Browsing Category

ଖବର

ପରବର୍ତ୍ତୀ ପର୍ଯ୍ୟାୟ କୋଭିଡ-୧୯ ସଂକ୍ରମଣରେ ପିଲାମାନେ ଗୁରୁତର ଭାବରେ ସଂକ୍ରମିତ ହେବାନେଇ କୌଣସି ତଥ୍ୟ ନାହିଁ

ଭବିଷ୍ୟତର ସଂକ୍ରମଣକୁ ଏଡାଇବା ପାଇଁ, ଆକ୍ରମଣାତ୍ମକ ଭାବରେ କୋଭିଡ ଉପଯୁକ୍ତ ଆଚରଣ ଅନୁସରଣ କରନ୍ତୁ : ଡକ୍ଟର ଗୁଲେରିଆ “ଏହା ଏକ ଭୁଲ ତଥ୍ୟ ଯେ କୋଭିଡ-୧୯ ମହାମାରୀର ପରବର୍ତ୍ତୀ ପର୍ଯ୍ୟାୟ ପିଲାମାନଙ୍କଠାରେ ଗୁରୁତର ସଂକ୍ରମଣ ସୃଷ୍ଟି କରିବାକୁ ଯାଉଛି । ପରବର୍ତ୍ତୀ…

କରୋନା ଯୁଦ୍ଧରେ ନାରୀଙ୍କ ଭୂମିକା ଅତୁଳନୀୟ

ସମ୍ପ୍ରତି କରୋନା ମହାମାରୀ ସମୟରେ କେବଳ ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେ ବରଂ ସାମାଜିକ, ମାନସିକ ଏବଂ ପାରିବାରିକ ବିକାଶରେ ନାରୀର ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ । ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ପତ୍ର ସୂଚନା କାର‌୍ୟ୍ୟଳୟ ଏବଂ ଆଞ୍ଚଳିକ ଜନସମ୍ପର୍କ କାର‌୍ୟ୍ୟ।ଳୟ…

ପୁଣେର ଏକ କାରଖାନାରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ଯୋଗୁଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ -ଅନୁକମ୍ପା ରାଶି ଘୋଷଣା

ମହାରାଷ୍ଟ୍ରର ପୁଣେସ୍ଥିତ ଏକ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏଥିସହିତ ପ୍ରଧାନମନ୍ତ୍ରୀ ଅନୁକମ୍ପା ରାଶି ମଧ୍ୟ ଘୋଷଣା କରିଛନ୍ତି । …

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ମଞ୍ଜୁରି କ୍ରମେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ଲାଗି ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ…

ଓଡ଼ିଶାର ପ୍ରଦର୍ଶନ ଭିତ୍ତିଭୂମି ଓ ସୁବିଧା କ୍ଷେତ୍ରରେ ୨୦ ପ୍ରତିଶତ ଓ ଇକ୍ୟୁଟି କ୍ଷେତ୍ରରେ ୧୦ ପ୍ରତିଶତ ସୁଧାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’ଙ୍କ ମଞ୍ଜୁରିକ୍ରମେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ଲାଗି ଫରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ…

କୋଭିଡ ଯୋଗୁଁ ଭାରତରେ ଅଟକି ରହିଥିବା ଭାରତୀୟ ଭିସାଧାରୀ ବିଦେଶୀ ନାଗରିକ ଚଳିତବର୍ଷ ଅଗଷ୍ଟ ୩୧ତାରିଖ ଯାଏଁ ରହିପାରିବେ

କରୋନା ମହାମାରୀ ଯୋଗୁଁ ବ୍ୟାବସାୟିକ ବିମାନ ଚଳାଚଳ ୨୦୨୦ ମାର୍ଚ୍ଚରୁ ବନ୍ଦ ରହିଥିବାରୁ ବୈଧ ଭାରତୀୟ ଭିସାରେ ଭାରତକୁ ଏହି ତାରିଖ ପୂର୍ବରୁ ଆସିଥିବା ଅନେକ ବିଦେଶୀ ନାଗରିକ ଅଟକି ରହିବାକୁ ବାଧ୍ୟ ହୋଇଛନ୍ତି । ୨୦୨୦ ମାର୍ଚ୍ଚ ପୂର୍ବରୁ ଯେଉଁ ବିଦେଶୀମାନେ ଭାରତ ଆସିଥିଲେ ସେମାନେ ଲକ୍‌ଡାଉନ…

ଅତ୍ୟନ୍ତ ଅସୁରକ୍ଷିତ ତଥା ଆର୍ଥିକ ଦୁର୍ବଳ ଶ୍ରେଣୀ ଲୋକଙ୍କୁ ଏନଏଫଏସଏ ରାସନ କାର୍ଡ ଜାରି ନିମନ୍ତେ ସ୍ୱତନ୍ତ୍ର ଅଭିଯାନ…

ନୂଆଦିଲ୍ଲୀ - ସମ୍ପ୍ରତି କୋଭିଡ-୧୯ ମହାମାରୀ ପରିସ୍ଥିତିରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ଜନସଂଖ୍ୟାର ଅତ୍ୟନ୍ତ ଅସୁରକ୍ଷିତ ତଥା ଆର୍ଥିକ ଦୁର୍ବଳ ଶ୍ରେଣୀ ମଧ୍ୟରୁ ସମସ୍ତ ଯୋଗ୍ୟ ମନୋନୀତ ଲୋକଙ୍କ ସାମିଲକୁ ସୁନିଶ୍ଚିତ କରିବା ଜରୁରି ହୋଇପଡ଼ିଛି । ଖାଦ୍ୟ ଓ ସାଧାରଣ…

ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଆମର ଯୁବତାରକାଙ୍କ ସହିତ ୧୩୫ କୋଟି ଭାରତୀୟଙ୍କ ଶୁଭକାମନା ରହିବ : ପ୍ରଧାନମନ୍ତ୍ରୀ

● କ୍ରୀଡ଼ା ଆମ ଜାତୀୟ ଚରିତ୍ରର କେନ୍ଦ୍ରରେ ରହିଛି ଏବଂ ଆମର ଯୁବପିଢ଼ି ଏକ ଦୃଢ଼ ଓ ଉଜ୍ଜ୍ବଳ କ୍ରୀଡ଼ା ସଂସ୍କୃତି ବିକଶିତ କରୁଛନ୍ତି : ପ୍ରଧାନମନ୍ତ୍ରୀ ● ● ଟିକାକରଣ ଠାରୁ ଆରମ୍ଭ କରି ପ୍ରଶିକ୍ଷଣ ସୁବିଧା ପର‌୍ୟ୍ୟନ୍ତ, ଆମ କ୍ରୀଡ଼ାବିତଙ୍କ ସମସ୍ତ ଆବଶ୍ୟକତା ନିଶ୍ଚିତ ଭାବେ ପୂରଣ…

କୋଭିଡ଼ ୧୯ରେ ଆକ୍ରାନ୍ତ ହେଉଥିବା ଶିଶୁମାନଙ୍କ ପାଇଁ ଆବଶ୍ୟକ ଚିକିତ୍ସା ଓ ସଂସାଧନର କୌଣସି ଅଭାବ ରହିବନାହିଁ: ସଦସ୍ୟ,…

ନୂଆଦିଲ୍ଲୀ -ଦେଶରେ ଶିଶୁମାନେ କୋଭିଡ଼ ୧୯ ମହାମାରୀରେ ସଂକ୍ରମିତ ହେବା ଏବଂ ନୂତନ ଭାବେ ଏହି ମହାମାରୀ ଯେଉଁଭଳି ସଂକ୍ରମିତ ହେଉଛି ସେଭଳି ସମସ୍ୟାର ସମାଧାନ ନିମନ୍ତେ ଏକ ରାଷ୍ଟ୍ରୀୟ ବିଶେଷଜ୍ଞ ଗୋଷ୍ଠୀ ଗଠନ କରାଯାଇଛି । ଏହି ବିଶେଷଜ୍ଞ ଗୋଷ୍ଠୀ କୋଭିଡ଼ ମହାମାରୀର ମୁକାବିଲା ସକାଶେ ରାଷ୍ଟ୍ରକୁ…

କୋଭିଡ-୧୯ ବିରୋଧରେ ଲଢ଼ୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କ ପାଇଁ ବୀମା ଯୋଜନା’- ୪୮ ଘଣ୍ଟା ମଧ୍ୟରେ ମଞ୍ଜୁରି ଦେବା ସହ ବୀମା…

ଭାରତ ସରକାର କୋଭିଡ-୧୯ ମୁକାବିଲାରେ ସବୁଠୁ ଆଗରେ ରହିଛନ୍ତି ଏବଂ ‘ସମ୍ପୂର୍ଣ୍ଣ ସରକାର’ ଦୃଷ୍ଟିକୋଣ ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକର ପ୍ରୟାସରେ ସହାୟତା କରି ଆସୁଛନ୍ତି। ଏହି ପ୍ରୟାସରେ କେନ୍ଦ୍ର ସରକାର ଆଗୁଆ ଏକ ଜରୁରି ପଦକ୍ଷେପ ଗ୍ରହଣ କରି, ୨୪.୦୪.୨୦୨୧ ଠାରୁ…

ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ -ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସଠିକ ନିୟମ ଅନୁଯାୟୀ ଫଳ ପ୍ରକାଶ ପାଇବ,…

ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆୟୋଜନ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବରିଷ୍ଠ ଅଧିକାରୀମାନେ ବର୍ତ୍ତମାନ ସୁଦ୍ଧା ଏ ବିଷୟରେ ହୋଇଥିବା ବ୍ୟାପକ ବିଚାରବିମର୍ଶ ସଂକ୍ରାନ୍ତରେ ଏକ ବିସ୍ତୃତ…