Browsing Category

ଖବର

ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଓ.ଏସ୍‍.ଆର୍‍.ଟି.ସି. ବସ୍‍ ଆଜିଠାରୁ ୪୩ଟି ରୁଟ୍‍ରେ ଚଳାଚଳ କରିବ

ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଓ.ଏସ୍‍.ଆର୍‍.ଟି.ସି. ବସ୍‍ ଆଜିଠାରୁ ୪୩ଟି ରୁଟ୍‍ରେ ଚଳାଚଳ କରିବ ବୋଲି ଓ.ଏସ୍‍.ଆର୍‍.ଟି.ସି. ପକ୍ଷରୁ ଟ୍ୱିଟ୍‍ କରି ସୂଚନା ଦିଆଯାଇଛି । ବସ୍‍ ଗୁଡ଼ିକରେ କେବଳ ବସିବା କ୍ଷମତା ଅନୁସାରେ କୋଭିଡ୍‍ ନିୟମ ପାଳନ କରି ଯାତ୍ରୀମାନଙ୍କୁ ଯାତ୍ରା କରିବାକୁ

ଚଳିତବର୍ଷ ଓଡ଼ିଶାରେ କେବଳ ଶ୍ରୀକ୍ଷେତ୍ର ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ- ସୁପ୍ରିମ୍‍କୋର୍ଟ

ଚଳିତବର୍ଷ ଓଡ଼ିଶାରେ କେବଳ ଶ୍ରୀକ୍ଷେତ୍ର ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ । ଏହାବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ଆୟୋଜନ କରାଯାଇପାରିବ ନାହିଁ ବୋଲି ସୁପ୍ରିମ୍‍କୋର୍ଟ ଆଜି ରାୟ ଦେଇଛନ୍ତି । ଏ ସମ୍ପର୍କରେ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ କରାଯାଇଥିବା ଏକାଧିକ

ସଂକ୍ରମଣ ବୃଦ୍ଧି ପାଉଥିବା ଜିଲ୍ଲା ଗୁଡ଼ିକ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଗତକାଲି ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଓ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିବା ଅବସରରେ ସଂକ୍ରମଣ ବୃଦ୍ଧି ପାଉଥିବା ଜିଲ୍ଲା ଗୁଡ଼ିକ ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହିସବୁ ଜିଲ୍ଲାଗୁଡ଼ିକରେ କରୋନା କଟକଣା

ଯଦି କୌଣସି ଛାତ୍ରଛାତ୍ରୀ ସେମାନଙ୍କ ନମ୍ବରକୁ ନେଇ ଅସନ୍ତୁଷ୍ଟ ଥାନ୍ତି, ତେବେ ସେମାନେ ଅଫ୍‍ଲାଇନ୍‌ରେ ପରୀକ୍ଷା…

ଚଳିତ ବର୍ଷ ମାଟ୍ରିକ୍‍ ପରୀକ୍ଷା ଫଳାଫଳକୁ ନେଇ କିଛି ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ମୂଲ୍ୟାୟନରେ ଅନିୟମିତତା ହୋଇଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ତେବେ ମୂଲ୍ୟାୟନ

ମାଟ୍ରିକ୍‍ ରେଜଲ୍‍ଟ୍‍ ପ୍ରକାଶ ପାଇଛି

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ - ବି.ଏସ୍‍.ଇ. ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍‍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, କଟକସ୍ଥିତ ବି.ଏସ୍‍.ଇ. କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିବା ସହ

କରୋନା ମହାମାରୀ ସମୟରେ ପିତାମାତାଙ୍କ ହରାଇ ଅନାଥ ହୋଇଯାଇଥିବା ବେସାହାରା ପିଲାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ଆଶୀର୍ବାଦ ଯୋଜନା କରୋନା ମହାମାରୀ ସମୟରେ ପିତାମାତାଙ୍କ ହରାଇ ଅନାଥ ହୋଇଯାଇଥିବା ବେସାହାରା ପିଲାମାନଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନୂଆ ଯୋଜନା ‘ଆଶୀର୍ବାଦ’ର ଶୁଭାରମ୍ଭ କରିଛନ୍ତି । ୨୦୨୦ ମସିହା ଏପ୍ରିଲ୍‍ ପହିଲା କିମ୍ବା ତା’ପରେ ଉଭୟ ବାପା-ମାଆ ବା ପରିବାରର ମୁଖ୍ୟ

ଯୁକ୍ତ ଦୁଇ ପରୀକ୍ଷା ଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ । ଏନେଇ ପରିଷଦ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ଓ ଦୂର ନିରନ୍ତର ଶିକ୍ଷା ପାଠ୍ୟକ୍ରମର

ଦେଶରେ କମିଲା ଅମ୍ଳଜାନ ଦର

ନୂଆଦିଲ୍ଲୀ - ଜାତୀୟ ଫର୍ମାସ୍ୟୁଟିକାଲ ପ୍ରାଇସିଂ କର୍ତ୍ତୃପକ୍ଷ (ଏନପିପିଏ) ଏହାର ଜୁନ ୩ତାରିଖ ବିଜ୍ଞପ୍ତି ଅନୁସାରେ ଅମ୍ଳଜାନ ସାନ୍ଦ୍ରକର ଟ୍ରେଡ ମାର୍ଜିନ ଆବଣ୍ଟନ ସ୍ତରରେ ଶତକଡା ୭୦ଭାଗ ହ୍ରାସ କରିଛନ୍ତି । ତଦନୁସାରେ ୧୦୪ଜଣ ଅମ୍ଳଜାନ ସାନ୍ଦ୍ରକ ପ୍ରସ୍ତୁତକାରୀ/ ଆମଦାନୀକାରୀ ୨୫୨ଟି…

ଲୋକମାନେ ସଚେତନ ନ ହେଲେ ପୁଣି ବିପଦ ଫେରିବ ବୋଲି କଡ଼ା ଚେତାବନୀ

ଡି.ଏମ୍‍.ଇ.ଟି. ଡକ୍ଟର ସି.ବି.କେ. ମହାନ୍ତି କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ତେବେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବାରୁ ମୃତ୍ୟୁସଂଖ୍ୟା ମଧ୍ୟ ଆଗକୁ କମିବ । ସେ କହିଛନ୍ତି, ପୂର୍ବରୁ ଗୁରୁତର ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଥିଲା ।…

ରାଜ୍ୟରେ କ୍ରମାଗତ କିଛିଦିନ ହେବ କରୋନା ସଂକ୍ରମଣ ହ୍ରାସ

ରାଜ୍ୟରେ କ୍ରମାଗତ କିଛିଦିନ ହେବ କରୋନା ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହେଉଛି । ଗତକାଲି ଗୋଟିଏ ଦିନରେ ଆଉ ୫ ହଜାର  ୨୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧କୁ ବୃଦ୍ଧି ପାଇଛି । ରାଜ୍ୟର ୩୦ଟି…