Sign in
Sign in
Recover your password.
A password will be e-mailed to you.
Browsing Category
ଖବର
ଆସନ୍ତା ପହିଲାରୁ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ଅଫ୍ଲାଇନ୍ ପରୀକ୍ଷା -ସବୁ ପରୀକ୍ଷା…
ଆସନ୍ତା ପହିଲାରୁ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ଅଫ୍ଲାଇନ୍ ପରୀକ୍ଷା ଅନୁଷ୍ଠିତ ହେବ । ବିକଳ୍ପ ମୂଲ୍ୟାୟନ ପଦ୍ଧତିକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେଉଛନ୍ତି ।
ତେବେ ପରିଷଦ ପକ୍ଷରୁ ପରୀକ୍ଷା ପରିଚାଳନା ସମ୍ବନ୍ଧୀୟ!-->!-->!-->…
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଂଚଳରେ ଏକ ଲଘୁଚାପ- ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର…
ଭୁବନେଶ୍ୱର - ରାଜ୍ୟର ରାଜଧାନୀ ଭୁବନେଶ୍ୱରେର ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ!-->!-->!-->…
ମଙ୍ଗଳବାରରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି – ଏହାର ପ୍ରଭାବରେ…
ଭୁବନେଶ୍ୱର - ମଙ୍ଗଳବାରରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି!-->!-->!-->…
ସାମୁଦ୍ରିକ ବାତ୍ୟା ‘ଗୁଲଆବ୍’ କଳିଙ୍ଗପାଟନମ୍ରେ କଲା ସ୍ଥଳଭାଗ ସ୍ପର୍ଶ- କୋରାପୁଟ, ରାୟଗଡା ଓ ଗଜପତିରେ ପବନ ସହ…
ସାମୁଦ୍ରିକ ବାତ୍ୟା ‘ଗୁଲଆବ୍’ ସ୍ଥଳଭାଗ ସ୍ପର୍ଶ କରିସାରିଛି । ଆନ୍ଧ୍ରପ୍ରଦେଶରେ କଳିଙ୍ଗପାଟନମର ମଧ୍ୟ ଭାଗରେ ଏହା ସ୍ଥଳଭାଗ ସ୍ପର୍ଶ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷାସ୍ଥାନେସ୍ଥାନେ ଅତି ପ୍ରବଳ ବର୍ଷା ହେଉଛି । ପବନର ବେଗ ମଝିରେ ମଝିରେ!-->…
ବାତ୍ୟା ଆଜି ସନ୍ଧ୍ୟାସୁଦ୍ଧା ବିଶାଖାପାଟଣା, ଗୋପାଳପୁର ଏବଂ କଳିଙ୍ଗପଟ୍ଟନମ୍ ଅଞ୍ଚଳ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ…
ଉତ୍ତର ଓ ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ପ୍ରଥମେ ଅବପାତ ଏବଂ ପରେ ଗଭୀର ଅବପାତରେ ପରିଣତ ହୋଇଥିବାବେଳେ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶାପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବିଶେଷକରି ଗତ ୬!-->!-->!-->…
ପୂର୍ବତଟ ରେଳବାଇ ପକ୍ଷରୁ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ କେତେକ ଟ୍ରେନ ଚଳାଚଳ ବାତିଲ୍
ପୂର୍ବତଟ ରେଳବାଇ ପକ୍ଷରୁ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ କେତେକ ଟ୍ରେନ ଚଳାଚଳ ବାତିଲ୍ କରିବାକୁ ରେଳବାଇ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସେହି ଟ୍ରେନଗୁଡିକ ହେଉଛି ପୁରୀ-କଟକ-ପୁରୀ, କଟକ-ଭଦ୍ରକ-କଟକ, କଟକ-ପାରାଦୀପ-କଟକ ଓ କଟକ-ଭଦ୍ରକ-କଟକ ସ୍ୱତନ୍ତ୍ର ଟ୍ରେନ ।
ଅପରପକ୍ଷରେ!-->!-->!-->…
ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ- କେବଳ…
ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ କେବଳ ସାଧାରଣ ରୋଗ ପାଇଁ ହିଁ ଫାର୍ମାସିଷ୍ଟମାନେ ଔଷଧ!-->…
ବାଲେଶ୍ୱରର ବସ୍ତାଠାରେ ଜଳକା ନଦୀରେ ବନ୍ୟା ଆସିବାରୁ ଏକତାଳି ଗାଁ ନିକଟରେ ୫୦୦ ମିଟରର ନଦୀବନ୍ଧ ଭାଙ୍ଗିଯାଇଛି
ବାଲେଶ୍ୱରର ବସ୍ତାଠାରେ ଜଳକା ନଦୀରେ ବନ୍ୟା ଆସିବାରୁ ଏକତାଳି ଗାଁ ନିକଟରେ ୫୦୦ ମିଟରର ନଦୀବନ୍ଧ ଭାଙ୍ଗିଯାଇଛି । ଫଳରେ ବସ୍ତା ବ୍ଲକ ପୁଲଥିଟା ବସ୍ତିର ୪୦ଟି ଘରେ ବନ୍ୟାଜଳ ପ୍ରବେଶ କରିବାରୁ ସେମାନଙ୍କୁ ଉଦ୍ଧାର କରାଯାଇ ନିରାପଦ ସ୍ଥାନରେ ରଖାଯିବା ସହ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି ।!-->…
ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍ଙ୍କ ଓଡ଼ିଶାର ମିଶନ୍ ଶକ୍ତିକୁ ପ୍ରଶଂସା
ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମହିଳା ସଶକ୍ତିକରଣ ସମ୍ପର୍କୀତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହିଳାଙ୍କ ବୈଷୟିକ ଶିକ୍ଷା ଉପରେ ରାଜ୍ୟ!-->…
ଇଣ୍ଡୋର୍ ଷ୍ଟାଡିୟମ୍ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦ କୋଟି ୬୫ଲକ୍ଷ ଟଙ୍କାର…
ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇଣ୍ଡୋର୍ ଷ୍ଟାଡିୟମ୍ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦ କୋଟି ୬୫ଲକ୍ଷ ଟଙ୍କାର ପ୍ରକଳ୍ପକୁ ରାଜ୍ୟ ସରକାର ସବୁଜ ସଂକେତ ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ!-->!-->!-->…