Sign in
Sign in
Recover your password.
A password will be e-mailed to you.
ରାଜ୍ୟ ସରକାର କର୍ମଚାରୀମାନଙ୍କ ପାଇଁ ଦଶହରା ପୂଜା ଭେଟି ଭାବେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି
ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କ ପାଇଁ ଦଶହରା ପୂଜା ଭେଟି ଭାବେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଏହି ମହଙ୍ଗାଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତିଦ୍ୱାରା ରାଜ୍ୟର ୪!-->…
ଦଶହରା ଏବଂ କୁମାର ପୂର୍ଣ୍ଣିମା ଉପଲକ୍ଷେ ୧୦ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା
ରାଜ୍ୟ ସରକାର ଦଶହରା ଏବଂ କୁମାର ପୂର୍ଣ୍ଣିମା ଉପଲକ୍ଷେ ୧୦ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । ଏହି ସମୟ ମଧ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ୍ ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଛୁଟି ପରେ ୨୧ ତାରିଖରୁ ନବମ,!-->…
ଶିକ୍ଷକ ନିଯୁକ୍ତିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଶିକ୍ଷକ ନିଯୁକ୍ତିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । ରାଜ୍ୟରେ ଦୀର୍ଘଦିନ ଧରି ବିଦ୍ୟାଳୟମାନଙ୍କରେ ଖାଲି ଥିବା ଶିକ୍ଷକ ଶିକ୍ଷୟିତ୍ରୀ ପଦବୀ ପୂରଣ ହେବ । ଏଥିପାଇଁ ଦୁଇ ଦିନ ଧରି ଚାଲିଥିବା!-->…
ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଗୁରୁତ୍ୱ ଦେଇ ରାଜଧାନୀ ଏକ୍ସପ୍ରେସ୍ ଭଳି ପୁରୀ-ହାଟିଆ-ପୁରୀ ତପସ୍ୱିନୀ…
ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଗୁରୁତ୍ୱ ଦେଇ ରାଜଧାନୀ ଏକ୍ସପ୍ରେସ୍ ଭଳି ପୁରୀ-ହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସ୍କୁ ଲିଙ୍କ୍ ହପ୍ମେନ୍ ବୁଶ - ଏଲ୍.ଏଚ୍.ବି. କୋଚ୍ରେ ପରିଣତ କରିବାପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,!-->…
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହା ଘନୀଭୂତ ହୋଇ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
ପଶ୍ଚିମବଙ୍ଗ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ୩ ଦଶମିକ ୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହା ଘନୀଭୂତ ହୋଇ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା!-->…
ରାଜ୍ୟରେ ଏଣିକି ସବ୍ଇନିସ୍ପେକ୍ଟର ବା ଏସ୍ଆଇ ମାନେ ଫାଣ୍ଡି ଦାୟିତ୍ୱରେ ରହିବେ
ରାଜ୍ୟରେ ଏଣିକି ସବ୍ଇନିସ୍ପେକ୍ଟର ବା ଏସ୍ଆଇ ମାନେ ଫାଣ୍ଡି ଦାୟିତ୍ୱରେ ରହିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । କମିଶନରେଟ୍ ପୁଲିସ୍ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ୍ ଓ ରେଲ୍ୱେ ପୁଲିସ୍ ଦ୍ୱାରା ପରିଚାଳିତ!-->…
ରାଜ୍ୟରେ ଏଣିକି ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଘରେ ପ୍ରିପେଡ ସ୍ମାର୍ଟ ମିଟର- ଟଙ୍କା ସରିଲେ ଇଲେକ୍ଟ୍ରିକ୍ ବନ୍ଦ
ରାଜ୍ୟରେ ଏଣିକି ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଘରେ ପ୍ରିପେଡ ସ୍ମାର୍ଟ ମିଟର ଲାଗିବ । ସିମକାର୍ଡ ଜରିଆରେ ଜଣେ ଯେତିକି ଦେୟ ପ୍ରଦାନ କରିବେ, ସେତିକି ବିଦ୍ୟୁତ୍ ବ୍ୟବହାର କରିବେ । ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଶକ୍ତି ବିଭାଗର ଷ୍ଟାଣ୍ଡିଂ କମିଟିର!-->!-->!-->…
ସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର,!-->…
ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ…
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ ଦିଆଯିବ!-->…
ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ , ପ୍ରତିଟି ଜୀବନ ମୂଲ୍ୟବାନ୍ – ଚାଷୀ ହେଉ କି ମୁଲିଆ, ସମସ୍ତେ ସମ୍ମାନର ସହ…
ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ । ପ୍ରତିଟି ଜୀବନ ମୂଲ୍ୟବାନ୍ । ଚାଷୀ ହେଉ କି ମୁଲିଆ, ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ, ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ସ୍ମାର୍ଟ ହେଲ୍ଥ୍ କାର୍ଡ଼ ଯୋଜନା ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଗଜପତି ଜିଲ୍ଲା!-->…