ଆସନ୍ତା ୯ ତାରିଖରୁ ଡିପ୍ଲୋମା, ଆଇଟିଆଇ, ଡିଗ୍ରୀ, ପଲିଟେକନିକ୍‍ ଆଦି ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ

0 99

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ଧୀରେଧୀରେ ଶିକ୍ଷାନୁଷ୍ଠାନ ଖୋଲିବାରେ ଲାଗିଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିସାରିଥିବାବେଳେ ଆସନ୍ତା ୯ ତାରିଖରୁ ଡିପ୍ଲୋମା, ଆଇଟିଆଇ, ଡିଗ୍ରୀ, ପଲିଟେକନିକ୍‍ ଆଦି ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ । ହେଲେ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଏହା ଖୋଲା ରହିବ ବୋଲି ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply