Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଣସଂକ୍ରାମକ ରୋଗ ଉପରେ ଗୋଲଟେବୁଲ ଆଲୋଚନା
ଭୁବନେଶ୍ୱର: ରିଚ୍ (ରିସୋର୍ସ ଗ୍ରୁପ୍ ଫର୍ ଏଜୁକେସନ୍ ଆଣ୍ଡ ଆଡଭୋକେସି ଫର କମ୍ୟୁନିଟି ହେଲ୍ଥ) ପକ୍ଷରୁ ଭୁବନେଶ୍ୱରର ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ "ଅଣ ସଂକ୍ରାମକ ରୋଗ (ଏନସିଡି: ବିଜ୍ଞାନ ଓ ଗଣମାଧ୍ୟମକୁ ଏକାଠି କରିବା’ ଶୀର୍ଷକ ଏକ ଗଣମାଧ୍ୟମ ଗୋଲଟେବୁଲ ଆଲୋଚନା ଚକ୍ର ଅନୁଷ୍ଠିତ!-->…
ଭୁବନେଶ୍ୱର ପହଂଚିଛି ବିର୍ଲା ଓପସ୍ ଇଂଟରାକ୍ଟିଭ ଏକ୍ସପୋ
ବିର୍ଲା ଓପସ୍ ପ୍ରଡକ୍ଟ ଶୃଙ୍ଖଳାର ଅନନ୍ୟ ଫିଚରଗୁଡିକର ଅନୁଭୂତି ପାଇବା ପାଇଁ ବ୍ୟାଣିଜ୍ୟ ସମୁଦାୟ ସ୍ୱତନ୍ତ୍ର ପହଂଚ ହାସଲ କରିଛିଭୁବନେଶ୍ୱର, ୧୨ ଜୁଲାଇ ୨୦୨୪: ଫେବୃଆରୀ ୨୦୨୪ରେ ଆଦିତ୍ୟ ବିର୍ଲା ଗ୍ରୁପ୍ “ବିର୍ଲା ଓପସ୍’ର ଲଂଚ୍ ସହିତ ପେଂଟ୍ ଶିଳ୍ପରେ ପ୍ରବେଶ କରିଥିଲା । ବିର୍ଲା!-->…
ଡାଲମିଆ ଭାରତ ପକ୍ଷରୁ ରଥ ଯାତ୍ରା ୨୦୨୪ରେ ଓଡ଼ିଶାର ରଥ ଶିଳ୍ପକାରମାନଙ୍କୁ ଡିଏସପି ଏକ୍ସପର୍ଟ ରଥ ଶିଳ୍ପକାର ସମ୍ମାନ…
ପୁରୀ : ଓଡ଼ିଶା ଏବଂ ଏହାର ପରମ୍ପରା ପ୍ରତି କମ୍ପାନୀର ଦୀର୍ଘଦିନର ପ୍ରତିବଦ୍ଧତାକୁ ଦୋହରାଇ ଭାରତର ଅଗ୍ରଣୀ ସିମେଂଟ ନିର୍ମାତା ଡାଲମିଆ ଭାରତ ଲିମିଟେଡ (ଡିବିଏଲ୍), ଏହାର ‘ସାଲ୍ୟୁଟିଂ ଦି ଏକ୍ସପର୍ଟ' କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର କୁଶଳୀ ରଥ ଶିଳ୍ପକାରମାନଙ୍କୁ!-->…
ଓଡିଏମ ଏଜୁକେସନାଲ ଗ୍ରୁପର ୧୪୨ ଜଣ ଶିକ୍ଷକଙ୍କୁ ସ୍କୁଲ ଇନୋଭେସନ ଆମ୍ବାସାଡର ମାନ୍ୟତା
ଭୁବନେଶ୍ୱର: ଓଡିଏମ୍ ଏଜୁକେଶନାଲ ଗ୍ରୁପ୍ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ସ୍ୱରୂପ ଭାରତର ଶିକ୍ଷା ମନ୍ତ୍ରଣାଳୟ ଏହାର ୧୪୨ ଜଣ ଶିକ୍ଷକଙ୍କୁ ସ୍କୁଲ ଇନୋଭେସନ ଆମ୍ବାସାଡର ଭାବେ ପ୍ରମାଣିତ କରିଛି । ଶିକ୍ଷକମାନଙ୍କ ମଧ୍ୟରେ ଅଭିନବ ଚିନ୍ତାଧାରା ଏବଂ ଉଦ୍ୟୋଗୀ ଦକ୍ଷତାକୁ ପ୍ରୋତ୍ସାହିତ କରିବା!-->…
ଲାଲିଗା ୟୁଥ୍ ଟୁର୍ଣ୍ଣାମେଂଟ୍ ୨୦୨୪ରେ ଭାରତର ପ୍ରତିନିଧିତ୍ୱ କରିବେ ଓଡିଏମ୍ ଗ୍ଲୋବାଲ ସ୍କୁଲର ଛାତ୍ରଛାତ୍ରୀ
ଭୁବନେଶ୍ୱର, ୧୩ ଜୁଲାଇ ୨୦୨୪: ସାମଗ୍ରିକ ବିକାଶ ଓ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପ୍ରତି ନିଜର ପ୍ରତିବଦ୍ଧତା ପାଇଁ ସୁପରିଚିତ ଓଡିଏମ୍ ଗ୍ଲୋବାଲ ସ୍କୁଲ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତାକୁ ପାଳନ କରିଛି, କାରଣ ଏହା ୩ ଜଣ ମେଧାବୀ ଛାତ୍ରଛାତ୍ରରୀଙ୍କୁ ମାଲେସିଆରେ ସମ୍ମାନିତ ଲାଲିଗା ୟୁଥ୍!-->…
ଟାଇ ଭୁବନେଶ୍ୱର ପକ୍ଷରୁ ‘ଏକ ସମୃଦ୍ଧ ଉଦ୍ୟୋଗୀ ଇକୋସିଷ୍ଟମକୁ ପ୍ରୋତ୍ସାହନ’ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୧୨ ଜୁଲାଇ ୨୦୨୪: ଟାଇ (ଟିଆଇଇ) ଭୁବନେଶ୍ୱର ପକ୍ଷରୁ ଆଜି ଓଡିଶାର ବ୍ୟବସାୟ ପରିଦୃଶ୍ୟକୁ ଉନ୍ନତ କରିବା ଲକ୍ଷ୍ୟରେ ‘ଫଷ୍ଟରିଙ୍ଗ୍ ଏ ଥ୍ରାଇଭିଂ ଏଂଟ୍ରପ୍ରେନ୍ୟୋରିଆଲ ଇକୋସିଷ୍ଟମ” ବା “ଏକ ସମୃଦ୍ଧ ଉଦ୍ୟୋଗୀ ଇକୋସିଷ୍ଟମକୁ ପ୍ରୋତ୍ସାହନ” ନାମକ ଏକ ଉଲ୍ଲେଖନୀୟ କାର୍ଯ୍ୟକ୍ରମର!-->…
ଜେନ୍ଏକ୍ସ ଡାଇଗ୍ନୋଷ୍ଟିକ୍ସରେ ଅଂଶଧନ ଅଧିଗ୍ରହଣ କରି ଓଡ଼ିଶାରେ ଉପସ୍ଥିତି ବିସ୍ତାର କରିଛି ମେଡ୍ଜେନୋମ୍
ଭୁବନେଶ୍ୱର: ଏକ ପ୍ରମୁଖ ଅନ୍ତର୍ଜାତୀୟ ଜେନୋମିକ୍ସ-ପରିଚାଳିତ ଡାଇଗ୍ନୋଷ୍ଟିକ୍ସ ଓ ରିସର୍ଚ୍ଚ ସର୍ଭିସ କମ୍ପାନୀ ମେଡ୍ଜେନୋମ୍ ପକ୍ଷରୁ ଘୋଷଣା କରାଯାଇଛି ଯେ, ଏହା ଓଡିଶାର ଏକ ଅଗ୍ରଣୀ ଡାଇଗ୍ନୋଷ୍ଟିକ ଲ୍ୟାବ୍ ଶୃଙ୍ଖଳା ଜେନ୍ଏକ୍ସ ଡାଇଗ୍ନୋଷ୍ଟିକ୍ସରେ ଏକ ଅଂଶଧନ ଅଧିଗ୍ରହଣ କରିଛି । ୨୦୧୭ରେ!-->…
ଓଡିଏମ୍ରେ ଆର୍ଟିଫିସିଆଲ ଇଂଟେଲିଜେନ୍ସ ପାଠ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ୱର: ଆଧୁନିକ ସମାଜର ଆବଶ୍ୟକତା ଅନୁସାରେ ଭବିଷ୍ୟତରେ ସଫଳ ନାଗରିକ ଗଢିବା ପାଇଁ ଓଡିଏମ୍ ଶିକ୍ଷାସମୂହ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଆର୍ଟିଫିସିଆଲ ଇଂଟେଲିଜେନ୍ସ ପାଠ୍ୟକ୍ରମର ଶୁଭାରମ୍ଭ କରିଛି । ଏକବିଂଶ ଶତାବ୍ଦୀର ଚାହିଦା ଅନୁଯାୟୀ ଦେଶ ଓ ବିଦେଶର ଚାକିରି ବଜାରରେ!-->…
ରଥଯାତ୍ରା ପାଇଁ ଆଇଟିସି ନିମାଇଲର ସ୍ୱତନ୍ତ୍ର ପଦକ୍ଷେପ “ଶୁଦ୍ଧ ଶୁଭାରମ୍ଭ”
ପ୍ରଥମ ଥର ପାଇଁ ଆଇଟିସି ନିମାଇଲ ରଥ ପଥର ଶୁଦ୍ଧତା ସହିତ ପବିତ୍ର ରଥଯାତ୍ରାର ଆରମ୍ଭକୁ ଚିହ୍ନିତ କରୁଛି ।
ପୁରୀ: ଆଇଟିସିର ଅଗ୍ରଣୀ ଫ୍ଲୋର୍ କ୍ଲିନର ବ୍ରାଣ୍ଡ ଚଳିତ ରଥଯାତ୍ରାରେ ‘ନିମାଇଲ ଶୁଦ୍ଧ ଶୁଭାରମ୍ଭ’ ନାମରେ ଏକ ସ୍ୱତନ୍ତ୍ର ପ୍ରୟାସର ଆରମ୍ଭ କରିଛି । ଏହା ହେଉଛି ନୀମ ଆଧାରିତ!-->!-->!-->…
ଇସରାଏ ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଚାର୍ଟରିଙ୍ଗ୍ ସେରିମନି ପାଳିତ
ଭୁବନେଶ୍ୱର,: ଇଣ୍ଡିଆନ୍ ସୋସାଇଟି ଅଫ୍ ହିଟିଂ, ରେଫ୍ରିଜରେଟିଙ୍ଗ୍ ଆଣ୍ଡ ଏୟାର କଣ୍ଡିସ୍ନିଂ ଇଞ୍ଜିନିୟର୍ସ (ଆଇଏସ୍ଏଚ୍ଏଆର୍ଏଇ) ଭୁବନେଶ୍ୱର ଚାପ୍ଟର ଗର୍ବର ସହିତ ଏହାର ଚାର୍ଟରିଂ ସେରିମନିର ଆୟୋଜନ କରିଛି, ଯାହା ରାଜ୍ୟରେ ଏହାର ଅଭିନବ ଓ ଉଲ୍ଲେଖନୀୟ ଯାତ୍ରା କ୍ଷେତ୍ରରେ ଏକ!-->…