Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଫନି ବାତ୍ୟା ପରେ ଉଜୁଡି ଯାଇଛି ନଡିଆ ଓ ପାନ ଚାଷ, ହଜାର ହଜାର ହେକ୍ଟର ଚାଷ ଜମିରେ ଫସଲ ନଷ୍ଟ
ଭୁବନେଶ୍ୱର .- ରାଜ୍ୟର ବାତ୍ୟା ପ୍ରଭାବିତ ୧୪ଟି ଜିଲ୍ଲାର ୮୮ଟି ବ୍ଲକ୍ରେ ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଛି । ପ୍ରାରମ୍ଭିକ ଆକଳନ ଅନୁଯାୟୀ ସମୁଦାୟ ୧,୫୨,୯୮୫ ହେକଫର ଚାଷଜମି ପ୍ରଭାବିତ ହୋଇଥିବାବେଳେ ସେଥିରୁ ୧,୨୧,୯୬୧ ହେକଫର ଚାଷଜମିରେ ୩୩ ପ୍ରତିଶତରୁ ଅଧିକ ଶସ୍ୟହାନି ଘଟିଛି । ସେଥି…
୧୨ ତାରିଖ ସୁଦ୍ଧା ପୁରୀ ବଡଦାଣ୍ଡ , ୧୫ରେ ଗଳି କନ୍ଦିରେ ସ୍ୱାଭାବିକ ହେବ ବିଦ୍ୟୁତ ଯୋଗାଣ
ବିଦ୍ୟୁତ ସଂଯୋଗୀକରଣ ଭିତ୍ତିଭୂମିକୁ ସ୍ୱାଭାବିକ କରିବା ପାଇଁ ତ୍ୱରିତ ବେଗରେ କାର୍ଯ୍ୟ ଚାଲିଛି । ଭୁବନେଶ୍ୱର ସହରରେ ସେସୁ ଅଧୀନସ୍ଥ ତିନୋଟି ଡିଭିଜନର ୧୫୬ଟି ଫିଡର ମଧ୍ୟରୁ ଆଜି ସୁଦ୍ଧା ୬୫ଟି ୧୧ କେଭି ଫିଡର କାର୍ଯ୍ୟକ୍ଷମ ହୋଇପାରିଛି । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୦ ତାରିଖ…
ପୁରୀ, ଭୁବନେଶ୍ୱର କଟକରେ ସ୍ୱାଭାବିକ ହେଲା ପାନୀୟ ଜଳ ଯୋଗାଣ
ଭୁବନେଶ୍ୱର ..- ସହରାଞ୍ଚଳ ପାନୀୟ ଜଳଯୋଗାଣ .- ବାତ୍ୟାରେ ବିଶେଷ ଭାବେ ପ୍ରଭାବିତ ଜିଲ୍ଲାର ସହରାଞ୍ଚଳ ଜଳଯୋଗାଣ ବ୍ୟବସ୍ଥା କ୍ଷତିଗ୍ରସ୍ତ ହୋଇଛି । ରାଜ୍ୟରେ ଥିବା ଜନସ୍ୱାସ୍ଥ୍ୟ ବିଭାଗର ବୈଷୟିକ ବିଶେଷଜ୍ଞ ଓ କୁଶଳୀ ଶ୍ରମିକମାନଙ୍କୁ ନିୟୋଜିତ କରାଯାଇ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପାଇପ…
ବାତ୍ୟାର ୬ ଦିନପରେ ପାନୀୟ ଜଳ ଯୋଗାଣ ଓ ବିଦ୍ୟୁତ ସଂଯୋଗରେ ସୁଧାର ଆସିଲା
ଭୁବନେଶ୍ୱର ..-ବାତ୍ୟା ଫନୀ ଦ୍ୱାରା ପ୍ରଭାବିତ ଲୋକଙ୍କ ସହାୟତା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ପ୍ରଭାବିତ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ଫେରାଇ ଆଣିବା ପାଇଁ ମାନବସମ୍ବଳ, ମେସିନ୍ ଓ ଉପକରଣ ଇତ୍ୟାଦିର ଉପଯୁକ୍ତ ବିନିଯୋଗପୂର୍ବକ ରିଲିଫ୍ ଏବଂ…
ଭୁବନେଶ୍ୱରର ଅନେକ ସ୍ଥାନରେ ଆସିଲା ବିଦ୍ୟୁତ , ୧୨ ତାରିଖ ସୁଦ୍ଧା ସବୁ ସ୍ଥାନରେ ବିଦ୍ୟୁତ ସଂଯୋଗ ହେବ
ଭୁବନେଶ୍ୱର .- ରାଜଧାନୀ ଭୁବନେଶ୍ୱରର ଅନେକସ୍ଥାନରେ ବିଦ୍ୟୁତ ସଂଯୋଗ ଦିଆଯାଇଛି । ବିଦ୍ୟୁତ କର୍ମଚାରୀଙ୍କର ଅହରହ ପରିଶ୍ରମ ଯୋଗୁଁ ଏହା ସମ୍ଭବ ହୋଇ ପାରିଛି । ତେବେ ଚନ୍ଦ୍ର ଶେଖରପୁର -୧, ଶିଖରଚଣ୍ଡୀ, ନନ୍ଦନ ବିହାର, ଇନେଫୋସିଟି ସ ନ୍ୟୁ ଇଣ୍ଡଷ୍ଟ୍ରିଆଲ୍ ଏରିଆ, ଡୁମଡୁମା ହାଉସିଂ ବୋର୍ଡ,…
କେବଳ ଓଡିଶା ପ୍ରାର୍ଥୀଙ୍କ ପାଇଁ ଟାଟା ଷ୍ଟିଲ ପକ୍ଷରୁ କଳିଙ୍ଗନଗର ପାଇଁ ଟ୍ରେଡ୍ ଆପ୍ରେନ୍ଟିସ୍ ନିଯୁକ୍ତି ଅଭିଯାନ
ଭୁବନେଶ୍ୱର: ଟାଟା ଷ୍ଟିଲ୍ ପକ୍ଷରୁ ଏହାର କଳିଙ୍ଗ ନଗର କାରଖାନା ପାଇଁ ସ୍ୱତନ୍ତ୍ର ଭାବେ ଓଡ଼ିଶା ରାଜ୍ୟରେ ବସବାସ କରୁଥିବା ପ୍ରାର୍ଥୀମାନଙ୍କ ଠାରୁ ଟ୍ରେଡ୍ ଆପ୍ରେନ୍ଟିସ୍ ଆବେଦନ ଆହ୍ୱାନ କରାଯାଇଛି।
ବର୍ତମାନର ନିଯୁକ୍ତିର ଦେଖାଶୁଣା କରୁଥିବା ଟାଟା ଷ୍ଟିଲ୍ର କାପାବିଲିଟି ଡେଭେଲପ୍ମେଂଟ୍…
କାଲି ସନ୍ଧ୍ୟାରେ ପୁରୀ ଛୁଇଁବ ଫୋନି, ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ଶୁକ୍ରବାର ସନ୍ଧ୍ୟା ୫ଟା ୩୦ରେ ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯିବା ପରେ ଉପକୂଳବର୍ତ୍ତୀ ଜିଲ୍ଳା ଯଥା ପୁରୀ, ଗଂଜାମ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱରର ଲୋକଙ୍କ ମନୟରେ ଭୟ…
ଆଜି ତାଣ୍ଡବ ରଚାଇପାରେ ଘୂର୍ଣ୍ଣିଝଡ଼ ‘ଫୋନି’, ଏନଡିଆରଫ-ତଟରକ୍ଷୀ ବାହିନୀ ପ୍ରସ୍ତୁତ
ଭୁବନେଶ୍ୱର: ସାମୁଦ୍ରିକ ଝଡ ‘ଫୋନି’ ସୋମବାର ସନ୍ଧ୍ୟାରେ ଆହୁରି ଭୟଙ୍କର ରୂପ ନେଇଛି । ଭାରତୀୟ ପାଣିପାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଫୋନି ଉପକୂଳକୁ ଛୁଇଁବ । ତେଣୁ ମୁକାବିଲା ପାଇଁ ଏନଡିଆରଫ ଓ ତଟରକ୍ଷୀ ବାହିନୀ ପ୍ରସ୍ତୁତ ଅଛନ୍ତି ।
ପୂର୍ବରୁ ଆଶା…