Browsing Category

ଖବର

ଓଡିଶାର ବନ ଭି ଏରୋ ପକ୍ଷରୁ ଭାରତର ପ୍ରଥମ ଫୁଲି ଅଟୋନୋମସ ଲଜିଷ୍ଟିକ୍ସ ଡ୍ରୋନ ‘ଏୟାର ଓର୍‌କା’ର ଉନ୍ମୋଚନ

ଏହି ଅତ୍ୟାଧୁନିକ ଡ୍ରୋନକୁ ଉନ୍ମୋଚନ କରିବା ପାଇଁ ଭୁବନେଶ୍ୱର ଆସିଛନ୍ତି ପ୍ରଖ୍ୟାତ ଭିସି ଟିମ୍ ଡ୍ରେପର୍‌ ଭୁବନେଶ୍ୱର : ଓଡିଶାରେ ଅବସ୍ଥାପିତ ଏକ ଟେକ୍ ଷ୍ଟାର୍ଟଅପ୍ ବନ ଭି ଏରୋ ପକ୍ଷରୁ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି କ୍ୟାମ୍ପସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତର ପ୍ରଥମ

ଭୁବନେଶ୍ୱର ସ୍ଥିତ ମଦର୍ସ ପବ୍ଲିକ ସ୍କୁଲରେ ବାର୍ଷିକ ଉତ୍ସବ ‘ଅଙ୍କୁରମ’ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ୟୁନିଟ୍‌-୧ସ୍ଥିତ ମଦର୍ସ ପବ୍ଲିକ ସ୍କୁଲ ପକ୍ଷରୁ ସ୍ଥାନୀୟ ଉତ୍କଳ ମଣ୍ଡପଠାରେ ଚଳିତ ନଭେମ୍ବର ୮ ତାରିଖ ଦିନ ଅତ୍ୟଧିକ ଉତ୍ସାହର ସହ ଏହାର ବାର୍ଷିକ ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା ‘ଅଙ୍କୁରମ୍‌’ ଯାହାର ଅର୍ଥ ହେଉଛି ବଡ୍ ବା

ଭୁବନେଶ୍ୱରରେ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ କ୍ୟାରିୟର ଓ ୟୁନିଭର୍ସିଟି ଫେୟାର ‘ପଥ ପ୍ରଦର୍ଶକ ୨.୦’

- ଆସନ୍ତା ନଭେମ୍ବର ୮ ଓ ୯ ତାରିଖରେ ଆୟୋଜିତ ହେବାକୁ ଯାଉଥିବା ଏହି ଫେୟାର୍ କ୍ୟାରିୟର ମାର୍ଗ ପାଇଁ ଉତ୍ସାହଜନକ ସୁଯୋଗ ପ୍ରଦାନ କରିବ । ଭୁବନେଶ୍ୱର : ଓଡିଶାର ଶୀର୍ଷ କ୍ୟାରିୟର ମାର୍ଗଦର୍ଶକ ଓ ପରାମର୍ଶଦାତା

ସିଆଇଆଇ ପକ୍ଷରୁ ଭୁବନେଶ୍ୱରରେ “ସିଆଇଆଇ ସ୍ୱୟଂ ସ୍ରୁଜନୀ – ଓଡ଼ିଶାର ବୟନ ଶିଳ୍ପ ଓ ହସ୍ତଶିଳ୍ପର ଏକ…

ଭୁବନେଶ୍ୱର: କନଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ଓଡ଼ିଶା ପକ୍ଷରୁ ସିଆଇଆଇ ସ୍ୱୟଂ ସ୍ରୁଜନୀ- ଓଡ଼ିଶାର ବୟନ ଶିଳ୍ପ ଓ ହସ୍ତଶିଳ୍ପ ପାଇଁ ଏକ ସ୍ଥାୟୀ ଭବିଷ୍ୟତ ନାମରେ ଏକ ପ୍ରଭାବଶାଳୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବୟନଶିଳ୍ପ ଓ

ଦେଶବ୍ୟାପୀ ୭୭ଟି ନୂଆ ବିଦ୍ୟାପୀଠ ଅଫ୍‌ଲାଇନ ସେଂଟର ଖୋଲିବ ଫିଜିକ୍ସ ୱାଲା (ପିଡବ୍ଲ୍ୟୁ)

ଭୁବନେଶ୍ୱର: ଭାରତବ୍ୟାପୀ ସୁଲଭ ଓ ଉଚ୍ଚମାନର ଶିକ୍ଷାକୁ ଗଣତାନ୍ତ୍ରିକ କରିବା ପାଇଁ ପ୍ରତିବଦ୍ଧ ରହିଥିବା ଭାରତର ଅଗ୍ରଣୀ ମଲ୍ଟିନ୍ୟାଶନାଲ ଏଡ୍‌ଟେକ କମ୍ପାନୀ ଫିଜିକ୍ସ ୱାଲା (ପିଡବ୍ଲ୍ୟୁ) ପକ୍ଷରୁ ୨୦୨୫-୨୬ ଶିକ୍ଷାବର୍ଷରେ ଦେଶବ୍ୟାପୀ ୭୭ଟି ନୂଆ ଅଫ୍‌ଲାଇନ ଟେକ୍ନୋଲୋଜି ସକ୍ଷମ ଲର୍ଣ୍ଣିଂ

ବାଲିଯାତ୍ରା ପରିଚାଳନା ଟେଣ୍ଡରରେ ଅନିୟମିତତା ନେଇ ଅଭିଯୋଗ

ଭୁବନେଶ୍ୱର/କଟକ: ନିକଟରେ ହେବାକୁଥିବା ବିଶ୍ୱ ପ୍ରଶିଦ୍ଧ କଟକ ବାଲିଯାତ୍ରା ଟେଣ୍ଡରରେ ଅନିୟମିତତାନେଇ ଅଭିଯୋଗ ହୋଇଛି । ଉକ୍ତ ଅଭିଯୋଗ ଆଣିଛନ୍ତି ପ୍ରିଲ୍ୟୁଡ଼ ଏଜେନ୍ସି ଏବଂ ଏଥି ସହିତ ସଂସ୍ଥା ପକ୍ଷରୁ ରାଜ୍ୟ ରାଜସ୍ୱ ଏବଂ ପରିଚାଳନା ମନ୍ତ୍ରୀଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଛି । ସୂଚନା

ଅମରାବତୀ ଡ୍ରୋନ ସମ୍ମିଳନୀରେ ବିଜୟ ହାସଲ କଲା ଓଡ଼ିଶା ସ୍ଥିତ ବନଭିଏରୋ

ଭୁବନେଶ୍ୱର: ଅମରାବତୀ ଡ୍ରୋନ୍ ସମ୍ମିଳନୀ ଅବସରରେ ଆୟୋଜିତ ଭାରତର ଅନ୍ୟତମ ବୃହତମ ଡ୍ରୋନ ହ୍ୟାକାଥନରେ ଓଡ଼ିଶା ସ୍ଥିତ ବନଭିଏରୋ ବିଜୟ ହାସଲ କରିଛି । ଏହି କାର୍ଯ୍ୟକ୍ରମରେ ୫୦୦ରୁ ଅଧିକ ଅଂଶଗ୍ରହଣକାରୀ ସାମିଲ ହୋଇଥିଲେ ଏବଂ ସେମାନେ ଡ୍ରୋନ ପ୍ରଯୁକ୍ତିରେ ରହିଥିବା ଆହ୍ୱାନଗୁଡ଼ିକର

ଆଗାମୀ ଦିନରେ ଶିଳ୍ପାୟନ ଦୃଷ୍ଟିକୋଣରୁ ଶୀର୍ଷ ୫ ସ୍ଥାନରେ ରହିବ ରାଜ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଟାଇମ୍ସ ଗ୍ରୁପ ପକ୍ଷରୁ ଅନୁଷ୍ଠିତ ଟାଇମ୍ସ ବିଜନେସ ଆୱାର୍ଡ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଏହାକୁ ଉଦଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରୁ ୧୫ଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି ।

ଓଏଏସ ପରୀକ୍ଷାରେ କାକ୍ସର ଅଦ୍ଭୂତପୂର୍ବ ସଫଳତା ; ଶୀର୍ଷ ୧୦ରେ ଦୁଇ ଜଣ, ସହ ମୋଟ ୯୨ ଜଣ ସଫଳ

ଭୁବନେଶ୍ୱର : ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ୨୦୨୨ ମସିହା ପାଇଁ ଅନୁଷ୍ଠିତ ଓଡ଼ିଆ ସିଭିଲ ସର୍ଭିସେସ ପରୀକ୍ଷାର ଫଳ ପ୍ରକାଶ ପାଇଛି ଓ ଏଥିରେ ଚୂଡାନ୍ତ ରାଉଣ୍ଡରେ ଇଣ୍ଟରଭିଉ ଦେଇଥିବା ୧୩୬୭ ପରୀକ୍ଷାର୍ଥୀ ମଧ୍ୟରୁ ମୋଟ ୭୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେଇଛନ୍ତି ଓ ଏଥି ମଧ୍ୟରୁ କଳିଙ୍ଗ

ଆଲେକଜାଣ୍ଡାରଙ୍କୁ ଶ୍ରେଷ୍ଠ ପ୍ରେରଣାଦାୟକ ଶିକ୍ଷାବିତ ସମ୍ମାନ

ଇଣ୍ଟରଭ୍ୟୁ ଟାଇମ୍ସ ଦ୍ଵାରା ସମ୍ମାନିତ କରାଯାଇଥିବା ଶ୍ରେଷ୍ଠ ୨୦ ଜଣ ବ୍ୟକ୍ତିତ୍ଵଙ୍କ ଭିତରେ ଆଲେକ୍ସ୍ ଅନ୍ୟତମ ଭୁବନେଶ୍ଵର : ଯାଜପୁର ଜିଲ୍ଲାର ସୁନାମଧନ୍ୟ ଶିକ୍ଷାନୁଷ୍ଠାନ କଳିଙ୍ଗ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସର ଅଧ୍ୟକ୍ଷ ଇଂ ଆଲେକଜାଣ୍ଡାର ଦାସଙ୍କୁ ଶ୍ରେଷ୍ଠ ପ୍ରେରଣାଦାୟକ