ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର ୫ ବର୍ଷ ପାଇଁ ଘୋଷଣା କରାଯାଇଛି । ୨୦୧୬ରୁ ୨୦୨୦ ପର୍ଯ୍ୟନ୍ତ ୫ ଜଣ ବିଶିଷ୍ଟ ଶିଳ୍ପୀ ଧର୍ମପଦ ପୁରସ୍କାର ପାଇବେ । ସେହିଭଳି ୨୫ ଜଣଙ୍କୁ ଶିଳ୍ପୀ ସମ୍ବର୍ଦ୍ଧନା ମିଳିବ ।