Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପରବ-୨୦୨୪ରେ ଆଦିବାସୀ ଐତିହ୍ୟ ପାଳନ କଲା ବେଦାନ୍ତ
ଆଦିବାସୀ କଳା ସଂସ୍କୃତିର ପ୍ରୋତ୍ସାହନ ପାଇଁ ପ୍ରତିଶ୍ରୁତିବଦ୍ଧ
କୋରାପୁଟ, : ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ସମୃଦ୍ଧ ସାଂସ୍କୃତିକ ପର୍ବ ‘ପରବ-୨୦୨୪'କୁ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଗର୍ବର ସହ ସମର୍ଥନ କରିଛି ।
ମୁଖ୍ୟମନ୍ତ୍ରୀ!-->!-->!-->!-->!-->…
ବିଏନଆଇ ଭୁବନେଶ୍ୱର ପକ୍ଷରୁ ସଫଳତାର ସହ ବିଏନଆଇ ଭୁବନେଶ୍ୱର କ୍ରିକେଟ ଚାମ୍ପିଅନସିପ୍ ୪.୦ ଆୟୋଜନ
ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ବିଏନ୍ଆଇ ଭୁବନେଶ୍ୱର କ୍ରିକେଟ୍ ଚାମ୍ପିଅନସିପ୍ ୪.୦ (ବିସିସି ୪.୦)ର ସଫଳ ଆୟୋଜନ ଭୁବନେଶ୍ୱର ହାଇଟେକ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ହୋଇଯାଇଛି । ଏହି ରୋମାଂଚକର କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣରେ ବିଏନଆଇର ଗତିଶୀଳ ବ୍ୟବସାୟୀ ସମୁଦାୟକୁ କ୍ରିକେଟ,!-->…
ଓଡ଼ିଶାରେ ପରିବର୍ତନଶୀଳ ଜି୨ସି ପ୍ରୋଗ୍ରାମଗୁଡିକ ସମ୍ପର୍କରେ ଆଲୋଚନା
ଭୁବନେଶ୍ୱର : ୟୁନିକ୍ ଇନ୍ଫୋ ସଲ୍ୟୁଶନ୍ସର ପ୍ରତିଷ୍ଠାତା ଶ୍ରୀ ପ୍ରକାଶ ଶାହା ଓଡିଶାରେ ପରିବର୍ତନଶୀଳ ଗଭର୍ଣ୍ଣମେଂଟ-ଟୁ-ସିଟିଜେନ (ଜି୨ସି) ପ୍ରୋଗ୍ରାମଗୁଡିକର କାର୍ଯ୍ୟକାରିତା ଉପରେ ଏକ ତଥ୍ୟପୂର୍ଣ୍ଣ ଆଲୋଚନାରେ ନିଜର ମତାମତ ବ୍ୟକ୍ତ କରିଛନ୍ତି । ୱାନ ନେଶନ ୱାନ୍ ଷ୍ଟୁଡେଂଟ ଆଇଡି!-->!-->!-->…
ଭୁବନେଶ୍ୱରରେ ପ୍ରୟାଗରାଜ ମହାକୁମ୍ଭ-୨୦୨୫ ପାଇଁ ରୋଡ୍ଶୋ ଆୟୋଜିତ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ଉତର ପ୍ରଦେଶ ସରକାର ମହାକୁମ୍ଭ ୨୦୨୫କୁ ଭାରତର ସାଂସ୍କୃତିକ ଏକତାର ଏକ ଆନ୍ତର୍ଜାତୀୟ ପ୍ରତୀକରେ ପରିଣତ କରିବା ପାଇଁ ସମର୍ପିତ ରହିଛନ୍ତି । ଏହି ପ୍ରୟାସ ଓ ଲକ୍ଷ୍ୟର ଅଂଶ ଭାବେ ଉତର ପ୍ରଦେଶର ଶ୍ରମ ଓ ରୋଜଗାର ମନ୍ତ୍ରୀ ଅନୀଲ!-->…
ରାଜ୍ୟର ଉଦ୍ୟୋଗୀ ମନୋଭାବକୁ ପ୍ରୋତ୍ସାହିତ କରିବ ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୭ତାରିଖରୁ ଡିସେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ରାଜ୍ୟର ସର୍ବବୃହତ୍ ମେଂଟର-ନିବେଶ ସମ୍ପର୍କ ଉତ୍ସବ ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ-୨୦୨୪ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି । ଏଆଇସି-ନାଲନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି!-->…
୨୦୨୫ ସୁଦ୍ଧା ଜାତୀୟ ଶିକ୍ଷାନୀତି ଲାଗୁ କରିବ ଓଡିଶା : ଶିକ୍ଷାମନ୍ତ୍ରୀ
ଡଃ ଅଚ୍ୟୁତ ସାମନ୍ତଙ୍କୁ ଲାଇଫ୍ ଟାଇମ୍ ଆଚିଭମେଂଟ ଆୱାର୍ଡ ପ୍ରଦାନ
ଭୁବନେଶ୍ୱର : ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘ (ଆସୋଚାମ୍) ପକ୍ଷରୁ ଭୁବନେଶ୍ୱରରେ ଏକ ବିଶାଳ ସମାରୋହରେ ଓଡିଶା ଏଡୁମିଟ୍ସ ଆଣ୍ଡ ଏକ୍ସିଲେକ୍ସ ଆୱାର୍ଡସ ୨୦୨୪କୁ ସଫଳତାର ସହ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମ!-->!-->!-->…
ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ପାଇଁ ବିଶ୍ୱ ମଧୁମେହ ଦିବସରେ ଅଭିନବ ବାଲୁକାକଳା
ୱିନ୍ ଓଭର ଡାଇବେଟିସ୍ ଏଭରିଡେ ଏବଂ ରିସର୍ଚ୍ଚ ସୋସାଇଟି ଫର ଡାଇବେଟିସ୍ ଇନ୍ ଇଣ୍ଡିଆ (ଆରଏସଏସଡିଆଇ) ସହ ହାତ ମିଳାଇଲେ ମ୍ୟାନକାଇଣ୍ଡ ଫାର୍ମା
ଭୁବନେଶ୍ୱର : ଭାରତ ବିଶ୍ୱର ମଧୁମେହ ରାଜଧାନୀଭାବେ ପରିଚିତ, ଯେଉଁଠି ମଧୁମେହ ଓ ଆନୁଷଙ୍ଗିକ ଜଟିଳତା ଅଧିକ ମାତ୍ରାରେ ଦେଖାଦେଇଥାଏ । ଖରାପ!-->!-->!-->…
ଓଡିଶାର ବନ ଭି ଏରୋ ପକ୍ଷରୁ ଭାରତର ପ୍ରଥମ ଫୁଲି ଅଟୋନୋମସ ଲଜିଷ୍ଟିକ୍ସ ଡ୍ରୋନ ‘ଏୟାର ଓର୍କା’ର ଉନ୍ମୋଚନ
ଏହି ଅତ୍ୟାଧୁନିକ ଡ୍ରୋନକୁ ଉନ୍ମୋଚନ କରିବା ପାଇଁ ଭୁବନେଶ୍ୱର ଆସିଛନ୍ତି ପ୍ରଖ୍ୟାତ ଭିସି ଟିମ୍ ଡ୍ରେପର୍
ଭୁବନେଶ୍ୱର : ଓଡିଶାରେ ଅବସ୍ଥାପିତ ଏକ ଟେକ୍ ଷ୍ଟାର୍ଟଅପ୍ ବନ ଭି ଏରୋ ପକ୍ଷରୁ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି କ୍ୟାମ୍ପସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତର ପ୍ରଥମ!-->!-->!-->…
ଭୁବନେଶ୍ୱର ସ୍ଥିତ ମଦର୍ସ ପବ୍ଲିକ ସ୍କୁଲରେ ବାର୍ଷିକ ଉତ୍ସବ ‘ଅଙ୍କୁରମ’ ପାଳିତ
ଭୁବନେଶ୍ୱର : ଭୁବନେଶ୍ୱର ୟୁନିଟ୍-୧ସ୍ଥିତ ମଦର୍ସ ପବ୍ଲିକ ସ୍କୁଲ ପକ୍ଷରୁ ସ୍ଥାନୀୟ ଉତ୍କଳ ମଣ୍ଡପଠାରେ ଚଳିତ ନଭେମ୍ବର ୮ ତାରିଖ ଦିନ ଅତ୍ୟଧିକ ଉତ୍ସାହର ସହ ଏହାର ବାର୍ଷିକ ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା ‘ଅଙ୍କୁରମ୍’ ଯାହାର ଅର୍ଥ ହେଉଛି ବଡ୍ ବା!-->!-->!-->…
କଟକର ସିଡିଏଠାରେ ଶାନ୍ତି ମେମୋରିଆଲ ହସ୍ପିଟାଲର ନୂଆ ୟୁନିଟ୍- ‘ଶାନ୍ତି ଚିକିତ୍ସା ହସ୍ପିଟାଲ’ ଉଦଘାଟିତ
କଟକ: କଟକର ସିଡିଏଠାରେ ଏକ ନୂଆ ମଲ୍ଟି-ସ୍ପେଶିଆଲିଟି ହସ୍ପିଟାଲ-‘ଶାନ୍ତି ଚିକିତ୍ସା’ର ଉଦ୍ଘାଟନ କରାଯାଇଛି । ଏହି ହସ୍ପିଟାଲ ହେଉଛି ଥୋରିଆସାହିଠାରେ ଅବସ୍ଥିତ ଶାନ୍ତି ମେମୋରିଆଲ ହସ୍ପିଟାଲର ଏକ ୟୁନିଟ, ଯାହାକି କଟକର ପ୍ରତିଷ୍ଠିତ ଓ ନିର୍ଭରଯୋଗ୍ୟ ମଲ୍ଟି ସ୍ପେଶିଆଲିଟି!-->!-->!-->…