Sign in
Sign in
Recover your password.
A password will be e-mailed to you.
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହେବାର ସମ୍ଭାବନା
ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼ରେ ନବରଙ୍ଗପୁର ଜିଲ୍ଲାର ଚାଷୀମାନେ ପ୍ରବଳ କ୍ଷତିଗ୍ରସ୍ତ ହୋଇଛନ୍ତି । ଜିଲ୍ଲାରେ ଦୁଇ ଦିନ ତଳେ କୁଆ ପଥର ସହ ପ୍ରବଳ ବର୍ଷା ହୋଇଥିଲା । ଗତକାଲି ଅପରାହ୍ଣରେ ମଧ୍ୟ ପ୍ରବଳ କୁଆପଥର ବୃଷ୍ଟି ହୋଇଥିଲା । ସ୍ଥାନେ ସ୍ଥାନେ ୪ରୁ ୫ ଇଞ୍ଚ୍ ବହଳର କୁଆପଥର ଜମି!-->…
ଦେଶରେ ଏପର୍ଯ୍ୟନ୍ତ ୫ ହଜାର ୪୮୮ ଜଣ ଓମିକ୍ରନ ରେ ସଂକ୍ରମିତ -ରାଜ୍ୟରେ….
ରାଜ୍ୟରେ ଗୋଟିଏ ଦିନରେ ୩୦ଟି ଜିଲ୍ଲାରୁ ଆଉ ୧୦ ହଜାର ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୫ ହଜାର ୮୩୩ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୨୨୬ ଜଣ ଥିବାବେଳେ ୧୮ବର୍ଷ ବୟସ ମଧ୍ୟରେ ୮୭୨ ଜଣ ଚିହ୍ନଟ ହୋଇଛନ୍ତି ।
ଏହି ନୂଆ ସଂକ୍ରମିତଙ୍କୁ!-->!-->!-->…
ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚଳିତ ମାସ ୧୭ରୁ ୨୧ ତାରିଖ ଯାଏଁ –…
ରାଜ୍ୟରେ ହେବାକୁ ଥିବା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଭିନ୍ନ ଜିଲ୍ଲାରେ ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି । ପଂଚାୟତ ଅଫିସରେ ସରପଂଚ ଓ ସମିତି ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ!-->!-->!-->…
ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ
ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିଛି ।
ଏହିସବୁ ସ୍ଥାନରେ କ୍ଲାସ୍ରୁମ୍ ପାଠପଢ଼ା ସହ ହଷ୍ଟେଲଗୁଡ଼ିକୁ ମଧ୍ୟ ବନ୍ଦ କରାଯାଇଛି ।
ତେବେ ସ୍କଲାର୍ ଓ ଗବେଷଣାରତ ଛାତ୍ରଛାତ୍ରୀଙ୍କୁ ଗବେଷଣା ତଥା ପ୍ରକଳ୍ପ!-->!-->!-->!-->!-->…
ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ-ବାଲେଶ୍ୱର, ଗଞ୍ଜାମ ଜିଲ୍ଲାର ସମସ୍ତ…
ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ।
କେବଳ ପାଳିଆ ସେବାୟତ ଏବଂ କର୍ମଚାରୀଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ମିଳିବ ।
ମନ୍ଦିର ବିଶୋଧନ କାର୍ଯ୍ୟ ପାଇଁ ବନ୍ଦ ରହିଛି ।
ସେହିପରି ଗଞ୍ଜାମ ଜିଲ୍ଲାର ସମସ୍ତ ମନ୍ଦିରରେ!-->!-->!-->!-->!-->!-->!-->…
ମଙ୍ଗଳବାରଠାରୁ ଦୁଇ-ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା
ମଙ୍ଗଳବାରଠାରୁ ଦୁଇ-ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବାୟୁମଣ୍ଡଳରେ ଆର୍ଦ୍ରତା କ୍ରମଶଃ ବୃଦ୍ଧି ପାଇବ, ଫଳରେ ଶୀତର!-->!-->!-->…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାରେ ଇବ୍ ନଦୀର କୋପସିଂହା ଓ କୁଡ଼ାବଗାରେ ୪୯୩ କୋଟି ଟଙ୍କା ବ୍ୟୟରେ…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାରେ ଇବ୍ ନଦୀର କୋପସିଂହା ଓ କୁଡ଼ାବଗାରେ ୪୯୩ କୋଟି ଟଙ୍କା ବ୍ୟୟରେ ଦୁଇଟି ନଦୀବନ୍ଧ ନିର୍ମାଣର ଶୁଭ ଦେଇଛନ୍ତି । ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଫାଇଭ୍-ଟି ସଚିବ!-->…
ସମଗ୍ର ରାଜ୍ୟରେ ବୁଷ୍ଟର ଡୋଜ୍ ବା ପ୍ରିକସନାରୀ ଡୋଜ୍ ଟିକାକରଣ ଆରମ୍ଭ
ସମଗ୍ର ରାଜ୍ୟରେ ରୁ ବୁଷ୍ଟର ଡୋଜ୍ ବା ପ୍ରିକସନାରୀ ଡୋଜ୍ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ସମ୍ମୁଖଯୋଦ୍ଧା, ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ୬୦ ବର୍ଷରୁ ଊଦ୍ଧ୍ୱର୍ ବହୁବିଧ ରୋଗରେ ପୀଡିତ ନାଗରିକଙ୍କୁ ଏହି ଡୋଜ୍ ଦିଆଯାଉଛି । କୋ-ୱିନ୍ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍!-->…
ଟିପିଏସ୍ଓଡିଏଲ୍ ପକ୍ଷରୁ ଦକ୍ଷିଣ ଓଡ଼ିଶାରେ ସଫଳ ପରିଚାଳନାର ପ୍ରଥମ ବାର୍ଷିକୀ ପାଳନ
ଟିପିଏସ୍ଓଡିଏଲ୍ ପକ୍ଷରୁ ଦକ୍ଷିଣ ଓଡ଼ିଶାରେ ସଫଳ ପରିଚାଳନାର ପ୍ରଥମ ବାର୍ଷିକୀ ପାଳନବିତରଣ ଭିତିଭୂମିର ଉନ୍ନତୀକରଣ, ନୂତନ ପ୍ରଯୁକ୍ତିର ପ୍ରୟୋଗ ଓ ଗ୍ରାହକଙ୍କ ଅନୁଭୂତିରେ ଉନ୍ନତି୨୩.୬୯ ଲକ୍ଷ ପଞ୍ଜୀକୃତ ଗ୍ରାହକ ସଂଖ୍ୟା ସହ ୯୫ ଲକ୍ଷ ଜନସଂଖ୍ୟାକୁ ବିଦ୍ୟୁତ ଶକ୍ତି ପ୍ରଦାନ
ବ୍ରହ୍ମପୁର!-->!-->!-->…
ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ସମେଟିଭ୍-୧ ପରୀକ୍ଷା
ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ସମେଟିଭ୍-୧ ପରୀକ୍ଷା । ଏଥିରେ ମୋଟ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ । ପ୍ରତିଦିନ ୨ଟି ସିଟିଂରେ ପରୀକ୍ଷା ହେଉଛି । ତେବେ ୮ ତାରିଖ ଦିନ କେବଳ ପ୍ରାକ୍ଟିକାଲ୍!-->…