Sign in
Sign in
Recover your password.
A password will be e-mailed to you.
କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ
କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ତାଙ୍କୁ ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଔଦ୍ୟୋଗିକ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି । ସେହିଭଳି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଥିବା ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ,!-->…
ସି.ବି.ଏସ୍.ଇ. ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ପାଠ୍ୟଖସଡ଼ା ଘୋଷଣା
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ସି.ବି.ଏସ୍.ଇ. ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ପାଠ୍ୟଖସଡ଼ା ଘୋଷଣା କରାଯାଇଛି । ୨୦୨୧-୨୨ ଶିକ୍ଷାବର୍ଷର ଛାତ୍ରଛାତ୍ରୀ ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ଦେବେ । ଏହାକୁ ଦୁଇଟି ପର୍ଯ୍ୟାୟରେ ବିଭକ୍ତ କରାଯାଇଛି । ବୋର୍ଡ ସିଲାବସର ୫୦ ପ୍ରତିଶତ!-->…
ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଓ.ଏସ୍.ଆର୍.ଟି.ସି. ବସ୍ ଆଜିଠାରୁ ୪୩ଟି ରୁଟ୍ରେ ଚଳାଚଳ କରିବ
ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଓ.ଏସ୍.ଆର୍.ଟି.ସି. ବସ୍ ଆଜିଠାରୁ ୪୩ଟି ରୁଟ୍ରେ ଚଳାଚଳ କରିବ ବୋଲି ଓ.ଏସ୍.ଆର୍.ଟି.ସି. ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ବସ୍ ଗୁଡ଼ିକରେ କେବଳ ବସିବା କ୍ଷମତା ଅନୁସାରେ କୋଭିଡ୍ ନିୟମ ପାଳନ କରି ଯାତ୍ରୀମାନଙ୍କୁ ଯାତ୍ରା କରିବାକୁ!-->…
ଚଳିତବର୍ଷ ଓଡ଼ିଶାରେ କେବଳ ଶ୍ରୀକ୍ଷେତ୍ର ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ- ସୁପ୍ରିମ୍କୋର୍ଟ
ଚଳିତବର୍ଷ ଓଡ଼ିଶାରେ କେବଳ ଶ୍ରୀକ୍ଷେତ୍ର ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ । ଏହାବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ଆୟୋଜନ କରାଯାଇପାରିବ ନାହିଁ ବୋଲି ସୁପ୍ରିମ୍କୋର୍ଟ ଆଜି ରାୟ ଦେଇଛନ୍ତି । ଏ ସମ୍ପର୍କରେ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ କରାଯାଇଥିବା ଏକାଧିକ!-->…
ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବଜ୍ରପାତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା
ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବଜ୍ରପାତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର,!-->…
ରାଜ୍ୟରେ ପୁଣି ବସ୍ଭଡ଼ା ବୃଦ୍ଧି ପାଇଛି
ରାଜ୍ୟରେ ପୁଣି ବସ୍ଭଡ଼ା ବୃଦ୍ଧି ପାଇଛି । ରାଜ୍ୟ ସରକାର ଏ’ ବର୍ଗରେ ଥିବା ୨୦ଟି ଜିଲ୍ଲାରେ ବସ୍ ଚଳାଇବାକୁ ଅନୁମତି ପ୍ରଦାନ କରିଥିବାବେଳେ ବସ୍ରେ ଥିବା ସିଟ୍ ସଂଖ୍ୟାର ୫୦ ପ୍ରତିଶତ ଯାତ୍ରୀ ନେବାକୁ ଅନୁମତି ଦେଇଛନ୍ତି । ତୈଳ ଦର ବୃଦ୍ଧି ଯୋଗୁଁ ବସ୍ ମାଲିକ ସଂଘର ଦାବି ଅନୁସାରେ!-->…
ଗର୍ଭବତୀଙ୍କୁ କୋଭିଡ୍ ଟିକା ନେବାପାଇଁ ଅନୁମତି ପ୍ରଦାନ
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଟିକାକରଣ ପାଇଁ ଗଠିତ ଜାତୀୟ ବୈଷୟିକ ପରାମର୍ଶ ଦଳର ସୁପାରିସ ପରେ ଗର୍ଭବତୀଙ୍କୁ କୋଭିଡ୍ ଟିକା ନେବାପାଇଁ ଅନୁମତି ପ୍ରଦାନ କରିଛି । ଏହାପରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଟିକାକରଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କୁ ମଧ୍ୟ ସାମିଲ୍ କରିବାପାଇଁ!-->…
ରାଜ୍ୟରେ ଏ ପର୍ଯ୍ୟନ୍ତ ୧ କୋଟି ୧୮ ଲକ୍ଷ ୩୫ ହଜାର ୩୯୬ ଡୋଜ୍ ଟିକା ପ୍ରଦାନ
ରାଜ୍ୟରେ ଗତକାଲି ୩ହଜାର ୫୨୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୮ଲକ୍ଷ ୭୪ହଜାର ୩୦୭ଜଣ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଅପର ପକ୍ଷରେ ରାଜ୍ୟରେ ଏ ପର୍ଯ୍ୟନ୍ତ ୧ କୋଟି ୧୮ ଲକ୍ଷ ୩୫ ହଜାର ୩୯୬ ଡୋଜ୍ ଟିକା ପ୍ରଦାନ କରାଯାଇଛି ।!-->!-->!-->…
ଆସନ୍ତା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା ପ୍ରବାସୀ ଶ୍ରମିକଙ୍କ ସକାଶେ ‘ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ଼’
ଆସନ୍ତା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା ପ୍ରବାସୀ ଶ୍ରମିକଙ୍କ ସକାଶେ ‘ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ଼’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମ୍କୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଅଶୋକ ଭୂଷଣ ଓ ଜଷ୍ଟିସ୍ ଏମ୍.ଆର୍.!-->!-->!-->!-->!-->…
ସଂକ୍ରମଣ ବୃଦ୍ଧି ପାଉଥିବା ଜିଲ୍ଲା ଗୁଡ଼ିକ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଗତକାଲି ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଓ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିବା ଅବସରରେ ସଂକ୍ରମଣ ବୃଦ୍ଧି ପାଉଥିବା ଜିଲ୍ଲା ଗୁଡ଼ିକ ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହିସବୁ ଜିଲ୍ଲାଗୁଡ଼ିକରେ କରୋନା କଟକଣା!-->!-->!-->…