Sign in
Sign in
Recover your password.
A password will be e-mailed to you.
ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୫୯୭ କୋଟି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବହୁ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି!-->…
ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଓ ଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋସ…
ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଓ ଗଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନ୍ମୋହନ ରେଡ୍ଡୀଙ୍କୁ ଏକ!-->…
ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମ ଲେଖା ଶେଷ
ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମ ଲେଖା ଶେଷ ହୋଇଛି । ରାଜ୍ୟର ୨୦୩୫ଟି କନିଷ୍ଠ ମହାବିଦ୍ୟାଳୟରେ ମୋଟ୍ ପ୍ରାୟ ୩ଲକ୍ଷ ୨୧ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଆସନ୍ତା ୨୭ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧାତାଲିକା ପ୍ରକାଶ ପାଇବ । ୨୯ରୁ ଅକ୍ଟୋବର ପହିଲା ମଧ୍ୟରେ!-->…
ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍ଙ୍କ ଓଡ଼ିଶାର ମିଶନ୍ ଶକ୍ତିକୁ ପ୍ରଶଂସା
ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମହିଳା ସଶକ୍ତିକରଣ ସମ୍ପର୍କୀତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହିଳାଙ୍କ ବୈଷୟିକ ଶିକ୍ଷା ଉପରେ ରାଜ୍ୟ!-->…
ଇଣ୍ଡୋର୍ ଷ୍ଟାଡିୟମ୍ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦ କୋଟି ୬୫ଲକ୍ଷ ଟଙ୍କାର…
ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇଣ୍ଡୋର୍ ଷ୍ଟାଡିୟମ୍ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦ କୋଟି ୬୫ଲକ୍ଷ ଟଙ୍କାର ପ୍ରକଳ୍ପକୁ ରାଜ୍ୟ ସରକାର ସବୁଜ ସଂକେତ ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ!-->!-->!-->…
ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ମୁଖ୍ୟ ପର୍ବ ଶାରଦୀୟ ଦୁର୍ଗୋତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ
ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ମୁଖ୍ୟ ପର୍ବ ଶାରଦୀୟ ଦୁର୍ଗୋତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ । ଏହି ଦିନ ମାଆଙ୍କ ଘଟ ନିମର୍ଜ୍ଜନ ମହାସ୍ନାନ ଓ ଶାରଦୀୟ ପୂଜା ଆରମ୍ଭ ହେବ ।
ସେହିଭଳି ଆସନ୍ତା ୫ ତାରିଖରେ ମାଆଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ସିଂହଧ୍ୱଜ!-->!-->!-->…
୨୦୨୦-୨୧ ବର୍ଷ ଲାଗି ପ୍ରକାଶିତ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଚତୁର୍ଥ ସ୍ଥାନକୁ ଉନ୍ନିତ
ଭାରତର ଖାଦ୍ୟ ସୁରକ୍ଷାମାନକ କର୍ତ୍ତୃପକ୍ଷ (ଏଫ୍.ଏସ୍.ଏସ୍.ଏ.ଆଇ.) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ପ୍ରକାଶିତ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଚତୁର୍ଥ ସ୍ଥାନକୁ ଉନ୍ନିତ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖଲାଲ ମାଣ୍ଡବୀୟ ଉନ୍ମୋଚନ କରିଥିବା ରିପୋର୍ଟ ଅନୁଯାୟୀ ଖାଦ୍ୟ!-->…
ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି -୨୬ ତାରିଖରୁ ଉପକୂଳ ଓଡ଼ିଶା ଓ ଏହାର ଆଖପାଖ…
ଗଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆସନ୍ତାକାଲି ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଆଦି!-->…
ଗୁରୁବାରଠାରୁ ପ୍ରତ୍ୟହ ଶ୍ରୀମନ୍ଦିର ଦ୍ୱାର ଭୋର୍ ସାଢେ ୪ଟାରେ ଖୋଲିବାକୁ ନିଷ୍ପତ୍ତି
ଗୁରୁବାର ଠାରୁ ପ୍ରତ୍ୟହ ଶ୍ରୀମନ୍ଦିର ଦ୍ୱାର ପୂର୍ବାହ୍ନ ସାଢେ ୪ଟାରେ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ଶ୍ରୀମନ୍ଦିର ନୀତି ସବକମିଟି ବୈଠକରେ ଏହା ସ୍ଥିର ହୋଇଛି । ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତି ପରିଚାଳନା ସମ୍ପର୍କରେ ଆଲୋଚନା!-->…
ମୋଟ ୨୯ ଜଣ ରୋଗୀଙ୍କର ବ୍ଲାକଫଙ୍ଗସ୍ରେ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା
କରୋନାର ତୃତୀୟ ଲହର ଆସିବା ନେଇ ବିଭିନ୍ନ ସ୍ୱାସ୍ଥ୍ୟ ସଂଗଠନ ସତର୍କ କରାଇଥିବାବେଳେ ରାଜ୍ୟରେ ଦ୍ୱିତୀୟ ଲହରର ପ୍ରାର୍ଦୁଭାବ କମିବାରେ ଲାଗିଛି । ତେବେ କରୋନା ପ୍ରଭାବିତ ରୋଗୀ ଏବଂ ଅନ୍ୟ ସାଧାରଣ ଲୋକଙ୍କଠାରେ ସମ୍ପ୍ରତି ଦେଖାଦେଇଥିବା ବ୍ଲାକ ଫଙ୍ଗସ୍ ଜନିତ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାର!-->…