ଦେଶର ପ୍ରଥମ ‘ନ୍ୟାସନାଲ ସ୍କଲାରସିପ୍ ପୋର୍ଟାଲ ମୋବାଇଲ ଆପ୍’ର ଆରମ୍ଭ।

ନୂଆଦିଲ୍ଲା  --  ଦେଶର ପ୍ରଥମ ‘ନ୍ୟାସନାଲ ସ୍କଲାରସିପ୍ ପୋର୍ଟାଲ ମୋବାଇଲ ଆପ୍’ର ଆରମ୍ଭ ହୋଇଛି ।କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍ତରା ଆବାସ ନକଭୀ ଏହାର ଉଦ୍‌ଘାଟନ କରିଛନ୍ତି  । ଏହି ଅବସରରେ ନକଭୀ କହିଲେ ଯେ, ଏହି ଆପ୍ ଗରିବ ଓ ଦୁର୍ବଳ ବର୍ଗର ଛାତ୍ରଛାତ୍ରୀମାନେ ଯେପରି ସହଜରେ…

ଏମ୍ସରେ ବ୍ୟାଟେରୀ ଚାଳିତ ବସ ସେବାର ଆରମ୍ଭ

ନୂଆଦିଲ୍ଲୀ . -କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଠାରେ ବ୍ୟାଟେରୀ ଚାଳିତ ବସ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହା ଇଣ୍ଡିଆ ଟିଭିର କଂପାନୀ ସାମାଜିକ ଦାୟିତ୍ୱ (ଉଝଜ) ଅନ୍ତର୍ଗତ ଏକ…

ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ

ନୂଆଦିଲ୍ଲୀ. - ଜଷ୍ଟିସ ରଞ୍ଜନ ଗୋଗୋଇ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ । ରାଷ୍ଟ୍ରପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ଅବସର ଗ୍ରହଣ ପରେ ଆସନ୍ତା ଅକ୍ଟୋବର ୩, ୨୦୧୮ରେ ଜଷ୍ଟିସ ଗୋଗୋଇ ନୂତନ କାର୍ୟ୍ୟଭାର…

“ସ୍ୱଚ୍ଛତା ହିଁ ସେବା” ଅଭିଯାନରେ ଅଂଶୀଦାର ହେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱଚ୍ଛତା ହିଁ ସେବା ଅଭିଯାନ’ ର ଅଂଶବିଶେଷ ହେବାକୁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅକ୍ଟୋବର ୨ ରେ ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀର ଆରମ୍ଭ ହେବ । ଏହି ଦିନ ସ୍ୱଚ୍ଛ ଭାରତ ଅଭିଯାନକୁ ମଧ୍ୟ ଚାରି ବର୍ଷ ପୂରଣ ହେବ । ଏହି…

ମେସର୍ସ ଜାତୀୟ କେମିକାଲ୍ସ ଏଣ୍ଡ ଫର୍ଟିଲାଇଜର୍ସର ଜମି ମୁମ୍ବାଇ ମହାନଗର କ୍ଷେତ୍ରୀୟ ବିକାଶ ପ୍ରାଧିକରଣକୁ ହସ୍ତାନ୍ତରଣ

• ମେସର୍ସ ଆରସିଏଫର ଜମି ଗ୍ରେଟର ମୁମ୍ବାଇ ମହାନଗର ପାଳିକାକୁ ହସ୍ତାନ୍ତର ଏବଂ • ଏମଏମଆରଡିଏ/ଏମସିଜିଏମକୁ ଜମି ହସ୍ତାନ୍ତରରେ ପ୍ରାପ୍ତ/ପ୍ରାପ୍ତି ଯୋଗ୍ୟ ହସ୍ତାନ୍ତରଯୋଗ୍ୟ ବିକାଶ ଅଧିକାର ପ୍ରମାଣପତ୍ରର ବିକ୍ରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ…

ସାରିଡନ୍‌ ସହ ୩୨୮ଟି ଔଷଧ  ଭାରତରେ  ବିକ୍ରି ବନ୍ଦ କଲେ ସରକାର, ପାନ୍‌ଡ୍ରେମ୍‌ ବି ନିଷିଦ୍ଧ

ନୂଆଦିଲ୍ଲୀ . – ପ୍ରସିଦ୍ଧ ପେନ୍‌କିଲର ସାରିଡନ୍‌ ସହ ୩୨୮ଟି ଔଷଧକୁ  ବାରତ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି । କେତକ ଔଷଧର ମିଶ୍ର ବା କମ୍ବିନେସନ୍‌ ଓ ଏପ୍‌ଡିସିକୁ ବି ନିଷେଧ କରାଯାଇଛି । କେତକ ଔଷଧକୁ ଅଲଗା କାମରେ ବ୍ୟବହରା କରାଯାଉଥିବାରୁ ତାହାକୁ ନିଷେଧ କରାଯାଇଛି । ମାତ୍ର ଭିକ୍ସ…

ଏବେ ମୁହଁ ଖୋଲିବି, ଅପେକ୍ଷା କରନ୍ତୁ  : ଦାମ ରାଉତ

ବିଜୁ ଜନତା ଦଳରୁ ବହିଷ୍କାର ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ନେତା ଦାମ ରାଉତ । ସେ କହିଛନ୍ତି ଯ଼େ ବହିଷ୍କାର ସଂପର୍କରେ ସେ ଲିଖିତଭାବେ କିଛି ପାଇନାହାନ୍ତି  ।  ତେବେ ପୂର୍ବରୁ ସେ ଦଳ ବିଭିନ୍ନ ପଦ ପଦବୀରୁ ଓ ମନ୍ତ୍ରୀ ପଦରୁ ବାହାରି ଯ଼ାଇଛନ୍ତି  ।  ଏଣୁ ପ୍ରକୃତରେ ଦଳରେ ସେ…

ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି

ନୂଆଦିଲ୍ଲୀ--  ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି । ଏହା ଆଗାମୀ ମାସରୁ ଲାଗୁ ହେବ । ଆଜି ଦେଶର ବିଭିନ୍ନ ସ୍ଥାନରେ ଲକ୍ଷ ଲକ୍ଷ ଆଶା, ଅଙ୍ଗନବାଡି ଏବଂ ଏଏନଏମ କର୍ମଚାରୀଙ୍କ ସହିତ ଏକ ଭିଡିଓ ବ୍ରିଜ…

ସ୍ୱଦେଶୀ ଯୁଦ୍ଧ ବିମାନ ତେଜସର ଆକାଶରେ ଇନ୍ଧନ ଭରିବା ପରୀକ୍ଷଣ ସଫଳ

ନୂଆଦିଲ୍ଲୀ -- ଭାରତୀୟ ବାୟୁସେନାର ବେସରୁ ଆଜି ଏଲସିଏ ତେଜସ ଏମକେ-୧ରେ ଆକାଶରେ ଉଡୁଥିବା ବେଳେ ଇନ୍ଧନ (ତରଳ ଇନ୍ଧନ) ଭରିବାର କାର୍ୟ୍ୟ ସଫଳତା ପୂର୍ବକ ଶେଷ କରାଯାଇଛି । ଏହି ସଫଳତାକୁ ଏକ ମହତ୍ୱପୂର୍ଣ୍ଣ ଉପଲବ୍ଧି ଏବଂ ଅନ୍ତିମ ପରିଚାଳନା ସ୍ୱୀକୃତି ପାଇଁ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ…