Sign in
Sign in
Recover your password.
A password will be e-mailed to you.
ଫେଲ୍ ମାରିଲା ଚୀନ୍ ରକେଟ୍- ଭାରତ ମହାସାଗରରେ ଖସି ପଡିଲା
ଚୀନର ଏକ ରକେଟ୍ ଭାରତ ମହାସାଗରରେ ଖସିପଡ଼ିଛିଥିବା ବିଷୟରେ ବେଜିଂ କିଛି ସୂଚନା ଦେଇନାହଁ । ନାସା ପକ୍ଷରୁ କୁହାଯାଇଛି ଏହି ରକେଟର ଲକ୍ଷ୍ୟସ୍ଥଳୀ କ’ଣ ଥିଲା ଏବଂ ଏହାର ଭଙ୍ଗାରୁଜା ଅଂଶଗୁଡ଼ିକ କେଉଠାରେ ପଡ଼ିଛି ସେ ବିଷୟରେ ବେଜିଂ ପକ୍ଷରୁ କିଛି ସୂଚନା ଦିଆଯାଇ ନାହିଁ । ଆମେରିକା ମହାକାଶ!-->…
ଭାରତ ଓ ବାଂଲାଦେଶ ମଧ୍ୟରେ ଜାହାଜରେ ପରିବହନ ବ୍ୟବସ୍ଥା ଆଉ
ଏକ ପାଦ ଅଗ୍ରସର
ଭାରତ ଓ ବାଂଲାଦେଶ ମଧ୍ୟରେ ଜାହାଜରେ ପରିବହନ ବ୍ୟବସ୍ଥା ଆଉ ଏକ ପାଦ ଅଗ୍ରସର ହୋଇଛି । ଗତ ଶନିବାର ଦିନ ଶ୍ୟାମାପ୍ରସାଦ ମୁଖାର୍ଜୀ ବନ୍ଦରରୁ ମୋଙ୍ଗଲା ବନ୍ଦର ମଧ୍ୟରେ ଏକ ମାଲ୍ବାହୀ ଜାହାଜର ସାନି ପରୀକ୍ଷାମୂଳକ ଚଳାଚଳ କରାଯାଇଛି । ଆମର ଢାକା ସମ୍ବାଦଦାତା କହିଛନ୍ତି ଚଟଗ୍ରାମ ଓ ମୋଙ୍ଗଲା!-->…
ଦେଶରେ ମଙ୍କିପକ୍ସ ସଂକ୍ରମଣକୁ ଦୃଷ୍ଟିରେ ରଖି ଟାକ୍ସଫୋର୍ସ ଗଠନ କଲେ କେନ୍ଦ୍ର ସରକାର
ଦେଶରେ ମଙ୍କିପକ୍ସ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଟାକ୍ସଫୋର୍ସ ଗଠନ କରିଛନ୍ତି । ସଂକ୍ରମିତ ଲୋକମାନଙ୍କୁ ଟିକାକରଣ ପାଇଁ ଉପାୟ ଏବଂ ରୋଗ ପରୀକ୍ଷା କେନ୍ଦ୍ର ସଂପ୍ରସାରଣ ଦିଗରେ ସରକାରଙ୍କୁ ଏହି ଟାକ୍ସଫୋର୍ସ ମାର୍ଗଦର୍ଶନ କରିବ । କ୍ୟାବିନେଟ୍ ସଚିବ, କେନ୍ଦ୍ର ସ୍ୱାସ୍ଥ୍ୟ!-->…
ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଇ-ବସ୍ ଯାତ୍ରୀମାନେ ବିନାମୂଲ୍ୟରେ ଯାତ୍ରା କରିପାରିବେ
ରାଜ୍ୟରେ ପ୍ରଥମକରି ପ୍ରଦୂଷଣ ମୁକ୍ତ ଇ-ବସ୍ ଓ ଇ-ରାଇଡ୍ ସେବା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରଠାରେ ପତାକା ଦେଖାଇ ଏହି ସେବାର ଶୁଭାରମ୍ଭ କରିଛନ୍ତି । ସବୁଜ ସହର ପରିକଳ୍ପନା, ବାୟୁମଣ୍ଡଳକୁ ପ୍ରଦୂଷଣ ମୁକ୍ତ କରିବା ତଥା ଅଙ୍ଗାରକାମ୍ଳ ନିର୍ଗତ ପରିମାଣ ହ୍ରାସ!-->…
ଆମେରିକାରେ ୨୦୨୨ ଆର୍ଥିକ ବର୍ଷର ଦ୍ୱିତୀୟ ତିନିମାସ ସମୟରେ
ଜି.ଡି.ପି. ବାର୍ଷିକ ଶତକଡ଼ା ଶୂନ ଦଶମିକ ୯ ଭାଗ ହାରରେ ହ୍ରାସ…
ଆମେରିକାରେ ୨୦୨୨ ଆର୍ଥିକ ବର୍ଷର ଦ୍ୱିତୀୟ ତିନିମାସ ସମୟରେ ଜି.ଡି.ପି. ବାର୍ଷିକ ଶତକଡ଼ା ଶୂନ ଦଶମିକ ୯ ଭାଗ ହାରରେ ହ୍ରାସ ପାଇଛି । ଆମେରିକା ବାଣିଜ୍ୟ ବିଭାଗ ପକ୍ଷରୁ ଏହା କୁହାଯାଇଛି । କ୍ରମାନ୍ୱୟରେ ଆର୍ଥିକ ବର୍ଷର ପ୍ରଥମ ଓ ଦ୍ୱିତୀୟ ତିନି ମାସ ସମୟ ପାଇଁ ଜି.ଡି.ପି. ହାରରେ ଏଭଳି!-->…
୨୦୨୦ ପରଠାରୁ ଗତମାସ ସୁଦ୍ଧା ୪ ଲକ୍ଷ ୧୬ହଜାର ଭାରତୀୟ ଶ୍ରମିକ ୧୮ଟି ଦେଶକୁ କାମଧନ୍ଦା ପାଇଁ ଯାଇଛନ୍ତି
ସରକାର କହିଛନ୍ତି, ୨୦୨୦ ପରଠାରୁ ଗତମାସ ସୁଦ୍ଧା ୪ ଲକ୍ଷ ୧୬ ହଜାର ଭାରତୀୟ ଶ୍ରମିକ ୧୮ଟି ଦେଶକୁ କାମଧନ୍ଦା ପାଇଁ ଯାଇଛନ୍ତି । ଲୋକସଭାରେ ଏକ ଲିଖିତ ଉତ୍ତରରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କହିଛନ୍ତି, ଯେତେବେଳେ କୌଣସି ଭାରତୀୟ ଶ୍ରମିକଙ୍କର ବିଦେଶ ମାଟିରେ ମୃତ୍ୟୁ ଘଟିଥାଏ,!-->…
ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ-ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,…
ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା
ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ଥିବା ପାଣିପାଗ ବିଭାଗ ପକ୍ଷରୁ!-->!-->!-->…
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ମଙ୍କିପକ୍ସ ରୋଗୀ ଚିହ୍ନଟ
ହୋଇନାହାନ୍ତି
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ମଙ୍କିପକ୍ସ ରୋଗୀ ଚିହ୍ନଟ ହୋଇନାହାନ୍ତି । ଲକ୍ଷଣ ଦେଖାଗଲେ କିମ୍ବା ସନ୍ଦେହ ହେଲେ ନିକଟସ୍ଥ ଡାକ୍ତରଖାନା, ଆଶାକର୍ମୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ପରାମର୍ଶ ନେବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ମଙ୍କିପକ୍ସ ପାଇଁ ଯେଉଁ ଗାଇଡ!-->…
ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ସୁରକ୍ଷା ପ୍ରସଙ୍ଗକୁ ନେଇ
ବିଧାନସଭାରେ ଉଦବେଗ ପ୍ରକାଶ
ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ସୁରକ୍ଷା ପ୍ରସଙ୍ଗକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ରତ୍ନଭଣ୍ଡାର ସୁରକ୍ଷିତ ଅଛି ନା ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର ସ୍ପଷ୍ଟ କରିବାକୁ କହିଥିଲେ । ରଘୁବୀର!-->…
ରାଜ୍ୟ ସରକାର ଶିଳ୍ପାୟନକୁ ଗୁରୁତ୍ୱ ଦେଉଛନ୍ତି
ରାଜ୍ୟ ସରକାର ଶିଳ୍ପାୟନକୁ ଗୁରୁତ୍ୱ ଦେଉଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ହୋଇ ରାଜ୍ୟର ଅର୍ଥନୀତି ବୃଦ୍ଧି ପାଇବା ସହ ସ୍ଥାନୀୟ ଅଞ୍ଚଳରେ କିପରି ରୋଜଗାର ସୃଷ୍ଟି ହେବ ସେ ନେଇ ସରକାର ତତ୍ପର ଅଛନ୍ତି । ତେଣୁ ବିଧାୟକ ମାନେ ସେମାନଙ୍କ ଅଞ୍ଚଳରେ କେହି ଶିଳ୍ପ କିମ୍ବା!-->…