Sign in
Sign in
Recover your password.
A password will be e-mailed to you.
ବରଫ ଝଡ଼ରେ ଦୁଇଦିନ ଧରି ଭୋକ ଓପାସରେ ଫସିରହିଥିଲେ ଜର୍ମାନ ଦମ୍ପତି, ଉଦ୍ଧାର କଲା ଭାରତୀୟ ବାୟୁସେନା
ନୂଆଦିଲ୍ଲୀ : ଭାରତୀୟ ବାୟୁସେନା ହିମାଚଳ ପ୍ରଦେଶର ଲାହୋଲ ସ୍ପିତି ଅଂଚଳରେ ଏକ ସାହସିକ ଅପରେସନ କରି ବରଫ ଝଡ଼ ମଧ୍ୟରେ ଫସିରହିଥିବା ଦୁଇଜଣ ଜର୍ମାନ ନାଗରିକଙ୍କୁ ଉଦ୍ଧାର କରିଛି । ଏହି ଦୁଇଜଣ ଜର୍ମାନ ନାଗରିକ ହେଉଛନ୍ତି ମାଇକେଲ ଓ ତାଙ୍କ ପତ୍ନୀ ଆନେଟ୍ । ସେମାନେ ଲାହୋଲ-ସ୍ପୀତି ଅଞ୍ଚଳର…
କାଶ୍ମୀର ଆତଙ୍କବାଦୀଙ୍କୁ ପ୍ରତିଶୋଧ ଧମକ ଦେଇଛି ଏହି ଗୁପ୍ତ ସଂଗଠନ
ଶ୍ରୀନଗର : କାଶ୍ମୀର ଘାଟିରେ ଆତଙ୍କବାଦୀମାନେ ବାରମ୍ବାର ସ୍ଥାନୀୟ ପୁଲିସ କର୍ମଚାରୀଙ୍କୁ ହତ୍ୟା କରୁଥିବାରୁ ଏ ଅଂଚଳରେ ଜନଅସନ୍ତୋଷ ବଢିଚାଲିଛି । ହିଜବୁଲ ମୁଜାହିଦ୍ଦିନ ଏସବୁ ହତ୍ୟାକାଣ୍ଡ ଘଟାଉଥିବାରୁ ତାହାର ପ୍ରତିଶୋଧ ନେବା ପାଇଁ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଦାବି ଉଠୁଛି । ଏସବୁ…
ମାଳଦ୍ୱୀପରେ କ୍ଷମତା ପରିବର୍ତ୍ତନ ପଛରେ କଣ ଭାରତର ହାତ ଅଛି ?
ନୂଆଦିଲ୍ଲୀ : ଭାରତ ମହାସାଗରୀୟ କ୍ଷୁଦ୍ର ଦ୍ୱୀପରାଷ୍ଟ୍ର ମାଳଦ୍ୱୀପରେ ନିର୍ବାଚନ ହୋଇ ବିରୋଧୀ ଦଳ କ୍ଷମତାକୁ ଆସିବା ନିଶ୍ଚିତ ହୋଇଯାଇଛି । ଏହା ସହିତ ଏକଛତ୍ରବାଦୀ ରାଷ୍ଟ୍ରପତି ଅବଦୁଲ୍ଲା ୟମିନଙ୍କ କାର୍ୟ୍ୟକାଳ ସମାପ୍ତ ହୋଇଛି । ତେବେ କାଲି ପର୍ୟ୍ୟନ୍ତ ଦେଶର ବିରୋଧୀ ଦଳ ନେତା,…
ସହଜ ଜୀବିକା ନିର୍ବାହ ସୂଚକାଙ୍କ’, ସର୍ବୋକୃଷ୍ଟ ଦ୍ୱିତୀୟ ରାଜ୍ୟ ଭାବେ ଓଡ଼ିଶା ପୁରସ୍କୃତ , ଆନ୍ଧ୍ର ପ୍ରଥମ
ନୂଆଦିଲ୍ଲୀ . - ସହଜ ଜୀବିକା ନିର୍ବାହ ସୂଚକାଙ୍କ ମାନ୍ୟତାରେ ଆନ୍ଧ୍ର ପ୍ରଦେଶ ସର୍ବୋଚ୍ଚ ସ୍ଥାନ ହାସଲ କରିଛି । କେନ୍ଦ୍ର ଆବାସ ଓ ସହରାଂଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଏ ସଂପର୍କୀତ ସୂଚନା ଜାରି କରାଯାଇଛି । ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା ଏବଂ ତୃତୀୟ ସ୍ଥାନରେ…
ଜାଣନ୍ତୁ ଏହି ଔଷଧ ଯୋଗୁଁ ହୋଇପାରେ ହାର୍ଟ ଆଟାକ
ହାର୍ଟ ଆଟାକ ବା ହୃଦଘାତର ବିଭିନ୍ନ କାରଣ ରହିଛି । ମୋଟାପଣ ସହ , ହୃଦୟ ବା ହାର୍ଟକୁ ରକ୍ତ ଯୋଗାଉଥିବା ଧମନୀରେ ଚର୍ବି ଜମାଟ ବାନ୍ଧିଲେ , କୌଣସି କାରଣରୁ ଏହା ସରୁ ହୋଇଗଲେ , ଏହିପରି ଅନେକ କାରଣ ରହିଛି ହାର୍ଟ ଆଟାକ ହୋଇଥାଏ । କେତେକ ପେନ୍ କିଲର ଔଷଧକୁ ଅଧିକ ବ୍ୟବହାର କଲେ ବା ଲମ୍ବା…
ପାକୟୋଙ୍ଗ ବିମାନବନ୍ଦର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ଆକାଶପଥରେ ଯୋଡିହେଲା ସିକ୍କିମ
ନୂଆଦିଲ୍ଲୀ . - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିକ୍କିମରେ ପାକୟୋଙ୍ଗ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି । ଏହା ହେଉଛି ଏହି ହିମାଳୟ ରାଜ୍ୟର ପ୍ରଥମ ଏବଂ ଦେଶର ୧୦୦ ତମ ବିମାନବନ୍ଦର ।
ଏହି ଅବସରରେ ଏକ ବିରାଟ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହାକୁ ସିକ୍ମିମ…
ଅଧିକ ଶକ୍ତିଶାଳୀ ହେବ ଭାରତର ସୁରକ୍ଷା, ୯୧୦୦ କୋଟି ଟଙ୍କା ମୂଲ୍ୟର ଉପକରଣ କ୍ରୟକୁ ଡିଏସିର ମଞ୍ଜୁରି
ନୂଆଦିଲ୍ଲୀ . - ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତା ବିଶିଷ୍ଟ ପ୍ରତିରକ୍ଷା କ୍ରୟ ପରିଷଦର ବୈଠକ ନୂଆଦିଲ୍ଲୀଠାରେ ସମ୍ପନ୍ନ ହୋଇ ଥିଲା। ଏହି ବୈଠକରେ ପ୍ରତିରକ୍ଷା ବଳ ପାଇଁ ୯୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଉପକରଣ କ୍ରୟକୁ ମଞ୍ଜୁରି ପ୍ରଦାନ କରାଯାଇଛି । ସ୍ୱଦେଶୀକରଣ…
ଭାରତ ପାକିସ୍ତାନ ସୀମାରେ ଲାଗିଲା ସ୍ମାର୍ଟ ତାର ବାଡ, ଆତଙ୍କବାଦୀ ପ୍ରବେଶର ଦେବ ସୂଚନା
ନୂଆଦିଲ୍ଲୀ . -ଜମ୍ମୁକୁ ଲାଗିଥିବା ଭାରତ-ପାକିସ୍ତାନ ଆନ୍ତର୍ଜାତିକ ସୀମାରେଖାରେ ଦୁଇଟି ସ୍ମାର୍ଟ ଫେନ୍ସିଂ (ତାରବାଡ଼) ପାଇଲଟ ପ୍ରକଳ୍ପକୁ ସୋମବାର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହ ଉଦଘାଟନ କରିଛନ୍ତି ।
ଏହି ଅବସରରେ ଦେଶର ସୀମାକୁ ଅଧିକ ନିରାପଦ କରିବାକୁ ସରକାର ଅନେକ…
ଦେଶରେ ନିର୍ମିତ ହୋଇଥିବା ଟ୍ୟାଙ୍କ ବିଧ୍ୱଂସକାରୀ,ଏମପିଏଟିଜିଏମର ଦ୍ୱିତୀୟ ଉଡାଣ ପରୀକ୍ଷଣ ସଫଳ
ନୂଆଦିଲ୍ଲୀ .- ସ୍ୱଦେଶୀ ରୂପରେ ନିର୍ମିତ ମ୍ୟାନ ପୋର୍ଟେବୁଲ ଆଣ୍ଟି ଟ୍ୟାଙ୍କ ଗାଇଡେଡ କ୍ଷପଣାସ୍ତ୍ରର ଦ୍ୱିତୀୟ ଉଡାଣକୁ ଆଜି ଅହମ୍ମଦନଗରରେ ସଫଳତାପୂର୍ବକ ପରୀକ୍ଷଣ କରାଯାଇଛି । ଏଥିରେ ମିଶନର ସମସ୍ତ ଉଦ୍ଦେଶ୍ୟକୁ ପୂରଣ କରାଯାଇଛି । ୨୦୧୮ ସେପ୍ଟେମ୍ବର ୧୫ ଓ ୧୬କୁ ଦୁଇ ମିଶନର ଅଧିକତମ ରେଂଜ…
ପାକିସ୍ତାନକୁ ଜବାବ ଦେବାକୁ ସମୟ ଆସିଯାଇଛି : ସେନାଧ୍ୟକ୍ଷ, ଆମେ ଯ଼ୁଦ୍ଧ ପାଇଁ ପ୍ରସ୍ତୁତ : ପାକ୍
ନୂଆଦିଲ୍ଲୀ : ପାକିସ୍ତାନ ଯେଉଁ ଭାଷା ବୁଝେ ତାକୁ ସେହି ଭାଷାରେ ଜବାବ ଦେବାର ସମୟ ଆସିଯାଇଛି ବୋଲି କହିଛନ୍ତି ସେନାଧ୍ୟକ୍ଷ ଜେନେରାଲ ବିପିନ ସିଂ ରାଓ୍ଵତ । ସେ କହିଛନ୍ତି ଯେ ପାକିସ୍ତାନ ଓ ଆତଙ୍କବାଦୀଙ୍କ ବର୍ବରତାର ଦୃଢ ଦେବା ପାଇଁ ସମୟ ଆସିଛି । ଆମେ ପାକିସ୍ତାନ ପରି ବର୍ବର ହେବା ନାହିଁ,…