ଦେଶ ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳୀପୂଜା ଆୟୋଜିତ

ଦେଶର ବିଭିନ୍ନ ସ୍ଥାନରେ କାଳୀପୂଜା ଅନୁଷ୍ଠିତ ହେଉଛି । ତେବେ କୋଭିଡ କଟକଣା ଯୋଗୁଁ କଟକ ସହର ସମେତ ବିଭିନ୍ନ ସ୍ଥାନରେ ମୂର୍ତ୍ତିର ଉଚ୍ଚତା କମ୍‍ କରାଯିବା ସହିତ ନିରାଡମ୍ବର ଭାବେ ପୂଜା ଅନୁଷ୍ଠିତ ହେଉଛି । ଯାଜପୁର ଜିଲ୍ଲାରେ ମଧ୍ୟ ନିରାଡମ୍ବର ଭାବେ କାଳୀପୂଜା ଆୟୋଜନ କରାଯାଇଛି…

ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୩.୦୫ ପ୍ରତିଶତ

ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ଉପରେ ରହିଥିଲା । ଆଜି ୯୦୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭ ହଜାର ୯୦୬କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ…

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ

ଅବସରରେ ନଭେମ୍ବର ୧୫୪ ତାରିଖରେ ପାଳିତ ହୋଇଯାଇଛି । ତାଙ୍କ ଅମ୍ଳାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି । ଶିଶୁପ୍ରିୟ ପଣ୍ଡିତ ନେହେରୁଙ୍କୁ ଚାଚା ନେହେରୁ ମଧ୍ୟ କୁହାଯାଏ । ତାଙ୍କ ଜୟନ୍ତୀ ଅବସରରେ ଏହି ଦିନଟିକୁ ଶିଶୁଦିବସ ଭାବେ ପାଳନ କରାଯାଏ । ଚଳିତବର୍ଷ…

ଭାରତୀୟ ଜନତା ପାର୍ଟି ପକ୍ଷରୁ ଡାଗୁବତୀ ପୁରନ୍ଦେଶ୍ୱରୀଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ

ଭାରତୀୟ ଜନତା ପାର୍ଟି ପକ୍ଷରୁ ଡାଗୁବତୀ ପୁରନ୍ଦେଶ୍ୱରୀଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ସେ ଅରୁଣ ସିଂହଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ । ଓଡ଼ିଶା ସହିତ ତାଙ୍କୁ ମଧ୍ୟ ଛତିଶଗଡର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି । ସେହିପରି ଓଡ଼ିଶାର ଦୁଇ ବରିଷ୍ଠ ନେତା ବୈଜୟନ୍ତ…

ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟା ଶ୍ରାଦ୍ଧ

ଦୀପାବଳି ଅବସରରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟା ଶ୍ରାଦ୍ଧ ଦିଆଯାଉଛି । ତେବେ ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ଦେବା ଓ ବଡବଡୁଆ ଡାକିବା ନେଇ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କରୋନା କଟକଣା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି । ଅନ୍ୟପକ୍ଷରେ ଭୁବନେଶ୍ୱର…

ନିରାଡମ୍ବରରେ ପାଳିତ ହେଲା ଦୀପାବଳି

ଆନନ୍ଦ ଓ ଆଲୋକର ପର୍ବ ଦୀପାବଳି ଆଜି ସାରା ରାଜ୍ୟରେ ପାଳନ କରାଯାଉଛି । ଗତକାଲିଠାରୁ ଅନେକ ଲୋକ ରଙ୍ଗବେରଙ୍ଗ ଆଲୋକରେ ନିଜର ଘର ସଜାଇବାରେ ଆରମ୍ଭ କରିଦେଇଛନ୍ତି । ତେବେ ବାଣ ଫୁଟା ପାଇଁ କଟକଣା ଯୋଗୁଁ ନିରାଡମ୍ବର ଭାବେ ଏହି ଉତ୍ସବ ପାଳନ କରାଯାଉଛି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର…

ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାବେଳେ ଆରୋଗ୍ୟ ସଂଖ୍ୟା ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାବେଳେ ଆରୋଗ୍ୟ ସଂଖ୍ୟା ବୃଦ୍ଧି ପାଉଥିବା ପରିଲକ୍ଷିତ ହେଉଛି । ଗତକାଲି ୧ହଜାର ୫୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୯୫ହଜାର ୨୪୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ରାଜ୍ୟର କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ବଲପୁର ମହାନଗର ନିଗମରେ ୪ଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା ହେବ

ଭୁବନେଶ୍ୱର - #odisha ରାଜ୍ୟର କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ବଲପୁର ମହାନଗର ନିଗମରେ ୪ଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା କରାଯିବ । ଓଡ଼ିଶା ହାଇକୋର୍ଟଙ୍କ ସୁପାରିଶ ଏବଂ ପରାମର୍ଶ କ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ୪ଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି…

ରାଜ୍ୟରେ ଏଣିକି ସବୁ ଚାଷୀମାନଙ୍କୁ କୃଷକ ପରିଚୟ ପତ୍ର

ରାଜ୍ୟରେ ଏଣିକି ସବୁ ଚାଷୀମାନଙ୍କୁ କୃଷକ ପରିଚୟ ପତ୍ର ଦିଆଯିବ, ଯାହାଦ୍ୱାରା ଚାଷୀମାନେ ସହଜରେ ବିଭିନ୍ନ ସରକାରୀ ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ୫ଟି କାର୍ଯ୍ୟକ୍ରମ ଅଧୀନରେ ମୁଖ୍ୟମନ୍ତ୍ରୀ ଗତକାଲି କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ…

ଶ୍ରୀମନ୍ଦିର ଜମି ଉଚ୍ଛେଦ ମାମଲା

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାଶ୍ୱର୍ ଉଚ୍ଛେଦ ପ୍ରକ୍ରିୟାରେ ଜମି ହରାଇଥିବା ଆବେଦନକାରୀଙ୍କୁ ଆସନ୍ତା ୬ ସପ୍ତାହ ଭିତରେ ବିବାଦମୁକ୍ତ ଜମି ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ପୁରୀ ଜିଲ୍ଲାପାଳ  ଆବେଦନକାରୀଙ୍କୁ ପ୍ରଦାନ କରିଥିବା ଜମିରେ…