Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ
ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ବଲାଙ୍ଗିର ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ଘନକୁହୁଡ଼ି ପରିଲକ୍ଷିତ ହୋଇଥିଲା । ଉପକୂଳବର୍ତ୍ତୀ ଜିଲ୍ଲା କଟକ ଏବଂ ଖୋର୍ଦ୍ଧାର!-->…
ଓଡ଼ିଶା ହାଇକୋର୍ଟର ମୂଖ୍ୟ ବିଚାରପତି ଡଃ ଏସ.ମୂରଲୀଧର ମାଲକାନଗିରି ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ଦୌରା ଜର୍ଜ କୋର୍ଟ…
ଓଡ଼ିଶା ହାଇକୋର୍ଟର ମୂଖ୍ୟ ବିଚାରପତି ଡଃ ଏସ.ମୂରଲୀଧର ମାଲକାନଗିରି ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ଦୌରା ଜର୍ଜ କୋର୍ଟ ପରିଦର୍ଶନ କରିଛନ୍ତି । କୋର୍ଟ ପରିଦର୍ଶନ ପରେ ସେ ମାଲକାନଗିରି ଜିଲ୍ଲାର ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଓ ଜିଲ୍ଲା ବାର ଆସୋସିଏସନର ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି । ସେ!-->…
ଧାନ ବିକ୍ରି କରିବା ପାଇଁ ଚାଷୀମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟିଦେବାକୁ…
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍ଏମ୍ସି ଏବଂ କୃଷି ବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ସମବାୟ ବିଭାଗ!-->…
ଭୋଟର ପରିଚୟପତ୍ର ସହିତ ଆଧାର ନମ୍ବର ସଂଯୋଗ
ଭୋଟର ପରିଚୟପତ୍ର ସହିତ ଆଧାର ନମ୍ବର ସଂଯୋଗ ସଂପର୍କିତ ବିଧେୟକ ଲୋକସଭାରେ ଗୃହୀତ ହୋଇଛି । ନିର୍ବାଚନ ଆଇନ ସଂଶୋଧନ ବିଧେୟକ ୨୦୨୧କୁ ଆଇନମନ୍ତ୍ରୀ କିରେନ୍ ରିଜିଜୁ ଗୃହରେ ଆଗତ କରିଥିବା ବେଳେ ଏହା ବାଚନିକ ଭୋଟରେ ଗୃହୀତ ହୋଇଥିଲା ।
ବିଧେୟକ ବ୍ୟବସ୍ଥା ଅନୁଯାୟୀ ପ୍ରତ୍ୟେକ ମତଦାତାଙ୍କ!-->!-->!-->…
ରାଜ୍ୟରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଶୀତ ଲହରୀ
ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଫୁଲବାଣୀ ଜିଲ୍ଲାର ଦାରିଙ୍ଗିବାଡ଼ିରେ ପ୍ରବଳ ଶୀତ ଅନୁଭୂତ ହେଉଛି । ସେଠାରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ଼ କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ!-->…
ରାଜ୍ୟର ଦୀର୍ଘତମ ସେତୁର ଉଦ୍ଘାଟନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଳାର ବଡ଼ମ୍ବାଗୋପୀନାଥପୁରଠାରେ ମହାନଦୀ ଉପରେ ରାଜ୍ୟର ଦୀର୍ଘତମ ସେତୁର ଉଦ୍ଘାଟନ କରିଛନ୍ତି । ୩ କିଲୋମିଟର ୪୦୦ ମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ଅକ୍ଷର ‘ଟି’ ଭଳି । ଏଥିପାଇଁ ୧୧୧ କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୨୦୧୪ ମସିହାରେ ଏହାର!-->…
ଓଡ଼ିଶାରେ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡ଼ାଣ ଆରମ୍ଭ!-->!-->!-->…
ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି – ୬ଟି ସହରର ତାପମାତ୍ରା ୧୩ ଡିଗ୍ରୀ ତଳେ
ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି । ତେବେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭ ଦଶମିକ ୫ ଡିଗ୍ରୀ ସେଲସିୟସ୍ ଦାରିଙ୍ଗବାଡ଼ିଠାରେ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ରାଜ୍ୟର ୬ଟି ସହରର!-->…
ଜାନୁଆରୀରେ ଅନୁଷ୍ଠିତ ହେବାକୁ ଥିବା ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାକୁ ସ୍ଥଗିତ
କରୋନା ମହାମାରୀ ସଂକ୍ରମଣ ଓ ରାଜ୍ୟ ସରକାରଙ୍କର କଟକଣା ଯୋଗୁଁ ୨୦୨୨ ଜାନୁଆରୀରେ ଅନୁଷ୍ଠିତ ହେବାକୁ ଥିବା ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାକୁ ସ୍ଥଗିତ ରଖାଯାଇଛି । ଧନୁଯାତ୍ରା ମହୋତ୍ସବର କାର୍ଯ୍ୟକାରିଣୀ ସମିତିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ!-->…
ରାଜ୍ୟ ବିଧାନସଭାର ଚଳିତ ଶୀତ ଅଧିବେଶନ ୨୦ ଦିନ ପୂର୍ବରୁ ଶେଷ
ରାଜ୍ୟ ବିଧାନସଭାର ଚଳିତ ଶୀତକାଳୀନ ଅଧିବେଶନକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି । ଫଳରେ ଚଳିତ ଶୀତ ଅଧିବେଶନ ୨୦ ଦିନ ପୂର୍ବରୁ ଶେଷ ହୋଇଛି । ଆସନ୍ତା ୩୧ ତାରିଖରେ ବିଧାନସଭା ଅଧିବେଶନ ଶେଷ ହେବାପାଇଁ ଧାର୍ଯ୍ୟ ହୋଇଥିଲା ।
ସୂଚନା!-->!-->!-->…