Browsing Category

ଓଡିଶା

ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବିଶ୍ୱ ମଞ୍ଚରେ ନିଜର ପରିଚୟ ସୃଷ୍ଟି କରିଛି: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଷଷ୍ଠ ଓଡ଼ିଶା ଟ୍ରାଭେଲ ବଜାର ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଏହି ତିନି ଦିନିଆ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ

ଦାୟିତ୍ୱପୂର୍ଣ୍ଣ ଗାଡ଼ିଚାଳନାକୁ ପ୍ରୋତ୍ସାହିତ କରିବା ପାଇଁ ବାଇକ ରାଲି ଓ ସିଗ୍ନେଚର କ୍ୟାମ୍ପେନ ଆୟୋଜିତ

ଭୁବନେଶ୍ୱର : ଦାୟିତ୍ୱପୂର୍ଣ୍ଣ ଗାଡ଼ିଚାଳନାକୁ ପ୍ରୋତ୍ସାହିତ କରିବା ଏବଂ ସଡ଼କ ସୁରକ୍ଷା ସମ୍ପର୍କରେ ସଚେତନତା ବୃଦ୍ଧି କରିବା ପାଇଁ ଏକ ବାଇକ ରାଲି ଓ ସିଗ୍ନେଚର କ୍ୟାମ୍ପେନର ଆୟୋଜନ କରାଯାଇଛି। ଡାଇରେକ୍ଟୋରେଟ ଅଫ୍ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମଇଟି) ଓ ଜିକିତ୍ସା ହେଲଥ

ଜେଇଇରେ ଭୁବନେଶ୍ୱର ଫିଜିକ୍ସୱାଲା ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର : ଏଜୁକେଶନ କମ୍ପାନୀ ଫିଜିକ୍ସୱାଲା (ପିଡବ୍ଲ୍ୟୁ) ପକ୍ଷରୁ ୪ ଜଣ ରାଜ୍ୟ ଟପର୍‌ଙ୍କ ସମେତ ଜେଇଇ ମେନ ସେସନ ୧ ୨୦୨୫ ପରୀକ୍ଷାର ଫଳାଫଳ ଘୋଷଣା କରାଯାଇଛି। ଏହି ଟପର୍‌ଙ୍କ ମଧ୍ୟରୁ ଗୁଜରାଟର ଜଣେ ଛାତ୍ର ୧୦୦% ମାର୍କ ରଖିଥିବା ବେଳେ ୬୧୨ ଜଣରୁ ଅଧିକ ଛାତ୍ରଛାତ୍ରୀ ୯୯.୫%ରୁ

ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ବାୟୋଗ୍ରାଫି ଉନ୍ମୋଚିତ ଭୁବନେଶ୍ୱର : ଓଡିଶାର ଲୋକପ୍ରିୟ ସୁପରଷ୍ଟାର, ଯୁବ ଆଇକନ ତଥା ପ୍ରଭାବଶାଳୀ ରାଜନେତା ଶ୍ରୀ ଅନୁଭବ ମହାନ୍ତିଙ୍କୁ ତାଙ୍କର ବହୁପ୍ରତିକ୍ଷୀତ ବାୟୋଗ୍ରାଫିର ବିଶାଳ ଉନ୍ମୋଚନ ସହ ସମ୍ମାନିତ କରାଯାଇଛି । ଭୁବନେଶ୍ୱରର ହୋଟେଲ

ଜେଇଇ ମେନରେ ମଦର୍ସ ପବ୍ଲିକ ସ୍କୁଲର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର: ଜେଇଇ ମେନ ୨୦୨୫ରେ ଉଲ୍ଲେଖନୀୟ ଫଳାଫଳ ହାସଲ କରି ସ୍କୁଲକୁ ଗୌରବାନ୍ୱିତ କରିଛନ୍ତି ଭୁବନେଶ୍ୱରସ୍ଥିତ ମଦର୍ସ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ । ଶିକ୍ଷାଗତ ଉତ୍କର୍ଷତା ପ୍ରତି ଏହି ସ୍କୁଲର ପ୍ରତିବଦ୍ଧତା ଏବଂ ସମର୍ପଣ ଯୋଗୁଁ ଏହି ଅସାଧାରଣ ଫଳାଫଳ ସମ୍ଭବ ହୋଇଛି । ସମସ୍ତ ଶୀର୍ଷ

ଗୁରୁ କେଳୁଚରଣ ମହାପାତ୍ରଙ୍କ ୯୯ତମ ଜନ୍ମବାର୍ଷିକୀ ପାଳିତ

ଭୁବନେଶ୍ୱର: ଚଳିତ ବର୍ଷ ସୃଜନ (ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ)ଫେବୃଆରୀ ୧୨ ତାରିଖ ଦିନ ଭୁବନେଶ୍ୱରର ଉତ୍କଳ ରଙ୍ଗମଂଚଠାରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ସହ ଗୁରୁଜୀଙ୍କ ୯୯ତମ ଜନ୍ମବାର୍ଷିକୀ ପାଳନ କରାଯାଇଛି । ଏଥିପାଇଁ ସୃଜନ (ଗୁରୁ କେଳୁଚରଣ ମହାପାତ୍ର

ଚଳିତବର୍ଷ କେନ୍ଦ୍ର ବଜେଟ୍‍ରୁ ଓଡ଼ିଶା ଲାଭବାନ

ଚଳିତବର୍ଷ କେନ୍ଦ୍ର ବଜେଟ୍‍ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‍ ମାଧ୍ୟମରେ ପୂରଣ ହୋଇପାରିବ

ଚଳିତବର୍ଷ ବଜେଟ୍‍ରେ ରେଳବାଇରେ ଓଡ଼ିଶା ପାଇଁ ୧୦ହଜାର୫୯୯ କୋଟି ଟଙ୍କାର ବ୍ୟୟବରାଦ

ଚଳିତବର୍ଷ ବଜେଟ୍‍ରେ ରେଳବାଇରେ ଓଡ଼ିଶା ପାଇଁ ୧୦ହଜାର୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ନୂଆଦିଲ୍ଲୀରେ ଆଭାସୀଜରିଆରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଏହି ସୂଚନା ଦେଇଛନ୍ତି । ରାଜ୍ୟରେ ଗତ ୧୦ବର୍ଷରେ ୨ହଜାର ୪୬ କିଲୋମିଟର ନୂଆରେଲୱେ ଟ୍ରାକ୍‍

ଭିମସାର ଓ ଟେରୁମୋ ବ୍ଲଡ୍ ଆଣ୍ଡ ସେଲ ଟେକ୍ନୋଲୋଜିସ୍ ପକ୍ଷରୁ ସମ୍ବଲପୁରରେ ସିକିଲ ସେଲ ରୋଗୀଙ୍କ ପାଇଁ ସିଏମ୍‌ଇ ଇଭେଂଟ…

ସମ୍ବଲପୁର : ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ରିସର୍ଚ୍ଚ (ଭିମସାର) ପକ୍ଷରୁ ବ୍ଲଡ୍ ମ୍ୟାନେଜମେଂଟ ସଲ୍ୟୁଶନ୍ସ କ୍ଷେତ୍ରରେ ଏକ ଗ୍ଲୋବାଲ ଲିଡର ଟେରୁମୋ ବ୍ଲଡ ଆଣ୍ଡ ସେଲ୍ ଟେକ୍ନୋଲୋଜିସ୍ (ଟିବିସିଟି) ସହ ସହଭାଗିତାରେ ସମ୍ବଲପୁରଠାରେ ଏକ କଂଟିନ୍ୟୁଇଙ୍ଗ

ଧାନକିଣା ଲକ୍ଷ୍ୟ ୬୫ ଲକ୍ଷ ମେଟ୍ରିକ ଟନ୍‌ରୁ ୭୭ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି

ଭୁବନେଶ୍ୱର: ମନ୍ତ୍ରୀ ସମୂହ ସମୀକ୍ଷା ବୈଠକରେ ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନକିଣା ଲକ୍ଷ୍ୟ ୬୫ ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ୭୭ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି କରାଯାଇଛି । ଚଳିତ ବର୍ଷ ଧାନ କ୍ୱିଣ୍ଟାଲ ପିଛା ସର୍ବନିମ୍ନ ସହାୟତା ମୂଲ୍ୟ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନ୍‌ପୁଟ ସହାୟତା