Sign in
Sign in
Recover your password.
A password will be e-mailed to you.
ପଶ୍ଚିମବଙ୍ଗର ଅଶୋକନଗରଠାରେ ଓଏନଜିସିର ଅଷ୍ଟମ ଉତ୍ପାଦନ ବେସିନ୍କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ
ଦୀର୍ଘ ୭୦ ବର୍ଷର ଅପେକ୍ଷା ପରେ ତୈଳ ଓ ଗ୍ୟାସ ଅନ୍ୱେଷଣ ଏବଂ ଉତ୍ତୋଳନ ରାଷ୍ଟ୍ରାୟତ କମ୍ପାନୀ ଓଏନଜିସି ଦେଶ ପାଇଁ ବଡ଼ ସଫଳତା ଆଣିଛି ବୋଲି ଆଜି ପଶ୍ଚିମବଙ୍ଗର ଅଶୋକନଗରଠାରେ ଓଏନଜିସିର ଅଷ୍ଟମ ଉତ୍ପାଦନ ବେସିନ୍କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ କେନ୍ଦ୍ର ପ୍ରାକୃତିକ…
କେନ୍ଦ୍ରାପଡ଼ାର ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଆସନ୍ତାମାସ ୩ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିବ
ଖୋଲିବ ବଳଦେବଜୀଉ ମନ୍ଦିର
କେନ୍ଦ୍ରାପଡ଼ାର ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଆସନ୍ତାମାସ ୩ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିବ । ଗତ ସଂନ୍ଧ୍ୟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ର କହିଛନ୍ତି ରାଜ୍ୟର ପ୍ରମୁଖ ଦେବାଳୟଗୁଡ଼ିକ…
ଜେଇଇ ମେନ୍ର ପ୍ରଥମ ପର୍ଯ୍ୟାୟ ଆସନ୍ତା ଫେବୃୟାରୀ ୨୩ରୁ ୨୬ ତାରିଖ ଯାଏଁ ଅନୁଷ୍ଠିତ ହେବ
ଜେଇଇ ମେନ୍ ପରୀକ୍ଷା ଯୁଗ୍ମ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ର ପ୍ରଥମ ପର୍ଯ୍ୟାୟ ଆସନ୍ତା ଫେବୃୟାରୀ ୨୩ରୁ ୨୬ ତାରିଖ ଯାଏଁ ଅନୁଷ୍ଠିତ ହେବ । କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ୨୦୨୧ ଶିକ୍ଷାବର୍ଷ ନିମନ୍ତେ ଫେବୃୟାରୀ,…
ଆଖୁଚାଷୀଙ୍କ ପାଇଁ ୩ହଜାର ୫ଶହ କୋଟି ଟଙ୍କାର ସବ୍ସିଡ-କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ…
ଆଖୁଚାଷୀଙ୍କ ପାଇଁ ୩ହଜାର ୫ଶହ କୋଟି ଟଙ୍କାର ସବ୍ସିଡ ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତିକୁ କେନ୍ଦ୍ର ପେଟ୍ରୋଲିୟମ ଓ https://www.cialispascherfr24.com/cialis-tarif/ ପ୍ରାକୃତିକ
ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଏହି…
ଚଳିତବର୍ଷ ବରଗଡଠାରେ ଧନୁ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ନାହିଁ
ଚଳିତବର୍ଷ ବରଗଡଠାରେ ଧନୁ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ନାହିଁ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଧନୁଯାତ୍ରା କମିଟିର
ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ଏ ସମ୍ପର୍କରେ ସୂଚନା ଦେଇ ବରଗଡ…
ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ,ପରୀ ପରିବାର ଉଚିତ ନ୍ୟାୟ ପ୍ରଦାନ ଦାବୀ
ନୟାଗଡ଼ ବ୍ଲକ ଯଦୁପୁର ଗ୍ରାମରେ ସଂଗଠିତ ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ,ପରୀ ପରିବାର ଉଚିତ ନ୍ୟାୟ ପ୍ରଦାନ ଏବଂ ଅଭିଯୁକ୍ତମାନଙ୍କୁ ଘଣ୍ଟ ଘୋଡ଼ାଉଥିବା ଥିବା ସ୍ଥାନୀୟ ବିଧାୟକଙ୍କ ଇସ୍ତଫା ଦାବୀ କରି ବି.ଜେ.ପି. ପକ୍ଷରୁ ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ…
ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ ୨୩ ତମ ପ୍ରତିଷ୍ଠା ଦିବସ
ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ ୨୩ ତମ ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି । ଏହାପୂର୍ବରୁ ଆସନ୍ତା ୨୦ ତାରିଖରେ ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଏବଂ ୨୧ ତାରିଖରେ ପରିବର୍ଦ୍ଧିତ ରାଜ୍ୟ ପରିଷଦ ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ।
କୋଭିଡ୍…
ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ
ରାଜ୍ୟରେ ଏବେ ଶୀତ କମିଛି ।
ପ୍ରାୟ ସମସ୍ତ ଜିଲ୍ଲାର ତାପମାତ୍ରା ୨ରୁ ୩ ଡିଗ୍ରୀ ଅଧିକ ରହିଛି ।
ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ଦୁଇ/ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ।
ତେବେ ଆସନ୍ତା ୧୮ ଓ ୧୯ ତାରିଖ ଆଡ଼କୁ…
ଆଜି ଠାରୁ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ପହିଲି ଭୋଗ ନୀତି ଆରମ୍ଭ
ଆଜି ଠାରୁ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ପହିଲି ଭୋଗ ନୀତି ଆରମ୍ଭ ହୋଇଛି । ଧନୁସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ
ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି । ଏହି ସମୟରେ ମହାଲକ୍ଷ୍ମୀ ବାପଘରକୁ ଯାଉଥିବାରୁ…
ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଦେବ ଦୀପାବଳି ଉତ୍ସବ
ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଦେବ ଦୀପାବଳି ଉତ୍ସବ ଆରମ୍ଭ ଅବସରରେ ଶ୍ରୀଜୀଉମାନଙ୍କୁ ଶ୍ରାଦ୍ଧବେଶରେ ସଜ୍ଜିତ କରାଯାଇଥିଲା। ପରମ୍ପରା ଅନୁଯାୟୀ ଏହି ୩ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ତାଙ୍କର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଓ ପିଣ୍ଡଦାନ ଦେଇଥା’ନ୍ତି ।…