Sign in
Sign in
Recover your password.
A password will be e-mailed to you.
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି । ଏହା ଆନ୍ଧ୍ର ଉପକୂଳକୁ ଗତିକରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର,ମାଲକାନଗିରି ଏବଂ!-->…
ଭସାଣି ଶୋଭାଯାତ୍ରାରେ ଆସୁଥିବା ମେଢ଼ଗୁଡ଼ିକ ପାଇଁ ସ୍ୱତନ୍ତ୍ର ରୁଟ୍ ଚାର୍ଟ ଜାରି
ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଦଶହରା ପର୍ବ ଶେଷ ହୋଇଥିବା ବେଳେ ଆଜି ବିଭିନ୍ନ ସ୍ଥାନରେ ଭସାଣ ଉତ୍ସବ ଅନୁଷ୍ଠିତ ହେଉଛି । ଏଥିପାଇଁ ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କଟକରେ ପ୍ରସିଦ୍ଧ ଭସାଣି ଯାତ୍ରା ପାଇଁ କମିଶନରେଟ୍ ପୋଲିସ୍ପକ୍ଷରୁ!-->…
ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ନଭେମ୍ବର ୬ ତାରିଖରେ ଭୋଟ୍ ଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ…
ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ପାଇଁ ଆସନ୍ତାକାଲି ନିର୍ବାଚନ କମିଶନଙ୍କ ବିଧିବଦ୍ଧ ବିଜ୍ଞପ୍ତି ସହ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ ଭାବେ ଧାର୍ଯ୍ୟ ହୋଇଥିବା ବେଳେ ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ!-->…
ଶ୍ରୀକ୍ଷେତ୍ର ପୁରୀରେ ଆଜି ପ୍ରସିଦ୍ଧ ଗୋସାଣୀଯାତ ଅନୁଷ୍ଠିତ ହେଉଛି
ଶ୍ରୀକ୍ଷେତ୍ର ପୁରୀରେ ଆଜି ପ୍ରସିଦ୍ଧ ଗୋସାଣୀଯାତ ଅନୁଷ୍ଠିତ ହେଉଛି । ଷୋଳପୂଜା ପରେ ଦଶହରା ପରଦିନ ଏକାଦଶୀ ତିଥିରେ ସିଂହଦ୍ୱାରସମ୍ମୁଖରେ ଦେବୀମାନଙ୍କର ଯେଉଁ ମେଳଣ ହୁଏ ତାହାକୁ ଗୋସାଣୀଯାତ ବୋଲି କୁହାଯାଇଥାଏ । ପୀଠରେ ବିସର୍ଜନ କରାଯିବା ପରେ ମୃଣ୍ମୟୀ ମୂର୍ତ୍ତିମାନଙ୍କୁ ମେଳଣ ଉଦେଶ୍ୟରେ!-->…
ଭାରତରେ ହୋଣ୍ଡା ଆଣିବ ନୂଆ ଇଲେକ୍ଟ୍ରିକ୍ ମୋଟରସାଇକଲ୍ ମଡେଲ୍
୨୦୨୩ ସୁଦ୍ଧା ଫ୍ଲେକ୍ସ ଫୁଏଲ୍ ମୋଟରସାଇକଲ୍ ଉପସ୍ଥାପନ କରିବ ୨୦୨୫ ସୁଦ୍ଧା ୧୦ ଇଲେକ୍ଟ୍ରିକ୍ ମୋଟରସାଇକଲ୍ ମଡେଲ୍ ଆଣିବ
ଭୁବନେଶ୍ୱର: ଅଙ୍ଗାରକାମ୍ଳ ନିର୍ଗମନକୁ ହ୍ରାସ କରିବା ଏବଂ ପରିବେଶ ପ୍ରତିରହିଥିବା ପ୍ରତିବଦ୍ଧତାକୁ ପାଳନ କରିବା ଲାଗି ହୋଣ୍ଡା ମୋଟରସାଇକଲ୍ ପକ୍ଷରୁ ବଡ଼!-->!-->!-->…
ଜେକେ ଟାୟାର ପକ୍ଷରୁ ନୂଆ “ଜେଡ୍ଷ୍ଟିଲ୍ ଜେଡ୍ଡିଏଚ୍ ଏକ୍ସଏମ୍’ ଓ “ଜେଟ୍ୱେ ଜେୟୁସି ଏକ୍ସଏମ୍’ର ଉନ୍ମୋଚନ ସହ…
ଏହି ନୂଆ ଟାୟାରରେ ରହିଛି ଉନ୍ନତ ପ୍ରଯୁକ୍ତି, ଅଧିକ ଦୀର୍ଘସ୍ଥାୟୀ ଓ ଉତମ ଇନ୍ଧନ ମିତବ୍ୟୟିତା ପ୍ରଦାନ କରୁଛିଭୁବନେଶ୍ୱର: ଭାରତର ପ୍ରମୁଖ ଟାୟାର କଂପାନି ତଥା ଟ୍ରକ୍ ଓ ବସ୍ ରାଡିଆଲ୍ ଟାୟାର କ୍ଷେତ୍ରର ଅଗ୍ରଣୀ ସଂସ୍ଥା ଜେକେ ଟାୟାର ଆଣ୍ଡ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ପକ୍ଷରୁ!-->!-->!-->…
ପାରମ୍ପରିକ ସାରରେ ୬ ଗୁଣ ଅଧିକ ଲାଭ କଲେ କାରଗିଲ୍ର ଚାଷୀ
ଲଦାଖରେ କାଗ୍ରିଲ୍ର କୃଷକମାନେ ପାରମ୍ପରିକ ଚାଷ ପରିବର୍ତ୍ତେ ଅର୍ଥକରି ଫସଲର ଚାଷ ଆଡ଼କୁ ଅଗ୍ରସର ହେଉଛନ୍ତି । ଏହା ସେମାନଙ୍କର ସ୍ଥାୟୀ ବିକାଶ ଓ ଅର୍ଥନୈତିକ ଉନ୍ନତି ଦିଗରେ ସହାୟକ ହେଉଛି । ସାମାର୍ ପାସ୍କୁମ୍ର ସବିର୍ ହୁସେନ୍ ଫୟାଜ୍ ୧୨୦୦ ବର୍ଗ ଫୁଟ ଜମିରୁ ୩୦ହଜାରରୁ ଅଧିକ ଅର୍ଥ!-->…
ମୋବାଇଲ୍ ଗେମ୍ ଜରିଆରେ କୋଲକତାର ଅମିର ଖାଁ ନାମକ ଜଣେ ବ୍ୟକ୍ତି କୋଟି କୋଟି ଟଙ୍କା ଠକେଇ କରିଛନ୍ତି – ଇଡି…
ଏନ୍ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍ ମୋବାଇଲ୍ ଗେମିଂ ଆପ୍ଲିକେସନ୍ ସମ୍ବନ୍ଧୀୟ ଏକ ତଦନ୍ତରେ ଆଜି କୋଲକାତାର ୬ଟି ସ୍ଥାନରେ ଖାନ୍ତଲାସି କରିଛି । ଖାନ୍ତଲାସି ସମୟରେ ୭ କୋଟିରୁ ଅଧିକ ଟଙ୍କାର ନଗଦ ଅର୍ଥ ଜବତ କରାଯାଇଛି । ଅମିର ଖାଁ ନାମକ ଜଣେ ବ୍ୟକ୍ତି ସେହି ମୋବାଇଲ୍ ଗେମିଂ!-->…
୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲର ଲୋଗୋ ଓ ଟ୍ରଫିକୁ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି
୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲର ଲୋଗୋ ଓ ଟ୍ରଫିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ରେ ଆୟୋଜିତ କିକ୍ ଅଫ୍ ଦି ଡ୍ରିମ୍ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଲୋଗୋ ଓ ଟ୍ରଫି ଉନ୍ମୋଚନ କରିବା ସହ ଫିଫା ପକ୍ଷରୁ!-->…