Browsing Category

ଖବର

ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ -ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସଠିକ ନିୟମ ଅନୁଯାୟୀ ଫଳ ପ୍ରକାଶ ପାଇବ,…

ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆୟୋଜନ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବରିଷ୍ଠ ଅଧିକାରୀମାନେ ବର୍ତ୍ତମାନ ସୁଦ୍ଧା ଏ ବିଷୟରେ ହୋଇଥିବା ବ୍ୟାପକ ବିଚାରବିମର୍ଶ ସଂକ୍ରାନ୍ତରେ ଏକ ବିସ୍ତୃତ…

ଓଡିଶାକୁ ଆବଶ୍ୟକୀୟ ଟିକା ଦେବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ରାଜ୍ୟ ସରକାର

--     ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଶ୍ୱସ୍ତରୀୟ ଟିକା ଉତ୍ପାଦନକାରୀମାନେ କେବଳ କେନ୍ଦ୍ର ସରକାରଙ୍କ ସହ କ୍ଷତିଭରଣା ରାଜିନାମା କରୁଥିବାରୁ ରାଜ୍ୟ ସରକାର କେନ୍ଦ୍ର ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଜାତୀୟସ୍ତରରେ ରାଜ୍ୟ…

ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଓ ଆଇବିଏର ସାମ୍ବାଦିକ ସମ୍ମିଳନୀ – କୋଭିଡ୍‌ ମହାମାରୀର ମୁକାବିଲା ଲାଗି ବିଭିନ୍ନ…

ଭୁବନେଶ୍ୱର: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସବିଆଇ)ର ଅଧ୍ୟକ୍ଷ ଦୀନେଶ ଖାରା ଓ ଆଇବିଏର ଅଧ୍ୟକ୍ଷ ରାଜକିରଣ ରାୟ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ସୁନୀଲ ମେହତା ଆଜି ଏକ ଯୁ୍‌ଗ୍ମ ସାମ୍ବାଦିକ ସମ୍ମଳିନୀରେ କୋଭିଡ୍‌ ମହାମାରୀର ମୁକାବିଲା ଲାଗି ବିଭିନ୍ନ ପ୍ରକାର ସହାୟତା ଓ ରାଷ୍ଟ୍ରୟତ…

ଜାତିସଂଘ ସମର୍ଥିତ ପ୍ରଦୂଷଣ ଓ ପରିବେଶ ଉପରେ ପର୍ଯ୍ୟବେସିତ ପ୍ରଥମ ମ୍ୟୁଜିକ ଭିଡିଓ “ସମୁଦ୍ର ମନ୍ଥନ’

• ଓଡ଼ିଆ ଟିମ୍‌ ଦ୍ୱାରା ପ୍ରସ୍ତୁତ ଏହି ରୋମାଂଚକ ମ୍ୟୁଜିକ୍‌ ଭିଡିଓ ଶିବ ତାଣ୍ଡବ ସ୍ତ୍ରୋତମ ଓ ସାଗର ମନ୍ଥନ ଉପରେ ଆଧାରିତ ଭୁବନେଶ୍ୱର: ଲୋକପ୍ରିୟ ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ “ଐଗିରି ନନ୍ଦୀନି'ର ପ୍ରଡକ୍ସନ ହାଉସ୍‌ ଅରୋମିରା ଏଟଂରଟେନ୍‌ମେଂଟ୍‌ ପକ୍ଷରୁ ଚର୍ଚ୍ଚିତ କଣ୍ଠଶିଳ୍ପୀ…

ବାତ୍ୟା ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ରୋକିବାପାଇଁ ରାଜ୍ୟ ସରକାର ଶକ୍ତିଶାଳୀ ବନ୍ଧ ନିର୍ମାଣ କରିବେ-୧୦ଟି ଜିଲ୍ଲାର…

ବାତ୍ୟା ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ରୋକିବାପାଇଁ ରାଜ୍ୟ ସରକାର ଶକ୍ତିଶାଳୀ ବନ୍ଧ ନିର୍ମାଣ କରିବେ । ୧୦ଟି ଜିଲ୍ଲାର ଉପକୂଳବର୍ତ୍ତୀ ଅଞ୍ଚଳକୁ ମଜବୁତ କରିବାପାଇଁ ୩୮୦ କିଲୋମିଟର ପର୍ଯ୍ୟନ୍ତ ସ୍ୱତନ୍ତ୍ର ବନ୍ଧ ଜଳସମ୍ପଦ ବିଭାଗ ପକ୍ଷରୁ ନିର୍ମାଣ କରାଯିବ । ଏହି ପଥର ବନ୍ଧଗୁଡ଼ିକୁ ତାରଜାଲିରେ…

ଆସନ୍ତା ଜୁନ୍‍ ୧ ତାରିଖରୁ ରାଜ୍ୟରେ ଡିଗ୍ରୀ କଲେଜ୍‍ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅନ୍‍ଲାଇନ୍‍ କ୍ଲାସ ଆରମ୍ଭ ହେବା…

ଆସନ୍ତା ଜୁନ୍‍ ୧ ତାରିଖରୁ ରାଜ୍ୟରେ ଡିଗ୍ରୀ କଲେଜ୍‍ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅନ୍‍ଲାଇନ୍‍ କ୍ଲାସ ଆରମ୍ଭ ହେବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । କରୋନା ସଂକ୍ରମଣ ଯୋଗୁ ବର୍ତ୍ତମାନ ଶ୍ରେଣୀଗୃହରେ ପାଠପଢ଼ା ସମ୍ଭବ ହେଉ  ନଥିବାରୁ ଖରାଛୁଟି ପରେ…

ରାଜ୍ୟ ସରକାର ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା – ଡି.ଆର୍‍.ଡି.ଓ.ଠାରୁ ଟୁ-ଡି.ଜି. ଆଣ୍ଟି-କରୋନା ଔଷଧ…

ରାଜ୍ୟ ସରକାର ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା - ଡି.ଆର୍‍.ଡି.ଓ.ଠାରୁ ଟୁ-ଡି.ଜି. ଆଣ୍ଟି-କରୋନା ଔଷଧ କିଣିବେ  । ୫ ହଜାର ସ୍ୟାଚେଟ୍‌ ପାଇଁ ଅର୍ଡର ଦିଆଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ରୋଗୀଙ୍କ…

ରାଜ୍ୟରେ ମୋଟ ଟିକାକରଣ ୭୨ ଲକ୍ଷ ୭୮ ହଜାର ୬୬୦- ଦେଶରେ ୨୦ କୋଟି ୨୬ ଲକ୍ଷ ୯୫ ହଜାର ୮୭୪ ଜଣ ହିତାଧିକାରୀଙ୍କୁ କରୋନା…

ରାଜ୍ୟରେ ମୋଟ ଟିକାକରଣ ୭୨ ଲକ୍ଷ ୭୮ ହଜାର ୬୬୦କୁ ବୃଦ୍ଧି ପାଇଛି । ଏପର୍ଯ୍ୟନ୍ତ ପଞ୍ଜୀକୃତ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରୁ ୯୮ ପ୍ରତିଶତ ପ୍ରଥମ ୮୭ ପ୍ରତିଶତ ଦ୍ୱିତୀୟ ଆଗଧାଡ଼ିର ଯୋଦ୍ଧାଙ୍କ ମଧ୍ୟରେ ୧୨୫ ପ୍ରତିଶତ ପ୍ରଥମ ଓ ୯୦ ପ୍ରତିଶତ ଦ୍ୱିତୀୟ ଡୋଜ୍‍ ଟିକା ନେଇଥିବା ସୂଚନା ମିଳିଛି ।…

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -ବାତ୍ୟା ୟାସ୍‍ ଯୋଗୁଁ ରାଜ୍ୟର ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲା ବେଶ୍‍ ପ୍ରଭାବିତ ହୋଇଛି । ତେବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନ ୧୨ଟା ୩୦ ମିନିଟ୍‍ରେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି…

ମାଲକାନଗିରି ଜିଲ୍ଲା ଓ ଆନ୍ଧ୍ର ସୀମାନ୍ତ ସିଲେରୁ ନଦୀରେ ଗତକାଲି ରାତ୍ରିରେ ଦେଶୀ ଡଙ୍ଗା ଓଲଟିବା ଘଟଣାରେ…

ମାଲକାନଗିରି ଜିଲ୍ଲା ଓ ଆନ୍ଧ୍ର ସୀମାନ୍ତ ସିଲେରୁ ନଦୀରେ ଗତକାଲି ରାତ୍ରିରେ ଦେଶୀ ଡଙ୍ଗା ଓଲଟିବା ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏବେ ମଧ୍ୟ ଆଉ ୨ ଜଣ ନିଖୋଜ ଅଛନ୍ତି । ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାଡ଼ା ପଂଚାୟତ କନ୍ଧଗୁଡା ଓ ଗୁଣ୍ଠାୱାଡା ଗ୍ରାମର ୧୧ ଜଣ…