Browsing Category

ଓଡିଶା

କଟକରେ ଖୋଲିଲା ଓଲାର ନୂଆ ଏକ୍ସପିରିଏନ୍ସ ସେଂଟର

ଦେଶବ୍ୟାପୀ ୪୦୦୦ ଷ୍ଟୋର୍‌କୁ ସମ୍ପ୍ରସାରଣ କରିଛି ଓଲା ଇଲେକ୍‌ଟ୍ରିକକଟକ : ଭାରତର ସବୁଠାରୁ ବଡ ଇଭି କମ୍ପାନୀ ଓଲା ଇଲେକ୍‌ଟ୍ରିକ, ଦେଶବ୍ୟାପୀ ୪୦୦୦ ଷ୍ଟୋରକୁ ଏହାର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରିଛି । ଏହି ବିସ୍ତାର ସହିତ ବର୍ତମାନର ନେଟ୍‌ୱର୍କରେ ୪ ଗୁଣ ବୃଦ୍ଧି ହୋଇଛି

ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪ାର ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହନ

ଚା ଉଦଯାପନୀ ସମାରୋହ ରାଜ୍ୟର ବର୍ଦ୍ଧିତ ପାଉଥିବା ଷ୍ଟାର୍ଟଅପ୍ ବ୍ୟବସ୍ଥା ଉପରେ ଆଲୋକପାତଭୁବନେଶ୍ୱର: ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ବହୁ ପ୍ରତୀକ୍ଷିତ ଓଡ଼ିଶା ଷ୍ଟାର୍ଟଅପ୍

ଭିଭିତ୍ସା ୱାର୍ଲ୍ଡ ସ୍କୁଲର ନୂଆ ଲୋଗୋ ଉନ୍ମୋଚିତ, ଉତ୍କର୍ଷତା ଦିଗରେ ଏକ ବଡ଼ ପଦକ୍ଷେପ

କ୍ୟୁରିଅସ୍ କବ୍ସ ପ୍ରିସ୍କୁଲର ଗୌରବମୟ ୧୦ ବର୍ଷ ପାଳନ ସମ୍ବଲପୁର : କ୍ୟୁରିଅସ କବ୍ସ, ଭିଭିତ୍ସା ୱାର୍ଲ୍ଡ ସ୍କୁଲ୍ (ଭିଡବ୍ଲ୍ୟୁଏସ୍‌)ର ନୂଆ ଲୋଗୋର ଭବ୍ୟ ଉନ୍ମୋଚନ ଘୋଷଣା କରି ବେଶ୍ ଆନନ୍ଦିତ, ଯାହାକି ଶିକ୍ଷା କ୍ଷେତ୍ରରେ ଏହାର ଆଗାମୀ ଉଚ୍ଚାଭିଳାଷୀ ଅଧ୍ୟାୟ । ସମ୍ବଲପୁରରେ ଶିକ୍ଷାର

ପରବ-୨୦୨୪ରେ ଆଦିବାସୀ ଐତିହ୍ୟ ପାଳନ କଲା ବେଦାନ୍ତ

ଆଦିବାସୀ କଳା ସଂସ୍କୃତିର ପ୍ରୋତ୍ସାହନ ପାଇଁ ପ୍ରତିଶ୍ରୁତିବଦ୍ଧ କୋରାପୁଟ, : ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ସମୃଦ୍ଧ ସାଂସ୍କୃତିକ ପର୍ବ ‘ପରବ-୨୦୨୪'କୁ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଗର୍ବର ସହ ସମର୍ଥନ କରିଛି । ମୁଖ୍ୟମନ୍ତ୍ରୀ

ବିଏନଆଇ ଭୁବନେଶ୍ୱର ପକ୍ଷରୁ ସଫଳତାର ସହ ବିଏନଆଇ ଭୁବନେଶ୍ୱର କ୍ରିକେଟ ଚାମ୍ପିଅନସିପ୍ ୪.୦ ଆୟୋଜନ

ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ବିଏନ୍‌ଆଇ ଭୁବନେଶ୍ୱର କ୍ରିକେଟ୍ ଚାମ୍ପିଅନସିପ୍ ୪.୦ (ବିସିସି ୪.୦)ର ସଫଳ ଆୟୋଜନ ଭୁବନେଶ୍ୱର ହାଇଟେକ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ହୋଇଯାଇଛି । ଏହି ରୋମାଂଚକର କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣରେ ବିଏନଆଇର ଗତିଶୀଳ ବ୍ୟବସାୟୀ ସମୁଦାୟକୁ କ୍ରିକେଟ,

ଓଡ଼ିଶାରେ ପରିବର୍ତନଶୀଳ ଜି୨ସି ପ୍ରୋଗ୍ରାମଗୁଡିକ ସମ୍ପର୍କରେ ଆଲୋଚନା

ଭୁବନେଶ୍ୱର : ୟୁନିକ୍ ଇନ୍‌ଫୋ ସଲ୍ୟୁଶନ୍ସର ପ୍ରତିଷ୍ଠାତା ଶ୍ରୀ ପ୍ରକାଶ ଶାହା ଓଡିଶାରେ ପରିବର୍ତନଶୀଳ ଗଭର୍ଣ୍ଣମେଂଟ-ଟୁ-ସିଟିଜେନ (ଜି୨ସି) ପ୍ରୋଗ୍ରାମଗୁଡିକର କାର୍ଯ୍ୟକାରିତା ଉପରେ ଏକ ତଥ୍ୟପୂର୍ଣ୍ଣ ଆଲୋଚନାରେ ନିଜର ମତାମତ ବ୍ୟକ୍ତ କରିଛନ୍ତି । ୱାନ ନେଶନ ୱାନ୍ ଷ୍ଟୁଡେଂଟ ଆଇଡି

ଭୁବନେଶ୍ୱରରେ ପ୍ରୟାଗରାଜ ମହାକୁମ୍ଭ-୨୦୨୫ ପାଇଁ ରୋଡ୍‌ଶୋ ଆୟୋଜିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ଉତର ପ୍ରଦେଶ ସରକାର ମହାକୁମ୍ଭ ୨୦୨୫କୁ ଭାରତର ସାଂସ୍କୃତିକ ଏକତାର ଏକ ଆନ୍ତର୍ଜାତୀୟ ପ୍ରତୀକରେ ପରିଣତ କରିବା ପାଇଁ ସମର୍ପିତ ରହିଛନ୍ତି । ଏହି ପ୍ରୟାସ ଓ ଲକ୍ଷ୍ୟର ଅଂଶ ଭାବେ ଉତର ପ୍ରଦେଶର ଶ୍ରମ ଓ ରୋଜଗାର ମନ୍ତ୍ରୀ ଅନୀଲ

ରାଜ୍ୟର ଉଦ୍ୟୋଗୀ ମନୋଭାବକୁ ପ୍ରୋତ୍ସାହିତ କରିବ ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୭ତାରିଖରୁ ଡିସେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ରାଜ୍ୟର ସର୍ବବୃହତ୍ ମେଂଟର-ନିବେଶ ସମ୍ପର୍କ ଉତ୍ସବ ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ-୨୦୨୪ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି । ଏଆଇସି-ନାଲନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି

୨୦୨୫ ସୁଦ୍ଧା ଜାତୀୟ ଶିକ୍ଷାନୀତି ଲାଗୁ କରିବ ଓଡିଶା : ଶିକ୍ଷାମନ୍ତ୍ରୀ

ଡଃ ଅଚ୍ୟୁତ ସାମନ୍ତଙ୍କୁ ଲାଇଫ୍ ଟାଇମ୍ ଆଚିଭମେଂଟ ଆୱାର୍ଡ ପ୍ରଦାନ ଭୁବନେଶ୍ୱର : ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘ (ଆସୋଚାମ୍‌) ପକ୍ଷରୁ ଭୁବନେଶ୍ୱରରେ ଏକ ବିଶାଳ ସମାରୋହରେ ଓଡିଶା ଏଡୁମିଟ୍‌ସ ଆଣ୍ଡ ଏକ୍ସିଲେକ୍ସ ଆୱାର୍ଡସ ୨୦୨୪କୁ ସଫଳତାର ସହ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମ

ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ପାଇଁ ବିଶ୍ୱ ମଧୁମେହ ଦିବସରେ ଅଭିନବ ବାଲୁକାକଳା

ୱିନ୍ ଓଭର ଡାଇବେଟିସ୍ ଏଭରିଡେ ଏବଂ ରିସର୍ଚ୍ଚ ସୋସାଇଟି ଫର ଡାଇବେଟିସ୍ ଇନ୍ ଇଣ୍ଡିଆ (ଆରଏସଏସଡିଆଇ) ସହ ହାତ ମିଳାଇଲେ ମ୍ୟାନକାଇଣ୍ଡ ଫାର୍ମା ଭୁବନେଶ୍ୱର : ଭାରତ ବିଶ୍ୱର ମଧୁମେହ ରାଜଧାନୀଭାବେ ପରିଚିତ, ଯେଉଁଠି ମଧୁମେହ ଓ ଆନୁଷଙ୍ଗିକ ଜଟିଳତା ଅଧିକ ମାତ୍ରାରେ ଦେଖାଦେଇଥାଏ । ଖରାପ