Browsing Category

ଖବର

ବଙ୍ଗୋପ ସାଗରରେ ଲଘୁଚାପ – ରଜ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର - ଜୁନ୍‌ ୮ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାଷ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୯ତାରିଖରୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାର ପ୍ରଭାବରେ ରଜ ପୂର୍ବରୁ…

ସମସ୍ତ ବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଆସନ୍ତା ମାସ ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର…

ଭୁବନେଶ୍ୱର - ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟର ନାମଲେଖା ପ୍ରକ୍ରିୟା ଆସନ୍ତା ମାସ ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା, ବ୍ଲକ, ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ଦ୍ୱାରା ଜାରି…

ସଟ୍‍ଡାଉନ୍‍ ନିୟମକୁ ଚାଲେଞ୍ଜ- ହାଇକୋର୍ଟରେ ରୁଜୁ ହେଲା ଜନସ୍ୱାର୍ଥ ମାମଲା

କଟକ - ରାଜ୍ୟ ସରକାର ୨୦୨୦, ଜୁନ୍‍ ୧ ତାରିଖରେ ଜାରି କରିଥିବା ନୂଆ ନିୟମାବଳୀରେ ୧୧ଟି ଜିଲ୍ଲାରେ ସପ୍ତାହକୁ ଦୁଇ ଦିନ ସଟ୍‍ଡାଉନ୍‍ ସଂର୍ପକିତ ନିଷ୍ପତ୍ତି ବିରୋଧରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ‘କ୍ଲାପ୍‍’ ସଭାପତି ଡକ୍ଟର ବିକାଶ ଦାସଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ…

ଜିଓ ପ୍ଲାଟଫର୍ମସ୍‌ରେ ୯୦୯୩.୬୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଆବୁଧାବିର ନିବେଶକାରୀ ସଂସ୍ଥା ମୁବାଦଲା

ଛଅ ସପ୍ତାହରେ ଅଗ୍ରଣୀ ବିଶ୍ୱସ୍ତରୀୟ ନିବେଶକଙ୍କଠାରୁ ୮୭,୬୫୫.୩୫ କୋଟି ଟଙ୍କାର ପୁଞ୍ଜିନିବେଶ ହାସଲ କରିଛି ଜିଓ ପ୍ଲାଟଫର୍ମସ୍‌ ଶ୍ରୀଯୁକ୍ତ ମୁକେଶ ଅମ୍ବାନି: ଭାରତକୁ ବିଶ୍ୱର ଅଗ୍ରଣୀ ଡିଜିଟାଲ୍ ରାଷ୍ଟ୍ରରେ ପରିଣତ କରିବା ଲାଗି ଜିଓର ରହିଥିବା ଲକ୍ଷ୍ୟକୁ ଏହି ନିବେଶ ଆହୁରି…

କୁକୁଡ଼ା ମାଂସ ଏବଂ ଅଣ୍ଡା ସ୍ୱାସ୍ଥ୍ୟ ପକ୍ଷେ ହାନିକାରକ ନୁହେଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି

ଭୁବନେଶ୍ୱର - କୁକୁଡ଼ା ମାଂସ ଏବଂ ଅଣ୍ଡା ସ୍ୱାସ୍ଥ୍ୟ ପକ୍ଷେ ହାନିକାରକ ନୁହେଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ସଚିବ ରଘୁବୀର ପ୍ରସାଦ କହିଛନ୍ତି, ପ୍ରଚାରିତ ହେଉଥିବା ଏ ସମ୍ପର୍କୀତ ନକାରାତ୍ମକ ଖବରର କୌଣସି ସତ୍ୟତା ନାହିଁ । ନିକଟରେ ସାମାଜିକ…

ଚଳିତ ବର୍ଷ ଯୁକ୍ତ୩ ଛାତ୍ରଛାତ୍ରୀମାନଙ୍କର ଦ୍ୱିତୀୟ ଏବଂ ଚତୁର୍ଥ ସେମିଷ୍ଟାର୍ ପରୀକ୍ଷା ହେବ ନାହିଁ

ଭୁବନେଶ୍ୱର - ଚଳିତ ବର୍ଷ +୩ ଛାତ୍ରଛାତ୍ରୀମାନଙ୍କର ଦ୍ୱିତୀୟ ଏବଂ ଚତୁର୍ଥ ସେମିଷ୍ଟାର୍ ହେବ ନାହିଁ। ସେହିପରି ସ୍ନାତକୋତର ଛାତ୍ରଛାତ୍ରୀଙ୍କର ଦ୍ୱିତୀୟ ସେମିଷ୍ଟାରକୁ ମଧ୍ୟ ବାତିଲ୍ କରାଯାଇଛି। ଆଜି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟର…

ରାଜ୍ୟରେ ଦେଢ ହଜାରେ ଟପିଲା କରୋନ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନଶ୍ୱର - ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଆଉ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୫୧୭ରେ ପହଞ୍ଚିଛି । ତେବେ ଆଜି ସୁବର୍ଣ୍ଣପୁରରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ…

ଅମ୍ପନ ବାତ୍ୟା ପରବର୍ତ୍ତୀ ପୁର୍ନନିର୍ମାଣ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅମ୍ପନ ବାତ୍ୟା ପରବର୍ତ୍ତୀ ପୁର୍ନନିର୍ମାଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ସଂକ୍ରମଣର ଭୟକୁ ଖାତିର ନକରି ଅମ୍ପନ ବାତ୍ୟା ସମୟରେ ଆମର ସରକାରୀ କର୍ମଚାରୀମାନେ, ଜନପ୍ରତିନିଧିମାନେ ଲୋକଙ୍କ ଜୀବନ ବଞ୍ଚାଇବା…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରରେ ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା…

ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରରେ ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଏହି ସମୟରେ ସେ କହିଛନ୍ତି, ଆମେ ସମସ୍ତେ ଲକ୍‍ଡାଉନ୍‍ର ଦୁଇ ମାସ ସମୟ ଅତିକ୍ରମ କରିଛେ । ଏହା ଆମକୁ ବହୁତ କିଛି ଶିକ୍ଷା ଦେଇଛି । ତେବେ…

ଓୟୁଏଟି ସ୍ନାତକ ପାଠ୍ୟକ୍ରମ ପାଇଁ ଆବେଦନର ସମୟସୀମାକୁ ଚଳିତମାସ ଶେଷ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର - ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପକ୍ଷରୁ ସ୍ନାତକ ପାଠ୍ୟକ୍ରମ ପାଇଁ ଆବେଦନର ସମୟସୀମାକୁ ଚଳିତମାସ ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଅନ୍‍ଲାଇନରେ ଏହି ଆବେଦନ କରିହେବ ଏବଂ ଆସନ୍ତାମାସ ପହିଲା ସୁଦ୍ଧା ଫି’ ଦାଖଲ କରାଯାଇ ପାରିବ ବୋଲି ବିଶ୍ୱବିଦ୍ୟାଳୟ…