Sign in
Sign in
Recover your password.
A password will be e-mailed to you.
Browsing Category
ଖବର
ନରସିଂହ ମିଶ୍ର ସୁସ୍ଥ ଅଛନ୍ତି ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଣମାଧ୍ୟମକୁ କହିଛନ୍ତି
ନରସିଂହ ସୁସ୍ଥ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଶ୍ରୀ ମିଶ୍ର ସୁସ୍ଥ ଅଛନ୍ତି ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଣମାଧ୍ୟମକୁ କହିଛନ୍ତି । କେନ୍ଦ୍ର ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ବାଷ୍ପମନ୍ତ୍ରୀ ଧର୍ମେନ୍ଦ୍ର…
ଗାନ୍ଧିଜୀଙ୍କ ପ୍ରଥମ ପଦାର୍ପଣର ୧୦୦ ବର୍ଷ ପୂର୍ତ୍ତି ସ୍ମରଣ-ଓଡ଼ିଶା ଆଗମନର ଶତବାର୍ଷିକୀ ସମାରୋହ ପାଳନ କରାଯିବ
ରାଜ୍ୟରେ ଗାନ୍ଧିଜୀଙ୍କ ପ୍ରଥମ ପଦାର୍ପଣର ୧୦୦ ବର୍ଷ ପୂର୍ତ୍ତି ସ୍ମରଣ ଉଦ୍ଦେଶ୍ୟରେ ଆସନ୍ତା ମାର୍ଚ୍ଚ ୨୩ ତାରିଖରୁ ଏକ ବର୍ଷ ପର୍ଯ୍ୟନ୍ତ ମହାତ୍ମା
ଗାନ୍ଧିଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ସମାରୋହ ପାଳନ କରାଯିବ । ଏହି ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ…
ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
ଲୋକସେବା ଭବନରେ ଅନୁଷ୍ଠିତ ଏହି କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ…
ଡ୍ରାଇଭିଂ ଲାଇସେନ୍ସ ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ ହେବ ସେମାନଙ୍କ ଲାଗି ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାର ବୈଧତାକୁ…
ରାଜ୍ୟସରକାର ଲର୍ଣ୍ଣର ଲାଇସେନ୍ସ ଅବଧିକୁ ୩ ମାସ ବୃଦ୍ଧି କରିଛନ୍ତି । ଯେଉଁ ଲର୍ଣ୍ଣର ଲାଇସେନ୍ସଧାରୀଙ୍କର ଡ୍ରାଇଭିଂ ଲାଇସେନ୍ସ ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ ହେବ ସେମାନଙ୍କ ଲାଗି ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାର ବୈଧତାକୁ ବଢ଼ାଯାଇଛି । ଏହି ସମୟ ଭିତରେ ସେମାନେ ଡି ଏଲ୍ ପାଇଁ ଆବେଦନ…
ଶିଶୁକନ୍ୟା ପରୀ ସମେତ ରାଜ୍ୟର ୫ ହଜାରରୁ ଊଦ୍ଧ୍ୱର୍ ନିଖୋଜ ଶିଶୁଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଭାରତୀୟ ଜନତା ପାର୍ଟି…
ଶିଶୁକନ୍ୟା ପରୀ ସମେତ ରାଜ୍ୟର ୫ ହଜାରରୁ ଊଦ୍ଧ୍ୱର୍ ନିଖୋଜ ଶିଶୁଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଭାରତୀୟ ଜନତା ପାର୍ଟି ରାଜ୍ୟ ଶାଖା ପକ୍ଷରୁ ୫ ଦିନିଆ ପଦଯାତ୍ରା ଆରମ୍ଭ ହୋଇଛି । ସକାଳ ୯ଟାରୁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ପରୀର ଗାଁ ଯଦୁପୁର ଠାରେ…
ଆଜିଠାରୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଶୀତ ଲହରୀ ଅନୁଭୂତ
ରାଜ୍ୟରେ ତାପମାତ୍ରାରେ ପରିବର୍ତ୍ତନ ଘଟି ଦିନକୁଦିନ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜିଠାରୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଶୀତ ଲହରୀ ଅନୁଭୂତ ହେବାର…
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ଆଖାଡାଶାଳୀ ଗ୍ରାମଠାରେ ନିର୍ମିତ ହେବାକୁ ଥିବା ନଦୀଭିତ୍ତିକ…
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ଆଖାଡାଶାଳୀ ଗ୍ରାମଠାରେ ନିର୍ମିତ ହେବାକୁ ଥିବା ନଦୀଭିତ୍ତିକ ବନ୍ଦରାଞ୍ଚଳକୁ ରାଜ୍ୟ
ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସିତ୍…
କେନ୍ଦ୍ରାପଡ଼ାର ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଆସନ୍ତାମାସ ୩ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିବ
ଖୋଲିବ ବଳଦେବଜୀଉ ମନ୍ଦିର
କେନ୍ଦ୍ରାପଡ଼ାର ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଆସନ୍ତାମାସ ୩ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିବ । ଗତ ସଂନ୍ଧ୍ୟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ର କହିଛନ୍ତି ରାଜ୍ୟର ପ୍ରମୁଖ ଦେବାଳୟଗୁଡ଼ିକ…
ଚଳିତବର୍ଷ ବରଗଡଠାରେ ଧନୁ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ନାହିଁ
ଚଳିତବର୍ଷ ବରଗଡଠାରେ ଧନୁ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ନାହିଁ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଧନୁଯାତ୍ରା କମିଟିର
ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ଏ ସମ୍ପର୍କରେ ସୂଚନା ଦେଇ ବରଗଡ…
ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ଆଉ ୩୯୩ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି
ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ଆଉ ୩୯୩ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ସଙ୍ଗରୋଧରୁ ୨୨୮ଏବଂ ସ୍ଥାନୀୟ ଅଞ୍ଚଳରୁ୧୬୫ ଜଣ ଅଛନ୍ତି । ୨୭ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା…