ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ୭୧ତମ ଜନ୍ମଦିବସ ପାଳିତ

ଗୁଜୁରାଟର ମୁଖ୍ୟମନ୍ତ୍ରୀ ଓ ପରେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦୀର୍ଘ ୨୦ ବର୍ଷ ଧରି ସୁଶାସନ ପ୍ରଦାନ କରି ଆସିଥିବାରୁ ଆଜିର ଦିନକୁ ‘ସେବା ଓ ସମର୍ପଣ’ ଦିବସ ଭାବେ ମଧ୍ୟ ପାଳନ କରାଯାଉଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଏମ୍‍. ଭେଙ୍କେୟା ନାଇଡୁ ପ୍ରଧାନମନ୍ତ୍ରୀଙ୍କ

ରାଜ୍ୟରେ ଗତ ଦୁଇ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ସୃଷ୍ଟପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାକୁ ରାଜ୍ୟ…

ରାଜ୍ୟରେ ଗତ ଦୁଇ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ସୃଷ୍ଟ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି । ରିଲିଫ୍‍ କୋଡ୍‍ ଅନୁଯାୟୀ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବାକୁ ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ

ସେପ୍ଟେମ୍ବର ୧୫ ତାରିଖରୁ ଅନାଥ ପିଲାମାନଙ୍କୁ ଆଉ ଆଶୀର୍ବାଦ ଯୋଜନାରେ ସାମିଲ କରାଯିବ ନାହିଁ

ସେପ୍ଟେମ୍ବର ୧୫ ତାରିଖରୁ ଅନାଥ ପିଲାମାନଙ୍କୁ ଆଉ ଆଶୀର୍ବାଦଯୋଜନାରେ ସାମିଲ କରାଯିବ ନାହିଁ । ଚଳିତ ମାସ ୧୫ ପରେ ଅଭିଭାବକଙ୍କୁ ହରାଉଥିବା ଶିଶୁ ପୂର୍ବ ପରି ଶିଶୁ ସୁରକ୍ଷା ଯୋଜନାର ଆଇନ୍‍ରେ ସାମିଲ ହେବେ ନାହିଁ । ଆଜି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଏ

ଯୁକ୍ତ ଦୁଇ ଶ୍ରେଣୀରେ ଓରିଜିନାଲ୍‍ ସାର୍ଟିଫିକେଟ୍‍ ଓ ମାଇଗ୍ରେସନ୍‍ ସାର୍ଟିଫିକେଟ୍‍ ବିନା ରାଜ୍ୟର ସମସ୍ତ ଡିଗ୍ରୀ…

ଯୁକ୍ତ ଦୁଇ ଶ୍ରେଣୀରେ ଓରିଜିନାଲ୍‍ ସାର୍ଟିଫିକେଟ୍‍ ଓ ମାଇଗ୍ରେସନ୍‍ ସାର୍ଟିଫିକେଟ୍‍ ବିନା ରାଜ୍ୟର ସମସ୍ତ ଡିଗ୍ରୀ କଲେଜ୍‍ରେ ଯୁକ୍ତ ତିନି ଶ୍ରେଣୀରେ ଛାତ୍ରଛାତ୍ରୀମାନେ ନାମ ଲେଖାଇ ପାରିବେ । ଛାତ୍ରଛାତ୍ରୀମାନେ ଡାଉନ୍‍ଲୋଡ୍‍ କରିଥିବା ସେମାନଙ୍କର ମାର୍କସିଟ୍‍ ଓ ଅଣ୍ଡରଟେକିଂ ରଖି ନାମ

ଲଗାଣବର୍ଷା ଯୋଗୁଁ ୧୩ ନଦୀର ଜଳସ୍ତର ବଢ଼ୁଛି

ଲଗାଣବର୍ଷା ଯୋଗୁଁ ୧୩ ନଦୀର ଜଳସ୍ତର ବଢ଼ୁଛି । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢ଼ାବଳଙ୍ଗ, ବଂଶଧାରା ଓ ଋଷୀକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳଭଣ୍ଡାରର

ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ- ୧୮ ତାରିଖରୁ ପୁଣି…

ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ପରେ ଆଜି ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ ହୋଇଛି । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ

ବିଭିନ୍ନ କାରାଗାରରେ ଥିବା କଏଦୀମାନେ ତାଙ୍କ ନିଜ ଆତ୍ମୀୟଙ୍କ ସହ କଥା ହେବା ସହ ସେମାନଙ୍କ ଭଲମନ୍ଦ ବୁଝିବା ପାଇଁ କଏଦୀ…

କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଚାରାଧୀନ କଏଦୀଙ୍କ ପାଇଁ ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି । ଦେଶର ବିଭିନ୍ନ କାରାଗାରରେ ଥିବା କଏଦୀମାନେ ତାଙ୍କ ନିଜ ଆତ୍ମୀୟଙ୍କ ସହ କଥା ହେବା ସହ ସେମାନଙ୍କ ଭଲମନ୍ଦ ବୁଝିବା ପାଇଁ ଏଭଳି ପ୍ରୟାସ ଆରମ୍ଭ କରାଯାଇଛି । ଏନ୍‌.ପି.ଆଇ.ପି. ଜାତୀୟ

ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ମେଧା ତାଲିକା ପ୍ରକାଶ

ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ମେଧା ତାଲିକା ପ୍ରକାଶ ପାଇଛି । ଏଥିରେ ୪ ଲକ୍ଷ ୩୫ ହଜାର ୯୨ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩ ଲକ୍ଷ ୬ ହଜାର ୪୬୪ ଜଣଙ୍କ ପାଇଁ କଟ୍‍ ଅଫ୍‍ ମାର୍କ ତାଲିକା ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଆସନ୍ତାକାଲିଠାରୁ ୨୧ ତାରିଖ

ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ହ୍ରାସ ପାଇବା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ – ୧୭…

ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥବା ଲଘୁଚାପ ଆଜି ସକାଳେ ଚାନ୍ଦବାଲି ଦେଇ ଅତିକ୍ରମ କରିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଏ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି,

ରାଜ୍ୟରେ ଇତିମଧ୍ୟରେ ଅଢ଼େଇ କୋଟିରୁ ଅଧିକ ଜନସାଧାରଣଙ୍କର ଟିକାକରଣ

ଜାନୁଆରୀ ୧୬ ତାରିଖରୁ ଆରମ୍ଭ ହୋଇଥିବା କରୋନା ଟିକାକରଣ ଅଭିଯାନ ଗତକାଲି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । ରାଜ୍ୟରେ ଇତିମଧ୍ୟରେ ଅଢ଼େଇ କୋଟିରୁ ଅଧିକ ଜନସାଧାରଣଙ୍କର ଟିକାକରଣ ହୋଇପାରିଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦୈନିକ ଟିକାକରଣର ହାର ଏବେତିନି ଲକ୍ଷ ମଧ୍ୟରେ ସୀମିତ ଥିବାବେଳେ