ଖୁବ ଶୀଘ୍ର ତାଳଚେରରେ ଆରମ୍ଭ ହେବ ସାର କାରଖାନା

0 680

ନୂଆଦିଲ୍ଲୀ – ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ଏହା ଭାରତର ପ୍ରାକୃତିକ ଗ୍ୟାସ୍‍ ଆମଦାନୀକୁ ହ୍ରାସ କରିବ ଏବଂ ଭାରତକୁ ଗ୍ୟାସ୍‍ ଓ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।

Leave A Reply