ସୋମବାର ଜନ୍ମାଷ୍ଟମୀ ପଡୁଥିବାରୁ ଏହାକୁ ସରକାରୀ ଛୁଟି ଘୋଷଣା,ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ

ସରକାର ଆସନ୍ତା ସୋମବାର ଜନ୍ମାଷ୍ଟମୀ ପଡୁଥିବାରୁ ଏହାକୁ ସରକାରୀ ଛୁଟି ଘୋଷଣା କରିଛନ୍ତି । ଏଥିପାଇଁ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ପ୍ରତିଷ୍ଠାନ ବନ୍ଦ ରହିବ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

କେନ୍ଦ୍ର ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ସଂଖ୍ୟା ଖୁବ୍‍ ଶୀଘ୍ର ପୂରଣ ହେବ

କେନ୍ଦ୍ର ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ସଂଖ୍ୟା ଖୁବ୍‍ ଶୀଘ୍ର ପୂରଣ ହେବ ଏବଂ ଏହି ପଦବୀ ନିଯୁକ୍ତିରେ ଅନ୍ୟାନ୍ୟ ପଛୁଆବର୍ଗ-ଓବିସି ଓ ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କୁ ପ୍ରାଧାନ୍ୟ ଦିଆଯିବ ବୋଲି ଗତକାଲି ନୂଆଦିଲ୍ଲୀଠାରେ ସର୍ବଭାରତୀୟ ଓବିସି ଛାତ୍ର ସଂଘର

ଜାତୀୟ ଖାଇବା ତେଲ ଯୋଜନା-ତାଳତେଲକୁ କାର୍ଯ୍ୟକାରୀ କରବାକୁ ଅନୁମୋଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‍ ବୈଠକରେ ଜାତୀୟ ଖାଇବା ତେଲ ଯୋଜନା-ତାଳତେଲକୁ କାର୍ଯ୍ୟକାରୀ କରବାକୁ ଅନୁମୋଦନ କରାଯାଇଛି । ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ଏବଂ ଆଣ୍ଡାମାନ୍‍ ନିକୋବର ଦ୍ୱୀପ ସମୂହ ଉପରେ ବିଶେଷ ଗୁରୁତ୍ୱ ଦେଇ ଏହି ଯୋଜନା

ଜାତିଭିତ୍ତିକ ଜନଗଣନା ସହ ୫୦ ପ୍ରତିଶତରୁ ଊଦ୍ଧ୍ୱ ସଂରକ୍ଷଣ ବ୍ୟବସ୍ଥା ପାଇଁ ଆଇନ୍‍ ଆଣିବାକୁ ବିଜୁ ଜନତା ଦଳ ବିଜେଡି…

ଜାତିଭିତ୍ତିକ ଜନଗଣନା ସହ ୫୦ ପ୍ରତିଶତରୁ ଊଦ୍ଧ୍ୱ ସଂରକ୍ଷଣ ବ୍ୟବସ୍ଥା ପାଇଁ ଆଇନ୍‍ ଆଣିବାକୁ ବିଜୁ ଜନତା ଦଳ ବିଜେଡି ପକ୍ଷରୁ ଦାବୀ କରାଯାଇଛି । ଏ ନେଇ ବିଜେଡିର ସାଂସଦମାନେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍‍ ଶାହଙ୍କୁ ଭେଟି ଆଲୋଚନା କରିଛନ୍ତି । ବିଜେଡି ସାଂସଦମାନଙ୍କ ପକ୍ଷରୁ କୁହାଯାଇଛି

ଶ୍ରୀମନ୍ଦିର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ମାର୍ଗଦର୍ଶିକା ଜାରି- ୨୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ଅନୁମତି

ଶ୍ରୀମନ୍ଦିର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ୧୨ ତାରିଖରୁ ୨ ଦିନ ଲାଗି ସେବକ ପରିବାରକୁ ଦର୍ଶନ ଲାଗି ଅନୁମତି ଦିଆଯାଇଥିବା ବେଳେ ୧୬ରୁ ୨୦ ତାରିଖ ଯାଏଁ ପୁରୀ ୨୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ଅନୁମତି୨୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଦର୍ଶନ

ଭାରତୀୟ ପୁରୁଷ ହକି ଦଳରେ ଭାଗ ନେଇ ବ୍ରୋଞ୍ଜ୍‍ ପଦକ ହାସଲ କରିଥିବା ବୀରେନ୍ଦ୍ର ଲାକ୍ରା ଓ ଅମିତ୍‍ ରୋହିଦାସଙ୍କୁ ଅଢ଼େଇ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‍ଠାରେ ହକିରେ ଅଲିମ୍ପିକ୍ସ ବିଜେତାମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭାରତୀୟ ପୁରୁଷ ହକି ଦଳରେ ଭାଗ ନେଇ ବ୍ରୋଞ୍ଜ୍‍ ପଦକ ହାସଲ କରିଥିବା ବୀରେନ୍ଦ୍ର ଲାକ୍ରା ଓ ଅମିତ୍‍ ରୋହିଦାସଙ୍କୁ ଅଢ଼େଇ କୋଟି ଟଙ୍କା ଲେଖାଏଁ

ଦୀର୍ଘ ୪୦ ବର୍ଷର ପ୍ରତୀକ୍ଷା ପରେ ଭାରତ ହକିରେ ଜିତିଲା କାଂସ୍ୟ ପଦକ ଜର୍ମାନୀକୁ ୫-୪ ଗୋଲରେ ହରାଇଲା

ଦୀର୍ଘ ୪୦ ବର୍ଷର ପ୍ରତୀକ୍ଷା ପରେ ଭାରତ ହକିରେ ଜିତିଲା କାଂସ୍ୟ ପଦକ ଜର୍ମାନୀକୁ ୫-୪ ଗୋଲରେ ହରାଇଲା ଦୀର୍ଘ ୪୦ ବର୍ଷ ପରେ ଅଲିମ୍ପିକରେ ଭାରତ ହକିରେ ପଦକ ଜିତିଛି ଟୋକିଓ ଅଲିମ୍ପିକରେ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରିଛି । ପୁରୁଷ ହକିଦଳ ଦେଶ ପାଇଁ ଗୌରବ ଆଣିଛି । ଏହି ମ୍ୟାଚ

୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି

ଉତ୍ତର ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ ୧ ଦଶମିକ ୫ରୁ ୫ ଦଶମିକ ୮ ମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି

ଏବେ ରେଳରେପ୍ରତି ଟିକେଟ ଉପରେ ସର୍ବାଧିକ ୫୦ ଟଙ୍କା ରିହାତି ମିଳିବ- ୟୁପିଆଇ ଏବଂ ଭିମ୍‌ ଆପ୍‌ ବ୍ୟବହାର କଲେ ରିହାତି

(ୟୁପିଆଇ) ଆପ୍‍ ବ୍ୟବହାର କରି ଟିକେଟ୍‌ କ୍ରୟ ଉପରେ ୫ଧରିହାତି ପ୍ରଦାନ କରୁଛି ଡିଜିଟାଲ୍‌ ଇଣ୍ଡିଆ ଅଭିଯାନରେ ଲୋକଙ୍କୁ ଡିଜିଟାଲ୍‌ ସଶକ୍ତୀକରଣ କରିବା ଏବଂ ଡିଜିଟାଲ୍‌ ପ୍ରୟୋଗକୁ ଲୋକପ୍ରିୟ କରାଇବା ପାଇଁ ରେଳ ମନ୍ତ୍ରଣାଳୟ ଭୀମ୍‌ ଆପ୍ଲିକେସନ ସମେତ ୟୁନିଫାଏଡ୍‌ ପେମେଣ୍ଟସ୍‍

ଆସନ୍ତା ୯ ତାରିଖରୁ ଡିପ୍ଲୋମା, ଆଇଟିଆଇ, ଡିଗ୍ରୀ, ପଲିଟେକନିକ୍‍ ଆଦି ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ଧୀରେଧୀରେ ଶିକ୍ଷାନୁଷ୍ଠାନ ଖୋଲିବାରେ ଲାଗିଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିସାରିଥିବାବେଳେ ଆସନ୍ତା ୯ ତାରିଖରୁ ଡିପ୍ଲୋମା, ଆଇଟିଆଇ, ଡିଗ୍ରୀ, ପଲିଟେକନିକ୍‍ ଆଦି ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ । ହେଲେ କେବଳ ଶେଷ ବର୍ଷ