Sign in
Sign in
Recover your password.
A password will be e-mailed to you.
ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ପାଠପଢା ପରେ ହିଁ ୟୁଜି ଓ ପିଜି ପରୀକ୍ଷା କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ
ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ପାଠପଢା ପରେ ହିଁ ୟୁଜି ଓ ପିଜି ପରୀକ୍ଷା କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।
ଏସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ସାଶ୍ୱତ ମିଶ୍ର ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଏବଂ କଲେଜ ପ୍ରିନ୍ସିପାଲମାନଙ୍କୁ ଚିଠି…
ଅନ୍ଲାଇନ୍ରେ ପ୍ରଭୁ ଶ୍ରୀ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ
ଅନ୍ଲାଇନ୍ ଅବଢ଼ା ନେଇ ଅସନ୍ତୋଷ ଅନ୍ଲାଇନ୍ରେ ପ୍ରଭୁ ଶ୍ରୀ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି । ଅନ୍ଲାଇନ୍ରେ କିଛି ସଂସ୍ଥା ଏହି ଦୁଇ ମନ୍ଦିରର ଅବଢ଼ା ଯୋଗାଉଥିବାରୁ ଏହାକୁ ନେଇ ଥାନାରେ ଏତାଲା ଦିଆଯାଇଛି । ଭୁବନେଶ୍ୱର ଲିଙ୍ଗରାଜ ଥାନାରେ…
ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ୍ର ସମୟ ପରିବର୍ତ୍ତନ
ସ୍ପେଶାଲ ଟ୍ରେନ୍ର ସମୟ ପରିବର୍ତ୍ତନ ପୂର୍ବତଟ ରେଳବାଇ ପକ୍ଷରୁ ଭୁବନେଶ୍ୱର-ରାଉରକେଲା ଭୁବନେଶ୍ୱର ସ୍ପେଶାଲ ଏକ୍ସପ୍ରେସ୍ ସମୟରେ ପରିବର୍ତ୍ତନ କରାଯାଇଛି ।
ଭୁବନେଶ୍ୱରରୁ ଅପରାହ୍ଣ ୨ଟା ୧୦ରେ ଛାଡୁଥିବା ଏହି ଟ୍ରେନ୍ ଗତ ୫ ତାରିଖଠାରୁ ଅପରାହ୍ଣ ୧ଟା ୪୦ରେ ଭୁବନେଶ୍ୱର ରେଷ୍ଟେସନ…
ଓଡ଼ିଶାର ଆଉ ୪ଟି ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା
ଓଡ଼ିଶାର ଆଉ ୪ଟି ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା ମିଳିବ । ଏହିସବୁ ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ଅନ୍ତର୍ଜାତୀୟ ସୁବିଧା ଉପଲବ୍ଧ ହେବ । ପୁରୀ ବେଳାଭୂମିକୁ ରାଜ୍ୟର ପ୍ରଥମ ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା ମିଳିଥିବାବେଳେ ୨୦୨୧ ଶେଷସୁଦ୍ଧା ରାଜ୍ୟର ଆଉ ୪ଟି ବେଳାଭୂମିକୁ…
ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ଥଣ୍ଡା ଅନୁଭୂତ
ପାଣିପାଗରେ ପରିବର୍ତ୍ତନ ଘଟି ରାଜ୍ୟରେ ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ଥଣ୍ଡା ଅନୁଭୂତ ହେଉଥିବାର ପରିଲକ୍ଷିତ ହୋଇଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟର…
ଏଣିକି କେବଳ ବାଇକ୍ ଚାଳକ ନୁହନ୍ତି ବରଂ ଦୁଇଚକିଆ ଯାନ ଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲ୍ମେଟ୍ ପିନ୍ଧିବା…
ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲ୍ମେଟ୍ ପିନ୍ଧିବା ବାଧ୍ୟତାମୂଳକ ଏଣିକି କେବଳ ବାଇକ୍ ଚାଳକ ନୁହନ୍ତି ବରଂ ଦୁଇଚକିଆ ଯାନ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲ୍ମେଟ୍ ପିନ୍ଧିବା ବାଧ୍ୟତାମୂଳକ ହେବ ।
The DL is suspended for not wearing helmet under…
ଦେଶର ବିକାଶ ସହ ସାଧାରଣ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନ, ଜ୍ଞାନକୌଶଳ, ନବଉନ୍ମେଷର ଭୂମିକା…
ଦେଶର ବିକାଶ ସହ ସାଧାରଣ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନ, ଜ୍ଞାନକୌଶଳ, ନବଉନ୍ମେଷର ଭୂମିକା ମହତ୍ତ୍ୱପୂର୍ଣ୍ଣ ବୋଲି ଆଜି ବିଜ୍ଞାନ ଏବଂ ଶିଳ୍ପ ଗବେଷଣା ପରିଷଦ - ଖଣିଜ ଏବଂ ପଦାର୍ଥ ପ୍ରାଧୋଗିକ ସଂସ୍ଥା, ଭୁବନେଶ୍ୱର (ସି ଏସ ଆଇ ଆର ଆଇ ଏମ ଏମ ଟି) ପକ୍ଷରୁ ଆୟୋଜିତ ଷଷ୍ଠ ଭାରତ…
କ୍ଲାସ୍ରୁମ୍ରେ ହେବ ମ୍ୟାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା
ଆସନ୍ତା ମ୍ୟାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ଅଫ୍ଲାଇନ୍ରେ ହେବ । ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏହି ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ ସେ କହିଛନ୍ତି, ପୂର୍ବରୁ ଯେଭଳି ଭାବେ ପରୀକ୍ଷା ଅନୁଷ୍ଠିତ ହେଉଥିଲା ସେହିଭଳି ହେବ । ପରୀକ୍ଷା ବିଳମ୍ବରେ କରାଯିବ,…
ଟସର ଚାଷ ମାଧ୍ୟମରେ ଅଧିକରୁ ଅଧିକ ଜୀବିକା ସୃଷ୍ଟି
କୋଭିଡ୍ ନାଇଣ୍ଟିନ୍ ସତ୍ୱେ ରାଜ୍ୟ ସରକାର ବୁଣାକାର, ହସ୍ତଶିଳ୍ପୀ ଏବଂ ଚିତ୍ରକାରମାନଙ୍କ ପାଇଁ ୧୧ଲକ୍ଷ ମାନବ ଦିବସ ସୃଷ୍ଟି କରିପାରିଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ସୂଚନା ଦିଆଯାଇଛି ।
କୋଭିଡ୍ ସମୟରେ ରାଜ୍ୟରେ ଟସର…
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧୫ଟି ଅନ୍ଲାଇନ୍ ସେବାର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧୫ଟି ଅନ୍ଲାଇନ୍ ସେବାର ଶୁଭାରମ୍ଭ କରିଛନ୍ତି । ଏଥିସହିତ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛଚାଷ ପାଇଁ ବିଭିନ୍ନ ଉଦ୍ୟୋଗୀଙ୍କ ସହ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।
read…