Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁରୀରେ ମଟରସାଇକେଲ ଦୁର୍ଘଟଣାରେ ଭଦ୍ରକ ଦୁଇଜଣଙ୍କର ମୃତ୍ୟୁ, ଜଣେ ଗୁରୁତର
ପୁରୀ .- ପୁରୀ-କୋଣାର୍କ ରାସ୍ତାରେ ଏକ ମଟର ସାଇକେଲ୍ ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଗ୍ରସ୍ତ ହେବାରୁ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଏମାନେ ମାଳତୀପାଟପୁର ଓଭର ବ୍ରିଜ ରାସ୍ତାରେ କୋଣାର୍କ ଆଡକୁ ଯାଉଥିବା ବେଳେ ସେମାନଙ୍କର ମଟର ସାଇକେଲ ଦୁର୍ଘଟଣାଗ୍ରସ୍ତ…
ଜମ୍ମୁ କାଶ୍ମୀରରେ ଓଡିଆ ଜବାନ ସହିଦ
ଶ୍ରୀନଗର . - ଆତଙ୍କବାଦୀଙ୍କ ଗୁଳିରେ ଜଣେ ଓଡିଆ ଜବାନ ସହିଦ ହୋଇଛନ୍ତି । ସହିଦ ହୋଇତିବା ଜବାନଙ୍କ ନାମ ଅଜିତ ସାହୁ । ତାଙ୍କ ଘର ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଅଞ୍ଚଳରେ ।
କାଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀଙ୍କମାନଙ୍କର ମୁକାବିଲା କରିବା ସମୟରେ ଅଜିତ୍ ସହିଦ ହୋଇଛନ୍ତି…
ଜ୍ୱରରେ ମହାବାହୁ , ବ୍ରହ୍ମଗିରିରେ ଦର୍ଶନ ଦେଉଛନ୍ତି ଅଲାରନାଥ
ପୁରୀ . ସ୍ନାନ ପୂର୍ଣ୍ଣମୀରେ ସୁନାକୂଳ ଜଳ ୧୦୮ ଗରା ସ୍ନାନ କରିବା ପରେ ଏବେ ଚତୁର୍ଦ୍ଧା ବିଗ୍ରହଙ୍କୁ ଜ୍ୱର, ରତ୍ନ ସିଂହାସନକୁ ବିଜେ ନକରି ଅଣସର ପିଣ୍ଡିରେ ଦଇତାପତି ସେବକଙ୍କ ସେବା ଶୁଶ୍ରୁଷା ପାଉଛନ୍ତି। ଶ୍ରୀମନ୍ଦିରରେ ପଟି ଦିଅଁଙ୍କୁ ପୂଜାର୍ଚ୍ଚନା କରାଯାଉଛି ।
ବ୍ରହ୍ମଗିରିର…
ସ୍ନାନ ବେଦୀର ଶାସ୍ତ୍ରୀୟ ବାଖ୍ୟା
ଦକ୍ଷିଣାଭିମୁଖେ ଵିଷ୍ଣୌ ସ୍ନାନକାଳେ ନୃପୋତ୍ତମ।
ବିଷ୍ଣୋର୍ନିରାଜନବିଧିଂ ଯେ ପଶ୍ୟନ୍ତି ଚ ଭକ୍ତିତଃ।।
ପଦେ ପଦେऽଶ୍ବମେଧାନାଂ ଫଳଂ ତେଷାଂ ଭବେତ୍ ଧୃବମ୍।
ମନୋରଥସ୍ୟ ସଂସିଦ୍ଧିସ୍ତେଷାଂ ଭବତି ତତ୍-କ୍ଷଣାତ୍ ।
ଅନ୍ତେ ବୈକୁଣ୍ଠଭବନଂ ତେ ଚ ଗଚ୍ଛନ୍ତି ମାନବାଃ ।।
…
ଶ୍ରୀକ୍ଷେତ୍ରରେ ପବିତ୍ରସ୍ନାନ ପୂର୍ଣ୍ଣମୀ ପାଳିତ, ହାତୀବେଶରେ ଦର୍ଶନ, ଭକ୍ତଙ୍କୁ ସ୍ପର୍ଶ ବାରଣ
ପୁରୀ .- ସୋମବାରରେ ଶ୍ରୀକ୍ଷେତ୍ର ସହ ବିଶ୍ୱର ବିଭିନ୍ନ ସ୍ଥାନରେ ପବିତ୍ର ସ୍ନାନ ପୂର୍ଣ୍ଣମୀ ଆଗ୍ରହ ସହକାରେ ପାଳିତ ହେଉଠି , ଶ୍ରୀକ୍ଷେତ୍ରରେ ସକାଳ ୫ଟା ୧୦ ମିନିଟରେ ପହଣ୍ଡି ବିଜେ ଆରମ୍ଭ ହୋଇଥିଲା । ସକାଳ ସାଢେ ୬ଟାରେ ଏହା ଶେଷ ହୋଇଥିଲା ।ମଙ୍ଗଳ ଆଳତି, ମହଲିମ, ତଡ଼ପଲାଗି ଆଦି ନୀତି ଶେଷ…
ସମ୍ବଲପୁର- ନିଜ ଗୁଳିରେ ଆହତ ଜବାନଙ୍କର ମୃତ୍ୟୁ
ସମ୍ବଲପୁର . - ନିଜ ବନ୍ଧୁକରୁ ଗୁଳି ଫୁଟି ଆହତ ହୋଇଥିବା ଜବାନ ବୁଟା ସିଂଙ୍କର ମୃତ୍ୟୁ ହୋଇଛି। ତାଙ୍କ ମୁଣ୍ଡରେ ଗୁଳି ଲାଗିଥିଲା । ଯୁଜୁମରାରେ ଥିବା ସିଆର୍ପିଏଫ କ୍ୟାମ୍ପ
ସମ୍ବଲପୁରରେ ଥିବା ସିଆରପିଏଫ କ୍ୟାମ୍ପରେ ଯବାନ ଙ୍କୁ ୩ରାଉଣ୍ଡ ଗୁଳି
ସମ୍ବଲପୁର ।।ସମ୍ବଲପୁରରେ ଥିବା ସିଆରପିଏଫ କ୍ୟାମ୍ପରେ ଯବାନ ଙ୍କୁ ୩ରାଉଣ୍ଡ ଗୁଳି । ଜୁଜୁମରାରେ ଗୁଳିକାଣ୍ଡ ଘଟିବାରୁ ଜଣେ ସେଣ୍ଟ୍ରାଲ୍ ରିଜର୍ଭ ପୋଲିସ୍ ଫୋର୍ସ (ସିଆର୍ପିଏଫ୍) ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କୁ ଏବେ ଗୁରୁତର ଅବସ୍ଥାରେ ଯୁଜୁମରାରୁ ବୁର୍ଲା ଭିମସର ନିଆ ଯାଇଛି ।…
୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । । ସ୍ଥାନୀୟ ୟୁନିଟ-୩ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମାରୋହରେ ମହାମହୀମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବୀନଙ୍କୁ ଗୋପନୀୟତାର ସହ ଶପଥ ଗ୍ରହଣ…
୨୯ରେ ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ, ରାଜଭବନରେ ହେବ ସମାରୋହ
ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଆଗାମୀ ୨୯ ତାରିଖରେ ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ନବୀନ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ନୂତନ ସରକାର ଗଢ଼ିବା ପାଇଁ ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଜ୍ୟପାଳ ପ୍ରଫେସର ଗଣେଶୀ…
୨୭ରେ ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାବାସୀ ଗ୍ରହଣ କରିଛନ୍ତି । ଚଳିତ ବିଧାନସଭାରେ ବିଜୁ ଜନତା ଦଳ ପୁଣି ଥରେ ଐତିହାସିକ ବିଜୟ ହାସଲ କରିଛି । ବିଜେଡି କ୍ରମାଗତ ଭାବେ ୫ମ ଥର ବିଜୟୀ ହୋଇଛି । ଫଳରେ ଦଳୀୟ ସୁପ୍ରିମୋ ନବୀନ ଚଳିତ ମାସ ୨୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…