ଚଳିତବର୍ଷ ବରଗଡଠାରେ ଧନୁ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ନାହିଁ

0 2,702

ଚଳିତବର୍ଷ ବରଗଡଠାରେ ଧନୁ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ନାହିଁ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଧନୁଯାତ୍ରା କମିଟିର
ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ଏ ସମ୍ପର୍କରେ ସୂଚନା ଦେଇ ବରଗଡ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ କହିଛନ୍ତି ।

Leave A Reply