Browsing Category

ଓଡିଶା

ଅନ୍‍ଲାଇନ୍‍ ପ୍ରଦୂଷଣ ପ୍ରମାଣପତ୍ର ବାଧ୍ୟତାମୂଳକ

ଭୁବନେଶ୍ୱର- ରାଜ୍ୟରେ ଅକ୍ଟୋବର ପହିଲାରୁ ଅନ୍‍ଲାଇନ୍‍ ପ୍ରଦୂଷଣ ପ୍ରମାଣପତ୍ରକୁ ବାଧ୍ୟତାମୂଳକ କରାଯାଇଛି । ନୂତନ ମୋଟରଯାନ ଆଇନ୍‍ ଅନୁସାରେ ବିନା ପ୍ରଦୂଷଣ ପ୍ରମାଣପତ୍ରରେ କୌଣସି ଯାନ ଚଳାଚଳ କରିପାରିବ ନାହିଁ । ଚଳିତମାସ ୧ ତାରିଖରୁ ସାରା ଦେଶରେ ନୂତନ ମୋଟରଯାନ ଆଇନ୍‍ କାର୍ଯ୍ୟକାରୀ…

ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର -   ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ  ପରିଣତ ହେଉଥିବାରୁ ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର  ସମ୍ଭାବନା ରହିଛି । ଏହି ବର୍ଷା ୨୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।…

ପୁଣି ଓଡ଼ିଶାରେ ପୁଞ୍ଜି ନିବେଶ କରିବା ପାଇଁ ଦକ୍ଷିଣ କୋରିଆ

ଭୁବନେଶ୍ୱର - ପୁଣି ଓଡ଼ିଶାରେ ପୁଞ୍ଜି ନିବେଶ କରିବା ପାଇଁ ଦକ୍ଷିଣ କୋରିଆ ଆଗ୍ରହ ପ୍ରକାଶ କରିଥିବା ଜଣାପଡ଼ିଛି । ଏ ନେଇ ଦକ୍ଷିଣ କୋରିଆ ରାଷ୍ଟ୍ରଦୂତ ସିନ୍‍ ବଙ୍ଗ୍‍ କିଲ୍‍ ଏକ ପ୍ରତିନିଧି ଦଳଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି । ଦକ୍ଷିଣ କୋରିଆ…

ଜୁନାଗଡ଼ର ଅଧିଷ୍ଟାତ୍ରି ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ

କଳାହାଣ୍ଡି - କଳାହାଣ୍ଡି ଜିଲ୍ଲାର ପୁରାତନ ରାଜଧାନୀ ଜୁନାଗଡ଼ର ଅଧିଷ୍ଟାତ୍ରି ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ସମ୍ପପନ୍ନ ହୋଇଛି । ଆଶ୍ୱୀନ ମାସ ମୂଳାଷ୍ଟମୀ ସନ୍ଧ୍ୟାରେ ମା’ ଲଙ୍କେଶ୍ୱରୀଙ୍କ ପଟଖଣ୍ଡାକୁ ପୁଝାରୀ ଓ ଅନ୍ୟ ଏକ ଖଣ୍ଡାକୁ ସଂଗୁଆରୀ ଧରି ମୁଖ୍ୟ ମନ୍ଦିରରୁ…

ବ୍ୟାଙ୍କ ଧର୍ମଘଟ ପ୍ରତ୍ୟାହୃତ

ନୂଆଦିଲ୍ଲୀ - ବ୍ୟାଙ୍କ ସଂଘଗୁଡିକ ଚଳିତମାସ ୨୬ ଏବଂ ୨୭ ତାରିଖ ଦୁଇଦିନ ଧରି ହେବାକୁଥିବା ସେମାନଙ୍କ ଧର୍ମଘଟ ଡାକରାରୁ ଓହରି ଯାଇଛନ୍ତି । କେନ୍ଦ୍ର ଅର୍ଥସଚିବଙ୍କ ସହ ଆଲୋଚନାପରେ ସଂଘ ଧର୍ମଘଟରୁ ଓହରିଯିବାକୁ ନିଷ୍ପତ୍ତି ନେଇଛି । ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମିଶ୍ରଣ, ବେତନ ସଂଶୋଧନ,…

୨୫ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର - ଆସନ୍ତା ୨୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମିଳିଥିବା ସୂଚନା ଅନୁଯାୟୀ ଏହାର ପ୍ରଭାବରେ ୨୫ ତାରିଖଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅନ୍ୟ…

ନାବାଳିକା ଗଣ ଦୁଷ୍କର୍ମ ମାମଲାରେ ୧୦ ବର୍ଷ ଜେଲ୍‌

ବରଗଡ - ବରଗଡ ଜିଲ୍ଲା କଲ୍ୟାଣସିଂପୁର ଥାନା ଅଞ୍ଚଳରେ ହୋଇଥିବା ଏକ ନାବାଳିକା ଗଣଦୁଷ୍କର୍ମ ମାମଲାର ବିଚାର କରି ସ୍ୱତନ୍ତ୍ର ପକ୍‍ସୋ ଅଦାଲତ ଶୁକ୍ରବାରରେ ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ୨୦୧୭ ଅକ୍ଟୋବର ୨୩ତାରିଖରେ ଅଭିଯୁକ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା ।

ବଜ୍ରକବାଟୀସ୍ଥିତ ବିଏସ୍‍ଏନ୍‍ଏଲ୍‍ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ

କଟକ - କଟକ ବଜ୍ରକବାଟୀସ୍ଥିତ ବିଏସ୍‍ଏନ୍‍ଏଲ୍‍ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏଥିରେ ଲକ୍ଷାଧିକ ଟଙ୍କା ଯନ୍ତ୍ରାଂଶ ପୋଡିଯିବା ସହ ତିନୋଟି ଜିଲ୍ଳାର ବିଏସଏନଏ୍‍ ସେବା ବ୍ୟାହତ ହୋଇଛି । ଶୁକ୍ରବାର ଦିନ ସାଢେ ୧୨ଟା ସମୟରେ ବଜ୍ରକବାଟିସ୍ଥିତ ବିଏସ୍‍ଏନଏଲ୍‍…

ହିମାଳୟ ପ୍ୟୁରିଫାଇଙ୍ଗ ନିମ ଫେସୱାସ ପକ୍ଷରୁ ଭୁବନେଶ୍ୱରରେ ସର୍ବ ଭାରତୀୟ ଅଭିଯାନ “ମାଇଁ ଫାର୍ଷ୍ଟ ପିମ୍ପଲ” ର ତୃତୀୟ…

ଭୁବନେଶ୍ୱର: ଭାରତର ଅଗ୍ରଣୀ ଫେସୱାସ ବ୍ରାଣ୍ଡ ହିମାଳୟାନ ପ୍ୟୁରିଫାଇଙ୍ଗ ନିମ ଫେସ ୱାସ ପକ୍ଷରୁ ଅଭିଯାନ “ମାଇଁ ଫାର୍ଷ୍ଟ ପିମ୍ପଲ” ର ତୃତୀୟ ପର୍ଯ୍ୟାୟ ସାନ୍ତନୁ ଇଂରାଜୀ ମିଡିୟମ ବିଦ୍ୟାଳୟରେ ଆୟୋଜିତ ହୋଇଛି। “ମାଇଁ ଫାର୍ଷ୍ଟ ପିମ୍ପଲ” ଅଭିଯାନ ଏକ ସ୍ୱତନ୍ତ୍ର ପଦକ୍ଷେପ ଯାହା ୧୩-୧୪ ବର୍ଷର…

ରାଜ୍ୟର ବିଭିନ୍ନ ସ୍ଥାନରେ ଡେଙ୍ଗୁର ପ୍ରଭାବ, ୨୦୦ ରକ୍ତ ନମୁନାରୁ ୩୦ ପଜେଟିଭ୍‌

କଟକ- ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଡେଙ୍ଗୁର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି । କଟକ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ରୋଗୀଙ୍କ ରକ୍ତ ନମୁନା ପରୀକ୍ଷାରୁ ଡେଙ୍ଗୁ ରୋଗ ଥିବା ଚିହ୍ନଟ କରାଯାଇଛି । କଟକ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଅନ୍ୟପକ୍ଷରେ…