Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ସ୍ୱାସ୍ଥ୍ୟ ବୀମା ଗ୍ରହଣୀୟତାକୁ ପ୍ରୋତ୍ସାହିତ କରୁଛି ଏଚଡିଏଫସି ଏର୍ଗୋ
ଭୁବନେଶ୍ୱର : ଭାରତର ଅଗ୍ରଣୀ ଘରୋଇ କ୍ଷେତ୍ର ସାଧାରଣ ବୀମା କମ୍ପାନି, ଏଚଡିଏଫସି ଏର୍ଗୋ ଜେନେରାଲ୍ ଇନସ୍ୟୁରାନ୍ସ କମ୍ପାନି ରାଜ୍ୟରେ ସ୍ୱାସ୍ଥ୍ୟ ବୀମାର ଗ୍ରହଣୀୟତାକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇଛି। କଂପାନି ପାଇଁ ଅନ୍ୟତମ ପ୍ରମୁଖ ବଜାର,!-->…
ଦେଶବ୍ୟାପୀ ୪୦୦୦ ଷ୍ଟୋର୍କୁ ସମ୍ପ୍ରସାରଣ କରିଛି ଓଲା ଇଲେକ୍ଟ୍ରିକ
ଭୁବନେଶ୍ୱର : ଭାରତର ସବୁଠାରୁ ବଡ ଇଭି କମ୍ପାନୀ ଓଲା ଇଲେକ୍ଟ୍ରିକ, ଦେଶବ୍ୟାପୀ ୪୦୦୦ ଷ୍ଟୋରକୁ ଏହାର ନେଟ୍ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରିଛି । ଏହି ବିସ୍ତାର ସହିତ ବର୍ତମାନର ନେଟ୍ୱର୍କରେ ୪ ଗୁଣ ବୃଦ୍ଧି ହୋଇଛି । ଦେଶରେ ଇଭିର ପହଂଚ, ଅଭିବୃଦ୍ଧି ଓ ଗ୍ରହଣୀୟତାକୁ!-->…
କଟକରେ ଖୋଲିଲା ଓଲାର ନୂଆ ଏକ୍ସପିରିଏନ୍ସ ସେଂଟର
ଦେଶବ୍ୟାପୀ ୪୦୦୦ ଷ୍ଟୋର୍କୁ ସମ୍ପ୍ରସାରଣ କରିଛି ଓଲା ଇଲେକ୍ଟ୍ରିକକଟକ : ଭାରତର ସବୁଠାରୁ ବଡ ଇଭି କମ୍ପାନୀ ଓଲା ଇଲେକ୍ଟ୍ରିକ, ଦେଶବ୍ୟାପୀ ୪୦୦୦ ଷ୍ଟୋରକୁ ଏହାର ନେଟ୍ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରିଛି । ଏହି ବିସ୍ତାର ସହିତ ବର୍ତମାନର ନେଟ୍ୱର୍କରେ ୪ ଗୁଣ ବୃଦ୍ଧି ହୋଇଛି!-->…
ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪ାର ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହନ
ଚା ଉଦଯାପନୀ ସମାରୋହ ରାଜ୍ୟର ବର୍ଦ୍ଧିତ ପାଉଥିବା ଷ୍ଟାର୍ଟଅପ୍ ବ୍ୟବସ୍ଥା ଉପରେ ଆଲୋକପାତଭୁବନେଶ୍ୱର: ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ବହୁ ପ୍ରତୀକ୍ଷିତ ଓଡ଼ିଶା ଷ୍ଟାର୍ଟଅପ୍!-->…
ଭିଭିତ୍ସା ୱାର୍ଲ୍ଡ ସ୍କୁଲର ନୂଆ ଲୋଗୋ ଉନ୍ମୋଚିତ, ଉତ୍କର୍ଷତା ଦିଗରେ ଏକ ବଡ଼ ପଦକ୍ଷେପ
କ୍ୟୁରିଅସ୍ କବ୍ସ ପ୍ରିସ୍କୁଲର ଗୌରବମୟ ୧୦ ବର୍ଷ ପାଳନ
ସମ୍ବଲପୁର : କ୍ୟୁରିଅସ କବ୍ସ, ଭିଭିତ୍ସା ୱାର୍ଲ୍ଡ ସ୍କୁଲ୍ (ଭିଡବ୍ଲ୍ୟୁଏସ୍)ର ନୂଆ ଲୋଗୋର ଭବ୍ୟ ଉନ୍ମୋଚନ ଘୋଷଣା କରି ବେଶ୍ ଆନନ୍ଦିତ, ଯାହାକି ଶିକ୍ଷା କ୍ଷେତ୍ରରେ ଏହାର ଆଗାମୀ ଉଚ୍ଚାଭିଳାଷୀ ଅଧ୍ୟାୟ । ସମ୍ବଲପୁରରେ ଶିକ୍ଷାର!-->!-->!-->…
ପରବ-୨୦୨୪ରେ ଆଦିବାସୀ ଐତିହ୍ୟ ପାଳନ କଲା ବେଦାନ୍ତ
ଆଦିବାସୀ କଳା ସଂସ୍କୃତିର ପ୍ରୋତ୍ସାହନ ପାଇଁ ପ୍ରତିଶ୍ରୁତିବଦ୍ଧ
କୋରାପୁଟ, : ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ସମୃଦ୍ଧ ସାଂସ୍କୃତିକ ପର୍ବ ‘ପରବ-୨୦୨୪'କୁ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଗର୍ବର ସହ ସମର୍ଥନ କରିଛି ।
ମୁଖ୍ୟମନ୍ତ୍ରୀ!-->!-->!-->!-->!-->…
ପ୍ରି-ଓନ୍ଡ ମୋଟରସାଇକେଲ ବିଜ୍ନେସ୍ ‘ରିଓନ୍’ର ସମ୍ପ୍ରସାରଣ କରିଛି ରୟାଲ ଏନ୍ଫିଲ୍ଡ; ବର୍ତମାନ ଏହା ଦେଶର ୨୩୬ଟି…
-ଏକ ନୂଆ ରୟାଲ ଏନ୍ଫିଲ୍ଡ ମୋଟରସାଇକେଲକୁ ଅପ୍ଗ୍ରେଡ ହେବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଏହା ଏକ୍ସଚେଞ୍ଜ ଲାଭ ସହିତ ଏକ ଲୟାଲ୍ଟି ପ୍ରୋଗ୍ରାମର ଶୁଭାରମ୍ଭ କରିଛି ।-ରିଓନ୍ ସମ୍ପୂର୍ଣ୍ଣ ବ୍ରାଣ୍ଡ ନିଶ୍ଚିତତା, ଉଚିତ ମୂଲ୍ୟ ଗ୍ୟାରେଂଟି, ସହଜ ଟ୍ରାନ୍ସଫର ଓ ଡକ୍ୟୁମେଂଟେଶନ ସହିତ ଏକ!-->!-->!-->…
ବିଏନଆଇ ଭୁବନେଶ୍ୱର ପକ୍ଷରୁ ସଫଳତାର ସହ ବିଏନଆଇ ଭୁବନେଶ୍ୱର କ୍ରିକେଟ ଚାମ୍ପିଅନସିପ୍ ୪.୦ ଆୟୋଜନ
ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ବିଏନ୍ଆଇ ଭୁବନେଶ୍ୱର କ୍ରିକେଟ୍ ଚାମ୍ପିଅନସିପ୍ ୪.୦ (ବିସିସି ୪.୦)ର ସଫଳ ଆୟୋଜନ ଭୁବନେଶ୍ୱର ହାଇଟେକ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ହୋଇଯାଇଛି । ଏହି ରୋମାଂଚକର କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣରେ ବିଏନଆଇର ଗତିଶୀଳ ବ୍ୟବସାୟୀ ସମୁଦାୟକୁ କ୍ରିକେଟ,!-->…
ଓଡ଼ିଶାରେ ପରିବର୍ତନଶୀଳ ଜି୨ସି ପ୍ରୋଗ୍ରାମଗୁଡିକ ସମ୍ପର୍କରେ ଆଲୋଚନା
ଭୁବନେଶ୍ୱର : ୟୁନିକ୍ ଇନ୍ଫୋ ସଲ୍ୟୁଶନ୍ସର ପ୍ରତିଷ୍ଠାତା ଶ୍ରୀ ପ୍ରକାଶ ଶାହା ଓଡିଶାରେ ପରିବର୍ତନଶୀଳ ଗଭର୍ଣ୍ଣମେଂଟ-ଟୁ-ସିଟିଜେନ (ଜି୨ସି) ପ୍ରୋଗ୍ରାମଗୁଡିକର କାର୍ଯ୍ୟକାରିତା ଉପରେ ଏକ ତଥ୍ୟପୂର୍ଣ୍ଣ ଆଲୋଚନାରେ ନିଜର ମତାମତ ବ୍ୟକ୍ତ କରିଛନ୍ତି । ୱାନ ନେଶନ ୱାନ୍ ଷ୍ଟୁଡେଂଟ ଆଇଡି!-->!-->!-->…