Sign in
Sign in
Recover your password.
A password will be e-mailed to you.
Browsing Category
ଖବର
ଏକ ହଜାର ବିଧବା ମହିଳାଙ୍କ ପାଇଁ ଉଦ୍ଦିଷ୍ଟ କ୍ରିଷ୍ଣା କୁଟୀରକୁ ବୃନ୍ଦାବନଠାରେ ଉଦଘାଟିତ
ବୃନ୍ଦାବନ .- ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମେନକା ସଂଜୟ ଗାନ୍ଧୀଙ୍କ ସହ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ, ବିଧବା ମହିଳାମାନଙ୍କ ପାଇଁ ଉତ୍ତରପ୍ରଦେଶ ମଥୁରାର ବୃନ୍ଦାବନଠାରେ କ୍ରିଷ୍ଣା କୁଟୀରର ଉଦଘାଟନ କରିଛନ୍ତି । ଉତ୍ତର ପ୍ରଦେଶର ମହିଳା କଲ୍ୟାଣ ମନ୍ତ୍ରୀ ପ୍ରୋଫେସର…
ନେଦରଲାଣ୍ଡରେ ଚତୁର୍ଥ ଅନ୍ତରାଷ୍ଟ୍ରୀୟ ଆୟୁର୍ବେଦ ସମ୍ମିଳନୀକୁ ଉଦଘାଟନ କରିବେ ଆୟୁଷ ମନ୍ତ୍ରୀ
ନୂଆଦିଲ୍ଲୀ .- ଆୟୁଷ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶ୍ରୀପଦ ୟେସୋ ନାଏକ ଶନିବାରରେ ନେଦରଲାଣ୍ଡରେ ଚତୁର୍ଥ ଅନ୍ତରାଷ୍ଟ୍ରୀୟ ଆୟୁର୍ବେଦ ସମ୍ମିଳନୀର ଉଦଘାଟନ କରିଛନ୍ତି । ମନ୍ତ୍ରୀ ୧-୪ ସେପ୍ଟେମ୍ବର, ୨୦୧୮ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ନେଦରଲାଣ୍ଡ…
ଇଣ୍ଡିଆ ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଦିଗରେ ଏକ ବୃହତ ପଦକ୍ଷେପ – ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ.- ନୂଆଦିଲ୍ଲୀର ତାଲକୋଟ୍ରା ଷ୍ଟାଡିୟମ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କ (ଆଇପିପିବି)ର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀରେ ଆୟୋଜିତ ମୁଖ୍ୟ କାର୍ଯ୍ୟକ୍ରମ ସହିତ ସାରା ଦେଶର ୩ ହଜାରରୁ ଊର୍ଦ୍ଧ୍ଵ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମ…
ଭାରତ ୨୦୨୫ ରେ ରପ୍ତାନୀ ଦୁଇଗୁଣ କରିବ
ନୂଆଦିଲ୍ଲୀ.-କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ତଥା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁ ଅଗଷ୍ଟ ୨୭ ତାରିଖରେ ବିଭିନ୍ନ ରପ୍ତାନୀ ଭାଗିଦାରୀ ଏବଂ ବାଣିଜ୍ୟ ମନ୍ତ୍ରଣାଳୟର ଅଧିକାରୀମାନଙ୍କ ସହ ବୈଠକ କରିଥିଲେ ଯେଉଁଥିରେ ଭାରତର ରପ୍ତାନୀରେ ନୂତନ ଶକ୍ତି ଭରିବା ଏବଂ ଏହାକୁ ୨୦୧୫…
ଡ୍ରୋନ ଉଡାଣ ପାଇଁ କେନ୍ଦ୍ରସରକାରଙ୍କ ଅନୁମତି, ବିଦେଶୀ ଉଡଇ ପାରିବେନି ଡ୍ରୋନ
୨-୧୮ ଡିସେମ୍ବର ୧ ତାରିଖରୁ ନୂତନ ନିୟମ ଲାଗୁ
ରିମୋଟଲି ପାଇଲଟେଡ ଏୟାରକ୍ରାଫ୍ଟ ସିଷ୍ଟମ ଡିଜିଟାଲ ସ୍କାଏ ପ୍ଲାଟଫର୍ମ ଦ୍ୱାରା ପରିଚାଳିତ ହେବ ।
ଘୂର୍ଣ୍ଣୀବଳୟ ସୃଷ୍ଟି, ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର.- ଓଡିଶାର ଉତ୍ତର ଓ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣୀବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓ ପଶ୍ଚିମ ଓଡିଶାରେ ଏହାର ପ୍ରଭାବରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।…
ନେପାଳ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ.- ଦୁଇ ଦିନିଆ ନେପାଳ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି ଯାଇଛନ୍ତି । ବିମଷ୍ଟେକର ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ସେ କାଠମାଣ୍ଡୁରେ ପହଞ୍ଛନ୍ତି । ଏହା ପୂର୍ହକୁ ସେ ନୂଆ ଦିଲ୍ଲୀରେ ଏହି ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ପଡ଼ୋଶୀଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ ଲାଗି…
ଭୂବିଜ୍ଞାନ ମନ୍ତ୍ରଣାଳୟର ଅମ୍ବ୍ରେଲା ସ୍କିମ – ମହାସାଗର ସେବା, ପ୍ରଯୁକ୍ତି, ଅନୁଧ୍ୟାନ, ସମ୍ବଳ ମଡେଲିଂ,…
ନୂଆଦିଲ୍ଲୀ.-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ କମିଟି (ସିସିଇଏ) ଆଜି ଭୂବିଜ୍ଞାନ ମନ୍ତ୍ରଣାଳୟର ମହାସାଗରୀୟ ସେବା, ପ୍ରଯୁକ୍ତି, ଅନୁଧ୍ୟାନ, ସମ୍ବଳ ପ୍ରତିରୋପଣ ଏବଂ ବିଜ୍ଞାନ (ଓ-ସ୍ମାର୍ଟ)’କୁ ଅନୁମୋଦନ…
ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ାପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ନୂଆଦିଲ୍ଲୀ.-ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ା ପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
“ଜାତୀୟ କ୍ରୀଡ଼ା ଦିବସ ଅବସରରେ ସମସ୍ତ କ୍ରୀଡ଼ାପ୍ରେମୀଙ୍କୁ ଅଭିନନ୍ଦନ । ଅସାଧାରଣ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କୁ ତାଙ୍କ ଜୟନ୍ତୀ ଅବସରରେ…
ଖୋଲିଲା ହୀରାକୁଦଡ୍ୟାମର ୨୦ ଗେଟ୍, ଖୋଲିବ ଆଉ ୫, ମହାନଦୀରେ ବନ୍ୟା ଆଶଙ୍କା
ଭୁବନେଶ୍ୱର.- ମଙ୍ଗଳବାରରେ ହୀରାକୁଦ ନଦୀବନ୍ଧର ୨୦ଟି ଗେଟ୍ ଖୋଲାଯାଇଛି । ଏଥିଯୋଗୁଁ ମହାନଦୀର ନିମ୍ନ ଅବବାହିକାରେ ବନ୍ୟା ଆଶଙ୍କା ଦେଖାଦେଇଛି । ହୀରାକୁଦ ଡ୍ୟାମରେ ପ୍ରତି ସେକେଣ୍ଡରେ ୧,୩୪,୭୨୭ ଘନଫୁଟ୍ ଜଳ ପ୍ରବେଶ ହେଉଥିବା ବେଳେ ୨,୫୧,୧୪୫ ଘନଫୁଟ୍ ଜଳ ନିଷ୍କାସିତ ହେଉଛି । ଏଥିପାଇଁ…