ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା-ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର

0 101

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍‍ କରି ସୂଚନା ଦେଇଛି । ଏହା କେଉଁ ଦିଗରେ ଗତି କରିବ ଓ ପ୍ରଭାବ କ’ଣ ରହିବ ତାହା ଜଣାପଡି ନ ଥିଲେ ମଧ୍ୟ ରାଜ୍ୟର କେତେକ ଅଞ୍ଚଳରେ ୨ ରୁ ୩ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ଜଣାପଡିଛି ।


ନୟାଗଡ଼ ଏବଂ କଳାହାଣ୍ଡିର କିଛି ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହୋଇଥିବାବେଳେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଜଣାପଡିଛି ।

Leave A Reply