Sign in
Sign in
Recover your password.
A password will be e-mailed to you.
ଆଇଏଏସ୍ ପରୀକ୍ଷାଫଳ ପ୍ରକାଶ- ଓଡ଼ିଶାର ଯୁବନି ମହାପାତ୍ର,ଆଶିଷ କୁମାର ଏବଂ ଶୁଭଙ୍କର ବଳ ୧୦୦ ଜଣଙ୍କ ମଧ୍ୟରେ
ଭାରତୀୟ ପ୍ରଶାସନିକ ସେବା ୨୦୨୦ ପରୀକ୍ଷା ଫଳ ଗତକାଲି ପ୍ରକାଶ ପାଇଛି । ଭାରତୀୟ ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ଶୁଭମ କୁମାର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।
ସେହିପରି ଭୋପାଳର ଜାଗୃତି ଅବସ୍ତି ଦ୍ୱିତୀୟ ଓ ଅଙ୍କିତା ଜୈନ୍ ତୃତୀୟ ସ୍ଥାନରେ ରହିଛନ୍ତି ।!-->!-->!-->…
ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ମୁହାଁ ବାତ୍ୟା -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ତଥା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି । ଆଜି ସକାଳ ସୁଦ୍ଧା ଏହା!-->!-->!-->…
ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନର ଭୋଟ୍ ଗଣତି ନିୟମରେ ପରିବର୍ତ୍ତନ କରିଛନ୍ତି -ନୂଆ ନିୟମ ଅନୁସାରେ
ପଞ୍ଚାୟତ ନିର୍ବାଚନ ନିୟମରେ ସଂଶୋଧନ ନେଇ ରାଜ୍ୟପାଳଙ୍କ ଅନୁମୋଦନ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନର ଭୋଟ୍ ଗଣତି ନିୟମରେ ପରିବର୍ତ୍ତନ କରିଛନ୍ତି । ନୂଆ ନିୟମ ଅନୁସାରେ ପ୍ରାର୍ଥୀ କିମ୍ବା ତାଙ୍କ ପୁଲିଂ ଏଜେଣ୍ଟଙ୍କ!-->…
ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍ ପେପରରେ ମତଦାନ ଆରମ୍ଭ
ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍ ପେପରରେ ମତଦାନ ଆରମ୍ଭ ହୋଇଛି । ଏ ସମ୍ପର୍କରେ ସୂଚନା ଦେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ କହିଛନ୍ତି, ୮୦ ବର୍ଷରୁ ଉଦ୍ଧ୍ୱର୍ ବୟସର ମତଦାତା, ଦିବ୍ୟାଙ୍ଗ ଓ କୋଭିଡ୍ ଆକ୍ରାନ୍ତଙ୍କ ପାଇଁ ଏହି ବ୍ୟବସ୍ଥା କରାଯାଇଛି!-->…
ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ…
ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାଠ ପଢ଼ିପାରିବେ ବୋଲି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଣିକି ଏନେଇ ଆଉ କୌଣସି ପ୍ରକାର ସମସ୍ୟା ହେବ ନାହିଁ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର!-->…
ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ କରୋନାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୫୦ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା…
କରୋନା ମହାମାରୀ ସଂକ୍ରମରେ ପ୍ରାଣ ହରାଇଥିବା ବ୍ୟକ୍ତିବର୍ଗଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏନେଇଗତକାଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ କରୋନାରେ ପ୍ରାଣ!-->…
ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ- କେବଳ…
ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ କେବଳ ସାଧାରଣ ରୋଗ ପାଇଁ ହିଁ ଫାର୍ମାସିଷ୍ଟମାନେ ଔଷଧ!-->…
ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍ ପ୍ରତିଷ୍ଠା
ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍ ପ୍ରତିଷ୍ଠା ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ଏହାର ନିର୍ମାଣ କାର୍ଯ୍ୟ ଆସନ୍ତା ଅଢ଼େଇ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ!-->…
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇ ଲଘୁଚାପରେ ପରିଣତ -୪୦ରୁ ୫୦ କିଲୋମିଟର ବେଗରେ ପବନ…
୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା
ମିଆଁମାର ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ଏକ ଲଘୁଚାପ ସୃଷ୍ଟି ହେବାର!-->!-->!-->…
ବାଲେଶ୍ୱରର ବସ୍ତାଠାରେ ଜଳକା ନଦୀରେ ବନ୍ୟା ଆସିବାରୁ ଏକତାଳି ଗାଁ ନିକଟରେ ୫୦୦ ମିଟରର ନଦୀବନ୍ଧ ଭାଙ୍ଗିଯାଇଛି
ବାଲେଶ୍ୱରର ବସ୍ତାଠାରେ ଜଳକା ନଦୀରେ ବନ୍ୟା ଆସିବାରୁ ଏକତାଳି ଗାଁ ନିକଟରେ ୫୦୦ ମିଟରର ନଦୀବନ୍ଧ ଭାଙ୍ଗିଯାଇଛି । ଫଳରେ ବସ୍ତା ବ୍ଲକ ପୁଲଥିଟା ବସ୍ତିର ୪୦ଟି ଘରେ ବନ୍ୟାଜଳ ପ୍ରବେଶ କରିବାରୁ ସେମାନଙ୍କୁ ଉଦ୍ଧାର କରାଯାଇ ନିରାପଦ ସ୍ଥାନରେ ରଖାଯିବା ସହ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି ।!-->…