ମେ ୧୫ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥ ମନ୍ଦିରରରେ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ- କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ନିଆଗଲା ନିଷ୍ପତ୍ତି

0 5,920

ମେ ୧୫ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥ ମନ୍ଦିରରରେ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ- କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ନିଆଗଲା ନିଷ୍ପତ୍ତି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ସେବାୟତମାନେ ସମସ୍ତ ନୀତିକାନ୍ତି କରିବେ । ରଥଯାତ୍ରାର ନୀତିକାନ୍ତି ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହେବ।

Leave A Reply