Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୫ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର - ଆସନ୍ତା ୨୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମିଳିଥିବା ସୂଚନା ଅନୁଯାୟୀ ଏହାର ପ୍ରଭାବରେ ୨୫ ତାରିଖଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅନ୍ୟ…
ନାବାଳିକା ଗଣ ଦୁଷ୍କର୍ମ ମାମଲାରେ ୧୦ ବର୍ଷ ଜେଲ୍
ବରଗଡ - ବରଗଡ ଜିଲ୍ଲା କଲ୍ୟାଣସିଂପୁର ଥାନା ଅଞ୍ଚଳରେ ହୋଇଥିବା ଏକ ନାବାଳିକା ଗଣଦୁଷ୍କର୍ମ ମାମଲାର ବିଚାର କରି ସ୍ୱତନ୍ତ୍ର ପକ୍ସୋ ଅଦାଲତ ଶୁକ୍ରବାରରେ ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ୨୦୧୭ ଅକ୍ଟୋବର ୨୩ତାରିଖରେ ଅଭିଯୁକ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା ।
ବଜ୍ରକବାଟୀସ୍ଥିତ ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
କଟକ - କଟକ ବଜ୍ରକବାଟୀସ୍ଥିତ ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏଥିରେ ଲକ୍ଷାଧିକ ଟଙ୍କା ଯନ୍ତ୍ରାଂଶ ପୋଡିଯିବା ସହ ତିନୋଟି ଜିଲ୍ଳାର ବିଏସଏନଏ୍ ସେବା ବ୍ୟାହତ ହୋଇଛି ।
ଶୁକ୍ରବାର ଦିନ ସାଢେ ୧୨ଟା ସମୟରେ ବଜ୍ରକବାଟିସ୍ଥିତ ବିଏସ୍ଏନଏଲ୍…
ହିମାଳୟ ପ୍ୟୁରିଫାଇଙ୍ଗ ନିମ ଫେସୱାସ ପକ୍ଷରୁ ଭୁବନେଶ୍ୱରରେ ସର୍ବ ଭାରତୀୟ ଅଭିଯାନ “ମାଇଁ ଫାର୍ଷ୍ଟ ପିମ୍ପଲ” ର ତୃତୀୟ…
ଭୁବନେଶ୍ୱର: ଭାରତର ଅଗ୍ରଣୀ ଫେସୱାସ ବ୍ରାଣ୍ଡ ହିମାଳୟାନ ପ୍ୟୁରିଫାଇଙ୍ଗ ନିମ ଫେସ ୱାସ ପକ୍ଷରୁ ଅଭିଯାନ “ମାଇଁ ଫାର୍ଷ୍ଟ ପିମ୍ପଲ” ର ତୃତୀୟ ପର୍ଯ୍ୟାୟ ସାନ୍ତନୁ ଇଂରାଜୀ ମିଡିୟମ ବିଦ୍ୟାଳୟରେ ଆୟୋଜିତ ହୋଇଛି। “ମାଇଁ ଫାର୍ଷ୍ଟ ପିମ୍ପଲ” ଅଭିଯାନ ଏକ ସ୍ୱତନ୍ତ୍ର ପଦକ୍ଷେପ ଯାହା ୧୩-୧୪ ବର୍ଷର…
ରାଜ୍ୟର ବିଭିନ୍ନ ସ୍ଥାନରେ ଡେଙ୍ଗୁର ପ୍ରଭାବ, ୨୦୦ ରକ୍ତ ନମୁନାରୁ ୩୦ ପଜେଟିଭ୍
କଟକ- ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଡେଙ୍ଗୁର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି । କଟକ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ରୋଗୀଙ୍କ ରକ୍ତ ନମୁନା ପରୀକ୍ଷାରୁ ଡେଙ୍ଗୁ ରୋଗ ଥିବା ଚିହ୍ନଟ କରାଯାଇଛି । କଟକ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଅନ୍ୟପକ୍ଷରେ…
ସିସୋର୍ ଚିଟ୍ଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶଙ୍କୁ ୮ଟି ମାମଲାରେ ଜାମିନ ମଞ୍ଜୁର
କଟକ - ସିସୋର୍ ଚିଟ୍ଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶଙ୍କୁ ପୃଥକ ଭାବେ ଦାୟର ୮ଟି ଆଗୁଆ ଜାମିନ୍ ଆବେଦନ ଉପରେ ହାଇକୋର୍ଟ ଜଷ୍ଟିସ୍ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ଜାମିନ୍ ମଞ୍ଜୁର କରିଛନ୍ତି । ମାମଲାର ବିବରଣୀରୁ ପ୍ରକାଶ ଯେ…
ଗାଡି କାଗପତ୍ର ପ୍ରସ୍ତୁତ ପାଇଁ ଭୁବନେଶ୍ୱରରେ ଖୋଲିବ ଅତିରିକ୍ତ ୫ କେନ୍ଦ୍ର
ଭୁବନେଶ୍ୱର - ଗାଡି ଚାଳକମାନେ ସୁବିଧାରେ ଡ୍ରାଇଭିଂ ଲାଇସେନ୍ସ ଓ ଅନ୍ୟାନ୍ୟ କାଗଜପତ୍ର ପ୍ରସ୍ତୁତ କରିବା ପାଇଁ ଏଣିକି ଅତିରିକ୍ତ କେନ୍ଦ୍ର ଖୋଲାଯିବ ।
ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୫ଟି ଅତିରିକ୍ତ କେନ୍ଦ୍ର ଖୋଲାଯିବ ବୋଲି ରାଜ୍ୟ ପରିବହନ ସଚିବ ଜି. ଶ୍ରୀନିବାସ ସୂଚନା…
୫ଜଣ ନବନିଯୁକ୍ତ ଆଇଏଏସ ଅଫିସରଙ୍କୁ ପୁରୀ ଦାୟିତ୍ୱ
ପୁରୀ - ଶ୍ରୀକ୍ଷେତ୍ର ପୁରୀକୁ ବିଶ୍ୱ ଐତିହ୍ୟରେ ପରିଣତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଉନ୍ନତିକରଣ କାର୍ଯ୍ୟରେ ସହଯୋଗ କରିବା ପାଇଁ ରାଜ୍ୟ ସରକାର ୫ଜଣ ନବନିଯୁକ୍ତି
ଆଇଏଏସ ଅଫିସରଙ୍କୁ ପୁରୀ ପଠାଇଛନ୍ତି । ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର…
ଭୁବନେଶ୍ୱରରେ ଆସନ୍ତା ବର୍ଷ ସେପ୍ଟେମ୍ବରରେ ହେବ ୧୭ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍
ଭୁବନେଶ୍ୱର - ୨୦୨୦ ସେପ୍ଟେମ୍ବର ୨୧ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ୧୭ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ ଅନୁଷ୍ଠିତ ହେବ । ଏଥିପାଇଁ ଫିଫା ପକ୍ଷରୁ ଭୁବନେଶ୍ୱର ସମେତ ଦେଶର ୫ଟି ସହରକୁ ଅନୁଧ୍ୟାନ କରାଯାଇଛି ।
ଟୁର୍ଣ୍ଣାମେଣ୍ଟର ଆୟୋଜନ ଦୌଡ଼ରେ ଥିବା ଅନ୍ୟ ସହରଗୁଡ଼ିକ ହେଲା କୋଲକାତା,…
ଝାରସୁଗୁଡ଼ା-ବିମାନ ବନ୍ଦରରୁ କୋଲକତା ଓ ବେଙ୍ଗାଲୁରକୁ ଉଡିବ ବିମାନ
ଝାରସୁଗୁଡା - ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରକୁ ଆଉ ୨ଟି ନୂଆ ସହର ସହିତ ଯୋଡ଼ିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ବିମାନ
ଚଳାଚଳ ନେଇ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଆଞ୍ଚଳିକ ବିମାନ…