙ୍ଖଳାର ଶୁଭାରମ୍ଭ ସହିତ ଓଡିଶାରେ ପହଂଚ ବିସ୍ତାର କରିଛି ଜେକେ ସୁପର ସିମେଂଟ

ଭୁବନେଶ୍ୱର: ଭାରତର ଅନ୍ୟତମ ପ୍ରମୁଖ ସିମେଂଟ ବ୍ରାଣ୍ଡ ଜେକେ ସିମେଂଟ ଲିମିଟେଡ ଓଡିଶାରେ ଏହାର ଅତ୍ୟାଧୁନିକ ଉତ୍ପାଦ ଶୃଙ୍ଖଳାର ଶୁଭାରମ୍ଭ କରିଛି । ଯାହାକି ଦେଶର ପୂର୍ବାଂଚଳରେ କମ୍ପାନୀର ସ୍ଥିତିକୁ ମଜବୁତ କରିବା ଦିଗରେ ଏକ ବଡ ପଦକ୍ଷେପକୁ ଚିହ୍ନିତ କରୁଛି। ଏହି ଶୁଭାରମ୍ଭ ଓଡିଶାରେ

୬୪ତମ ସିଜିପିବି ବୈଠକରେ ଭାରତର ଖଣିଜ ଓ ଖଣିକ୍ଷେତ୍ରରେ ଉଦ୍ଭାବନ, ସ୍ଥାୟୀତା ଏବଂ ଅଭିବୃଦ୍ଧିପାଇଁ ସାମୂହିକ ପ୍ରୟାସ…

ଭୁବନେଶ୍ୱର: କେନ୍ଦ୍ରୀୟ ଭୂତତ୍ୱ ପ୍ରୋଗ୍ରାମିଂ ବୋର୍ଡ (ସିଜିପିବି)ର ୬୪ତମ ବୈଠକ ଲୋକସେବା ଭବନସ୍ଥିତ ରାଜ୍ୟ ସମ୍ମିଳନୀ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଖଣି ମନ୍ତ୍ରଣାଳୟ ସଚିବ ତଥା ସିଜିପିବିର ଅଧ୍ୟକ୍ଷ ଭିଏଲ କାନ୍ତ ରାଓ ଅଧ୍ୟକ୍ଷତା କରିଥିଲେ । ଏହି

ଭାରତରେ ‘ମେଡ୍ ଇନ୍ ଇଣ୍ଡିଆ’ ଫାଷ୍ଟ ଏଭର ବିଏମଡବ୍ଲୁ ଏକ୍ସ ୧ ଲଙ୍ଗ ହ୍ୱିଲବେସ ଅଲ ଇଲେକ୍ଟ୍ରିକର ବଜାର ପ୍ରବେଶ

ଭୁବନେଶ୍ୱର : ବିଏମଡବ୍ଲୁ ଇଣ୍ଡିଆ ଅଟୋ ଏକ୍ସପୋ ୨୦୨୫ରେ ଫାଷ୍ଟ-ଏଭର ବିଏମଡବ୍ଲୁ ଏକ୍ସ ୧ ଲଙ୍ଗ ହ୍ୱିଲବେସ୍ ଅଲ୍ ଇଲେକ୍ଟ୍ରିକ୍‌ର ଶୁଭାରମ୍ଭ କରିଛି। ଆଜିଠାରୁ ସାରା ଭାରତରେ ଥିବା ବିଏମଡବ୍ଲୁ ଡିଲରସିପରେ ଏହି କାର ବୁକ୍ କରାଯାଇପାରିବ । ବିଏମଡବ୍ଲୁ ଏକ୍ସ ୧ ଲଙ୍ଗ ହ୍ୱିଲବେସ୍ ଅଲ୍