Browsing Category

ସତ-ମିଛ

ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୨ -ଓ.ଜେ.ଇ.ଇ. ଜୁନ୍‍ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ ହେବ

ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ୍‍, ବି.-ଫାର୍ମା ଓ ଏମ୍‍.-ଫାର୍ମା ପାଠ୍ୟକ୍ରମରେ ନାମ ଲେଖାଇବାପାଇଁ ଉଦ୍ଦିଷ୍ଟ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୨ - ଓ.ଜେ.ଇ.ଇ. ଜୁନ୍‍ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ ହେବ

ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଗତକାଲି ଶେଷ
ହୋଇଛି

ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଗତକାଲି ଶେଷ ହୋଇଛି । ୧୦୬ଟି ପୌର ପରିଷଦ ସହ କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡ଼ି, ବିଜେପି ଓ କଂଗ୍ରେସର ପ୍ରାର୍ଥୀମାନେ ଶୋଭାଯାତ୍ରାରେ ଯାଇ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଖୁବ୍‍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ଟିଭି

ଖୁବ୍‍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ଟିଭି ।ସଂସଦ ଢାଞ୍ଚାରେ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ୍‍ ନିର୍ମାଣ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି । ସେ କହିଛନ୍ତି, ଗତ ଶନିବାର ବିଜୁ ପଟ୍ଟନାୟକଙ୍କର ଜୟନ୍ତୀରେ ବିଧାନସଭା ସମାଚାର ନାଁରେ ଏକ

୫୦୦ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱାରୋପ…

ଯୁଦ୍ଧଗ୍ରସ୍ତ ୟୁକ୍ରେନ୍‍ରେ ଫଶି ରହିଥିବା ପ୍ରାୟ ୫୦୦ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଗୁରୁତ୍ୱାରୋପ କରିଛନ୍ତି । ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅନେକ ଓଡ଼ିଆ ଛାତ୍ରଛାତ୍ରୀ ପୋଲାଣ୍ଡ,

ଭୁବନେଶ୍ୱରରେ ସମସ୍ତ କୋଭିଡ୍‌ କେୟାର ସେଣ୍ଟର ଆସନ୍ତା ୨୮ ତାରିଖରୁ ବନ୍ଦ୍‍ ହେବ

ଭୁବନେଶ୍ୱରରେ ସମସ୍ତ କୋଭିଡ୍‌ କେୟାର ସେଣ୍ଟର ଆସନ୍ତା ୨୮ ତାରିଖରୁ ବନ୍ଦ୍‍ ହେବ । କୋଭିଡ୍‌ ସ୍ଥିତିରେ ସୁଧାର ଆସିଥିବାରୁ ଭୁବନେଶ୍ୱର ମହାନଗର ନିଗମ - ବି.ଏମ୍‍.ସି. ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ହାଇଟେକ୍‍ ଓ କିମ୍‌ସ ମେଡିକାଲ୍‌କୁ ବି.ଏମ୍‍.ସି. କ୍ଲୋଜର ନୋଟିସ୍‌ ଦେଇଛି ।

ରାଜ୍ୟର ୩ଟି ମହାନଗର ନିଗମ ଓ ୧୦୭ଟି ପୌର ପରିଷଦ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ

ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ୩ଟି ମହାନଗର ନିଗମ ଓ ୧୦୭ଟି ପୌର ପରିଷଦ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ନିର୍ବାଚନ ପାଇଁ ୱାର୍ଡ଼ ପୁନର୍ଗଠନ, ଆସନ ସଂରକ୍ଷଣ, ବୁଥ୍‍ ଓ ଭୋଟର୍‍ ତାଲିକା ପ୍ରସ୍ତୁତି ଆଦି କାର୍ଯ୍ୟକୁ ଇତିମଧ୍ୟରେ ନିର୍ବାଚନ କମିଶନର୍‍ ଅନୁମୋଦନ

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଏଥିରେ ୭୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ୍‍ଙ୍କ ପକ୍ଷରୁ ପ୍ରାରମ୍ଭିକ ସୂଚନା ମିଳିଛି । ସକାଳ ୭ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ ଭୋଟ୍‍ଗ୍ରହଣ ଲାଗି ସମୟ ସ୍ଥିର କରାଯାଇଥିଲେ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ ହେଉଛି । ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୨୦୨ଟି ଜିଲ୍ଲାପରିଷଦ ଜୋନ୍‍ର ୧ ହଜାର ୬୬୯ଟି ଗ୍ରାମପଞ୍ଚାୟତରେ ମତଦାନ ଅନୁଷ୍ଠିତ ହେବ । ମୋଟ

ପୁଣି ଥରେ ନାମାଙ୍କନର ସୁଯୋଗ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର

ରାଜ୍ୟର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦୌ ପ୍ରାର୍ଥୀପତ୍ର ଦାଖଲ ହୋଇ ପାରି ନଥିବା ସ୍ଥାନରେ ପୁଣି ଥରେ ନାମାଙ୍କନର ସୁଯୋଗ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ଏ ସମ୍ପର୍କରେ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ନିର୍ବାଚନ କମିଶନର କହିଛନ୍ତି, ପ୍ରାର୍ଥୀପତ୍ର ଦାଖଲ ହୋଇ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହେବାର ସମ୍ଭାବନା

ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼ରେ ନବରଙ୍ଗପୁର ଜିଲ୍ଲାର ଚାଷୀମାନେ ପ୍ରବଳ କ୍ଷତିଗ୍ରସ୍ତ ହୋଇଛନ୍ତି । ଜିଲ୍ଲାରେ ଦୁଇ ଦିନ ତଳେ କୁଆ ପଥର ସହ ପ୍ରବଳ ବର୍ଷା ହୋଇଥିଲା । ଗତକାଲି ଅପରାହ୍ଣରେ ମଧ୍ୟ ପ୍ରବଳ କୁଆପଥର ବୃଷ୍ଟି ହୋଇଥିଲା । ସ୍ଥାନେ ସ୍ଥାନେ ୪ରୁ ୫ ଇଞ୍ଚ୍‍ ବହଳର କୁଆପଥର ଜମି